Category: ବ୍ୟବସାୟ

ଓଡ଼ିଶାରେ ପହଞ୍ଚିଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ‌ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ…

ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

ବଦଳିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ।…

ଧାନମଣ୍ଡିରେ ଲାଗିବ ସିସିଟିଭି ଓ ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍

ଧାନ ମଣ୍ଡିକୁ ନେଇ ପ୍ରତିକ୍ରିୟା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟର ପ୍ରତି ଧାନମଣ୍ଡିରେ ଲାଗିବ ସିସିଟିଭି । ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ଯେକୌଣସି ସମସ୍ୟାର ସଙ୍ଗେ ସଙ୍ଗେ ସମାଧାନ…

ଭୁବନେଶ୍ବର ବିମାନବନ୍ଦରର ଘରୋଇକରଣ ପ୍ରସଙ୍ଗରେ ବିଜେଡ଼ିର ଅସନ୍ତୋଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଘରୋଇକରଣ ଯୋଜନା ଉପରେ କାମ ଆରମ୍ଭ କରିଛନ୍ତି। ଭାରତରେ ବିମାନବନ୍ଦର ସଂଖ୍ୟା ବଢ଼ୁଥିବା ବେଳେ ଦେଶରେ ଥିବା ୧୧ଟି ବିମାନବନ୍ଦରର ଘରୋଇକରଣ କରାଯିବ। ସେହି ତାଲିକାରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନାମ ରହିଛି।…

ଜୁଲାଇ ୧ରୁ ଜନଅଭିଯୋଗ ଶୁଣାଣି ଆରମ୍ଭ କରିବାକୁ ସରକାରଙ୍କ ନିର୍ଦ୍ଦେଶ

ଜୁଲାଇ ପହିଲାରୁ ସବୁ ଜିଲ୍ଲା ଏବଂ ସରକାରଙ୍କ ସମସ୍ତ ବିଭାଗର ମିଳିତ ଜନଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି ବୁଧବାର ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ଜିଲ୍ଲାପାଳ ଏବଂ ଏସ୍‌ପି ସାଧାରଣ ଅଭିଯୋଗ ଶୁଣାଣି କରିବେ।…

ଓଡ଼ିଶା ହେବ ମଦମୁକ୍ତ ରାଜ୍ୟ

ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶାକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡ଼ିଲେଣି ସରକାର। ରାଜ୍ୟରେ ପର୍ଯ୍ୟାୟକ୍ରମେ ବନ୍ଦ ହେବ ମଦ । ବିଭିନ୍ନ ସଂଗଠନ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଦୀର୍ଘ ବର୍ଷ ହେଲା ଦାବି କରିଆସୁଥିବା ବେଳେ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏଁ ଲାଗି ରହିବ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ବିଜୁଳି ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି। ଏଥିସହ ରାଜ୍ୟର କିଛି…

5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ

5T ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ। ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏଥିସହ ରାଜ୍ୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଗତ ଦିନରେ ଅନେକ ନକଲି…

ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ

ଏଆଇସିସି (AICC) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ତାଙ୍କୁ ଭେଟିଲେ। କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ଚର୍ଚ୍ଚା ହେଉଥିବା ବେଳେ ସେ ନେଇ ସାକ୍ଷାତ…

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…