ତାଜା ଖବର ବ୍ୟବସାୟ ରାଜନୀତି ରାଜ୍ୟ ଓଡ଼ିଶା ହେବ ମଦମୁକ୍ତ ରାଜ୍ୟ June 26, 2024 Papirani ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶାକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡ଼ିଲେଣି ସରକାର। ରାଜ୍ୟରେ ପର୍ଯ୍ୟାୟକ୍ରମେ ବନ୍ଦ ହେବ ମଦ । ବିଭିନ୍ନ ସଂଗଠନ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଦୀର୍ଘ ବର୍ଷ ହେଲା ଦାବି କରିଆସୁଥିବା ବେଳେ…
ବ୍ୟବସାୟ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏଁ ଲାଗି ରହିବ ବର୍ଷା June 25, 2024 Nirvay ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ବିଜୁଳି ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି। ଏଥିସହ ରାଜ୍ୟର କିଛି…
ବ୍ୟବସାୟ 5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ June 24, 2024 Nirvay 5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ। ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏଥିସହ ରାଜ୍ୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ଖୁବ୍ଶୀଘ୍ର ପୂରଣ ହେବ। ବିଗତ ଦିନରେ ଅନେକ ନକଲି…
ବ୍ୟବସାୟ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ June 23, 2024 Nirvay ଏଆଇସିସି (AICC) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ତାଙ୍କୁ ଭେଟିଲେ। କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ଚର୍ଚ୍ଚା ହେଉଥିବା ବେଳେ ସେ ନେଇ ସାକ୍ଷାତ…
ତାଜା ଖବର ଦେଶ ବ୍ୟବସାୟ ରାଜନୀତି ରାଜ୍ୟ କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ June 22, 2024 Papirani ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…
ତାଜା ଖବର ଦେଶ ବ୍ୟବସାୟ ଆଜି ବସିବ ୫୩ତମ ଜିଏସଟି ପରିଷଦ ବୈଠକ June 22, 2024 Papirani ଆଜି ବସିବାକୁ ଯାଉଛି ଦ୍ରବ୍ୟ ଏବଂ ସେବା ଟିକସ (ଜିଏସଟି) ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ନୂଆଦିଲ୍ଲୀରେ ବସିବାକୁ ଯାଉଥିବା ଜିଏସ୍ଟି ପରିଷଦର ଏହି ୫୩ ତମ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ। ଦୀର୍ଘ ୮ ମାସର ବ୍ୟବଧାନ…
ବ୍ୟବସାୟ ଦୀପାଳିଙ୍କ ଆବେଦନ ଇସିଆଇ (ECI)ରେ ଗୃହୀତ June 21, 2024 Nirvay ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ଇସିଆଇ। ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରର ପରାଜିତ ବିଜେଡି ପ୍ରାର୍ଥୀ ଦୀପାଳି। ନିର୍ବାଚନ ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଅଭିଯୋଗ କରିଥିଲେ। ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଝାରସୁଗୁଡ଼ାର ୧୩ଟି ପୋଲିଂ ଷ୍ଟେସନର…
ବ୍ୟବସାୟ ଆସିଲା ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ସମସ୍ତ ଜିଲ୍ଲାପାଳଙ୍କ ନିଷ୍ପତ୍ତି June 17, 2024 Papirani ରାଜ୍ୟରେ ଗ୍ରୀଷ୍ମପ୍ରଭାବ ପାଇଁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ଖୋଲିପାରିବେ। ଏକାଧିକ ଜିଲ୍ଲାରେ ସକାଳୁଆ ସ୍କୁଲ ନେଇ ଜିଲ୍ଲା ପ୍ରଶାସନର ସୂଚନା। ଆସନ୍ତା ୨୦ ତାରିଖ…
ତାଜା ଖବର ଦେଶ ବ୍ୟବସାୟ ରାଜ୍ୟ ଲୋକଙ୍କ ଉପରେ ମହଙ୍ଗା ମାଡ଼: ଡାଲି, ତେଲ ଦର ପରେ ବଢ଼ିଛି ପରିବା ଦର June 11, 2024 Papirani ଲୋକଙ୍କ ଉପରେ ମହଙ୍ଗା ମାଡ଼ । ଦିନକୁ ଦିନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢ଼ିବାରେ ଲାଗିଛି। ପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ହୋଇଥିବାରୁ ଗରିବ ଓ ମଧ୍ୟବିତ୍ତଙ୍କୁ ଚିନ୍ତାରେ ପକାଇଲାଣି। ଡାଲି, ତେଲ ଦର ପରେ ବଢ଼ିଛି…
ବ୍ୟବସାୟ ଛତିଶଗଡ଼ରେ ଏନକାଉଣ୍ଟରରେ ୫ ଜଣ ନକ୍ସଲ ନିହତ June 7, 2024 Nirvay ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଏଠାରେ ଚାଲିଥିବା ଏନକାଉଣ୍ଟରରେ ୫ ଜଣ ନକ୍ସଲ ନିହତ ହୋଇଛନ୍ତି। ଛତିଶଗଡ଼ର ଦନ୍ତେୱାଡା-ନାରାୟଣପୁର ସୀମାବର୍ତ୍ତୀ ଅଞ୍ଚଳରେ ନକ୍ସଲ ଏନକାଉଣ୍ଟର । ସର୍ଚ୍ଚ ଅପରେସନ ସମୟରେ ମୁହାଁମୁହିଁ ହୋଇଥିଲେ ନକ୍ସଲ ଓ ସୁରକ୍ଷାକର୍ମୀ…