Category: ବ୍ୟବସାୟ

ଭୁବନେଶ୍ବର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା

ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ୍‌ ଅଫିସର ଜଗମୋହନ ମୀନା । ଡିସିପି ପିନାକ ମିଶ୍ରଙ୍କ ଠାରୁ ଆଜି ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଜଗମୋହନ ମୀନା । ଆଇପିଏସ୍ ସ୍ତରରେ ବଡଧରରଣର ଅଦଳବଦଳ…

ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଟିମ୍ ଇଣ୍ଡିଆ

ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମ୍ୟାଚ ଜିତି ଫାଇନାଲରେ ପ୍ରବେଶ କଲା ଟିମ୍ ଭାରତ । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଭାରତ- ଅଷ୍ଟ୍ରେଲିଆମଧ୍ୟରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କଲା ଟିମ୍‌…

ମାସକର ଶିଶୁକୁ ୪୦ରୁ ଅଧିକ ଚେଙ୍କ ଦେଲେ ଜନ୍ମ କରିଥିବା ବାପା ମା

ମାସକର ଶିଶୁକୁ ଦିଆଗଲା ୪୦ ଚେଙ୍କ । ଚେଙ୍କ ଆଉ କେହି ନୁହେଁ ନିଜ ପିତା ମାତା ହିଁ ଦେଇଥିବା ସୁଚନା ମିଳିଛି । ଅନ୍ଧବିଶ୍ବାସରେ ଏହି ସବୁ କରାଯାଉଥିବା ଜଣାପଡିଛି । ପିଲାର ଦେହ ଭଲ ନ ରହିବାରୁ ମାତ୍ର…

ବାର୍ଷିକ ରାଜ୍ୟ ବଜେଟ ୨୦୨୫-୨୬ ର ମୁଖ୍ୟାଂଶ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବାର୍ଷିକ ବଜେଟ୍ ବିଧାନସଭାରେ ଅନୁମୋଦନ ପାଇଁ ଉପସ୍ଥାପନ କରିଛନ୍ତି । ଏହି ଜନକଲ୍ୟାଣକାରୀ ବଜେଟରେ ଭିତ୍ତିଭୂମି, ନଗର ଉନ୍ନୟନ, କୃଷି…

ପୁଣି ବଢିଲା ସୁନାଦର; ୮୦ ହଜାର ପାର୍ ହେଲା ୨୨ କ୍ୟାରେଟ୍ ସୁନାର ମୂଲ୍ୟ 

ଆଜି ପୁଣି ବଢିଲା ସୁନାଦର । ଆଜି ଦେଶରେ ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନାଦର । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୭୦ ଟଙ୍କା ବଢ଼ିଥିବାବେଳେ ୨୨ କ୍ୟାରେଟ୍ ସୁନା ଦର ୮୦୦ ଟଙ୍କା ବଢ଼ିଛି । ଏବେ ସୁନାଦର…

୫ ବର୍ଷ ପରେ ଖସିଲା ରେପୋ ରେଟ୍

ପ୍ରାୟ ୫ ବର୍ଷ ପରେ ଖସିଲା ରେପୋ ରେଟ୍ । ରେପୋ ରେଟ୍‌ରେ ପରିବର୍ତ୍ତନ ଆଣିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ମୁଦ୍ରାନୀତିକୁ ନେଇ ଆଜି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରାଙ୍କ ସୂଚନା ଦେଇ କହିଛନ୍ତି ୫ ବର୍ଷ ପରେ ରେପୋ…

ଠକ ଯୋଡ଼ି ହଂସିତା-ଅନୀଲ ମାମଲା; ମନୋଜ ଆଚାର୍ଯ୍ୟଙ୍କ ଜାମିନ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ଠକ ଯୋଡ଼ି ହଂସିତା-ଅନୀଲ ମାମଲାରେ ହଂସିତା ଅଭିଲିପ୍ସାଙ୍କ ତଥାକଥିତ ସ୍ବାମୀ ମନୋଜ ଆଚାର୍ଯ୍ୟଙ୍କ ଜାମିନ ଆବେଦନ ହେଲା ଖାରଜ । ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଇନଫୋନସିଟି ଥାନା ମାମଲାରେ ଜାମିନ ଆବେଦନ କରିଥିଲେ…

ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ପ୍ରଥମ ଦିନରେ ୫୪ଟି ଏମଓୟୁ ସ୍ୱାକ୍ଷର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଆଜି ଉଦଘାଟନ କରିଥିବାବେଳେ ଆଜି ପ୍ରଥମ ଦିନରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ରେ ୫୪ଟି ଏମଓୟୁ ସ୍ୱାକ୍ଷରିତ ହୋଇଥିବା ଶିଳ୍ପ ସଚିବ…

ପୁଣି ତଳମୁହାଁ ହେଲା ଭାରତୀୟ ସେୟାର ମାର୍କେଟ

ଆଜି ବି ତଳକୁ ଖସିଲା ଭାରତୀୟ ସେୟାର ମାର୍କେଟ । ଉଭୟ ସେନସେକ୍ସ ଓ ନିଫଟିରେ ଆଜି ଭାରତୀୟ ଷ୍ଟକ୍ ବଜାରରେ ଏକ ବଡ଼ ହ୍ରାସ ଘଟିଛି । ଯେଉଁଥିରେ ସେନସେକ୍ସ ପ୍ରାୟ ୮୦୦ ପଏଣ୍ଟ ଖସି ୭୫,୪୦୦ ସ୍ତର ତଳକୁ…

ଓଲା, ଉବେରକୁ ଉପଭୋକ୍ତା ମନ୍ତ୍ରାଳୟର ନୋଟିସ୍‌; ଭିନ୍ନ ଭିନ୍ନ ମଡେଲ୍‌ ଫୋନ୍‌ରେ ଦେଖାଯାଉଛି ଭିନ୍ନ ଦର

ଭିନ୍ନ ଭିନ୍ନ ମଡେଲ୍‌ ଫୋନ୍‌ରେ ଭିନ୍ନ ଦରକୁ ନେଇ ଓଲା, ଉବେରକୁ ଦିଆଗଲା କାରଣ ଦର୍ଶାଅ ନୋଟିସ୍ । ଓଲା, ଉବେରକୁ ନୋଟିସ୍‌ ଜାରି କଲା ଭାରତ ସରକାରଙ୍କ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ । ଆଇଫୋନ୍ ଓ ଆଣ୍ଡ୍ରଏଡରେ ଭିନ୍ନ ଭିନ୍ନ…