ବାଲେଶ୍ବର ସହଦେବଖୁଣ୍ଟା ଥାନା ଅରଡ ବଜାରରେ ବ୍ୟବସାୟୀଙ୍କୁ ଗୁଳିମାଡ଼ । ବାଇକରେ ୨ ଜଣ ଦୁର୍ବୃତ୍ତ ଆସି ବ୍ୟବସାୟୀଙ୍କୁ ୮ ରାଉଣ୍ଡ ଗୁଳି ଫୁଟିଥିବା ସିସିଟିଭିରୁ ସ୍ପଷ୍ଟ ହୋଇଛି । ଗୁଳିମାଡରେ ବ୍ୟବସାୟୀ ଶେଖ ହମିଦଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଏ ପର୍ଯ୍ୟନ୍ତ କିଏ ଓ କାହିଁକି ଗୁଳିମାଡ଼ କଲେ ସ୍ପଷ୍ଟ ହୋଇପାରି ନାହିଁ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *