Category: ବ୍ୟବସାୟ

୭ ଓ ୮ରେ ପ୍ରବଳ ବର୍ଷା

ଆସନ୍ତା ୭ ଓ ୮ ତାରିଖରେ ରଥଯାତ୍ରା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୭ରେ ପ୍ରବଳ, ୮ରେ ହାଲୁକାରୁ ମଧ୍ୟମ ବର୍ଷା ନେଇ ସୂଚନା। ପୁରୀକୁ ବି ପ୍ରବଳ ବର୍ଷା ହେବା…

୩,୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। ସେଥିପାଇଁ…

ସବୁଜରୁ ଗେରୁଆ ରଙ୍ଗ ହେଲା ‘ଲକ୍ଷ୍ମୀ’ ବସ୍

ସରକାର ବଦଳିବା ପରେ ବଦଳୁଛି ଲକ୍ଷ୍ମୀ ବସର ନାଁ ସହ ରଙ୍ଗ । ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଲକ୍ଷ୍ମୀ ବସ ଯୋଜନା’ ଆରମ୍ଭ କରିଥିଲେ । ଏହି ଯୋଜନା…

ଦିଲ୍ଲୀ ବିମାନବନ୍ଦର ସ୍ଥିତି ସମୀକ୍ଷା କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଆଇଜି)ର ଟର୍ମିନାଲ ୧ (ଟି୧) ଛାତ ଭୁଶୁଡ଼ିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କିଞ୍ଜାରାପୁ ରାମ ମୋହନ ନାଇଡୁ ବିମାନବନ୍ଦର ଅପରେସନ୍ କଣ୍ଟ୍ରୋଲ୍ ସେଣ୍ଟର (ଏଓସିସି) ପରିଦର୍ଶନ କରି ବର୍ତ୍ତମାନର ସ୍ଥିତି ଅନୁଧ୍ୟାନ…

ଦେଶରେ କମିଲା ଗ୍ୟାସ ସିଲିଣ୍ଡର ଦର

ମାସ ଆରମ୍ଭରୁ ଗ୍ୟାସ ଉପୋଭକ୍ତାଙ୍କ ପାଇଁ ଖୁସି ଖବର । ଦେଶରେ କମିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି । ସାରା ଦେଶରେ…

ଓଡ଼ିଶାରେ ପହଞ୍ଚିଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ‌ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ…

ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

ବଦଳିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ।…

ଧାନମଣ୍ଡିରେ ଲାଗିବ ସିସିଟିଭି ଓ ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍

ଧାନ ମଣ୍ଡିକୁ ନେଇ ପ୍ରତିକ୍ରିୟା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟର ପ୍ରତି ଧାନମଣ୍ଡିରେ ଲାଗିବ ସିସିଟିଭି । ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ଯେକୌଣସି ସମସ୍ୟାର ସଙ୍ଗେ ସଙ୍ଗେ ସମାଧାନ…

ଭୁବନେଶ୍ବର ବିମାନବନ୍ଦରର ଘରୋଇକରଣ ପ୍ରସଙ୍ଗରେ ବିଜେଡ଼ିର ଅସନ୍ତୋଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଘରୋଇକରଣ ଯୋଜନା ଉପରେ କାମ ଆରମ୍ଭ କରିଛନ୍ତି। ଭାରତରେ ବିମାନବନ୍ଦର ସଂଖ୍ୟା ବଢ଼ୁଥିବା ବେଳେ ଦେଶରେ ଥିବା ୧୧ଟି ବିମାନବନ୍ଦରର ଘରୋଇକରଣ କରାଯିବ। ସେହି ତାଲିକାରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନାମ ରହିଛି।…

ଜୁଲାଇ ୧ରୁ ଜନଅଭିଯୋଗ ଶୁଣାଣି ଆରମ୍ଭ କରିବାକୁ ସରକାରଙ୍କ ନିର୍ଦ୍ଦେଶ

ଜୁଲାଇ ପହିଲାରୁ ସବୁ ଜିଲ୍ଲା ଏବଂ ସରକାରଙ୍କ ସମସ୍ତ ବିଭାଗର ମିଳିତ ଜନଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି ବୁଧବାର ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ଜିଲ୍ଲାପାଳ ଏବଂ ଏସ୍‌ପି ସାଧାରଣ ଅଭିଯୋଗ ଶୁଣାଣି କରିବେ।…