ବିଜେଡି ବିଧାୟକଙ୍କୁ ଡାକରା ପଠାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟାା ୫ଟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ। ନବ ନିର୍ବାଚିତ ବିଧାୟକଙ୍କୁ ସଂଧ୍ୟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ କୁହାଯାଇଛି । କିନ୍ତୁ କେଉଁ କରଣ ପାଇଁ ବିଧାୟକଙ୍କୁ ବୈଠକ ପାଇଁ ଡକାଯାଇଛି ତାହାର କୌଣସି ତଥ୍ୟ ମିଳିପାରିନାହିଁ ।

Leave a Reply

Your email address will not be published. Required fields are marked *