Category: ବ୍ୟବସାୟ

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଢ଼ିଲା ଭତ୍ତା

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର ।…

ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ଆସିଲା ନୂଆ କୋର୍ସ

ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଜାତୀୟ ପ୍ରତିଭୂତି ବିନିମୟ ସଂସ୍ଥା (National Stock Exchange of India) ମଧ୍ୟରେ ଗୁରୁବାର ଦିନ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏ ବିଷୟରେ ରାଜ୍ୟ…

ନୂଆଦିଲ୍ଲୀ ସ୍ଥିତ ରୁଷ ଦୂତାବାସରେ ବିଜୁ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ଫଳକ ଉନ୍ମୋଚିତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସୋଭିଏତ ୟୁନିୟନ (ବର୍ତ୍ତମାନର ରୁଷ) ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ୯ ତାରିଖରେ ପାଳନ ହେବାକୁ ଥିବାବେଳେ ଆଜି ନୂଆଦିଲ୍ଲୀରେ ରୁଷ ଦୂତାବାସରେ ଏକ ସ୍ୱତନ୍ତ୍ର ଉତ୍ସବ ଆୟୋଜିତ ହୋଇଛି । ଏହି ସ୍ୱତନ୍ତ୍ର ଉତ୍ସବରେ…

ପାକିସ୍ତାନରୁ ସମସ୍ତ ଆମଦାନୀ, ରପ୍ତାନୀ ବ୍ୟାନ୍‌ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ ଗୋଟେ ପରେ ଗୋଟେ ଝଟକା ଦେଉଛି ଭାରତ । ଭାରତ ପକ୍ଷରୁ ପାକିସ୍ତାନରୁ ସମସ୍ତ ପ୍ରକାରର ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ ସରକାର । ଏନେଇ ବାଣିଜ୍ୟ…

୨ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ

ଗଂଜାମ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରୁ ଠାବ ହୋଇଛି ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ମୃତକ ୨ ଭାଇ ହେଉଛନ୍ତି ସୁମୁଣ୍ଡଳ ଗାଁର ସଞ୍ଜୟ…

ଲକ୍ଷେ ପାର୍ ହେଲା ସୁନା ଦର

ଲକ୍ଷେ ଛୁଇଁଲା ସୁନା । ସୁନା ଦର ଦିନକୁ ଦିନ ନୂଆ ରେକର୍ଡ ଛୁଇଁବାରେ ଲାଗିଛି । ଆଜି ଦିନକରେ ୩ ହଜାର ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ସୁନାର ମୂଲ୍ୟ ୧ ଲକ୍ଷ ଟଙ୍କା ଅତିକ୍ରମ କରିଛି…

୯୭ ହଜାର ଟପିଲା ସୁନା ଦର

ଆକାଶ ଛୁଆଁ ସୁନା ଦର । ଦିନକୁ ଦିନ ସୁନା ଦର ବଢ଼ିବାକୁ ଲାଗିଥିବାରୁ ଗ୍ରାହକଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଆଜି ୯୭ ହଜାର ଟଙ୍କା ଟପି ଆଉ ଏକ ନୂଆ ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି…

ଚଳିତବର୍ଷ ଲଗାତର ଦ୍ବିତୀୟ ଥର ପାଇଁ ରେପୋ ରେଟ୍‌ କମାଇଲା ଆର୍‌ବିଆଇ

ଲଗାତର ଦ୍ବିତୀୟ ଥର ପାଇଁ ରେପୋ ରେଟ୍‌ କମାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)। ୨୦୨୫ ମସିହାରେ ଏହା ଲଗାତାର ଦ୍ୱିତୀୟ ଥର ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ବଡ଼ ଆଶ୍ୱସ୍ତି ଦେଇଛି। ବିଶ୍ୱ ସ୍ତରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ ଆର୍ଥିକ…

ଆଜିର ସେୟାର ବଜାରରେ ଅଭିବୃଦ୍ଧି; କାଲି ଖସିଥିଲା, ଆଜି ବଢ଼ିଲା

ଗତକାଲି ସେୟାର ବଜାର ଖରାପ ଭାବରେ କ୍ରାସ୍ ହୋଇଥିବା ବେଳେ ଆଜି ବଜାରରେ ବୃଦ୍ଧି ହୋଇଛି। ଏସୀୟ ବଜାରରେ ବୃଦ୍ଧି ଯୋଗୁଁ ଷ୍ଟକ ବଜାରରେ ଏହି ବୃଦ୍ଧି ଘଟିଛି। ସେନସେକ୍ସ ୧୧୦୦ ପଏଣ୍ଟରୁ ଅଧିକ ଓ ନିଫଟି ପ୍ରାୟ ୩ ଶହ…

ଖୁବ ଶୀଘ୍ର ଓଡ଼ିଶାରେ ନିବେଶ କରିବ ଏଚସିଏଲ୍ ଟେକ୍

ଓଡ଼ିଶାରେ କ୍ୟାମ୍ପସ ନିର୍ମାଣ ପାଇଁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ ଏଚସିଏଲ୍ ଟେକ୍ ଗ୍ରହଣ କରିଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ଭୁବନେଶ୍ୱରରେ ଏଚସିଏଲ୍ ଟେକ୍ କ୍ୟାମ୍ପସ ସହ ୟୁନିଭର୍ସିଟି…