Cabinet approves constitution of 8th Pay Commission

୨୦୨୫ ବଜେଟ୍ ପୂର୍ବରୁ ନୂତନ ବର୍ଷରେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅଷ୍ଟମ ବେତନ ଆୟୋଗକୁ ଅନୁମୋଦନ ମିଳିଛି ।

କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ସପ୍ତମ ବେତନ ଆୟୋଗର କାର୍ଯ୍ୟକାଳ ୨୦୨୬ ସୁଦ୍ଧା ଶେଷ ହେବ । ଏହାପୂର୍ବରୁ ଅଷ୍ଟମ ବେତନ ଆୟୋଗ ଗଠନ କାର୍ଯ୍ୟ ଶେଷ ହେବ ।

ଏହି ନିଷ୍ପତ୍ତି ଦ୍ୱାରା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ଏବଂ ପେନସନଭୋଗୀଙ୍କ ପେନସନ ବୃଦ୍ଧି ପାଇବ ।

By Nirvay

Leave a Reply

Your email address will not be published. Required fields are marked *