Category: ବ୍ୟବସାୟ

ଧାରଣାରତ କଂଗ୍ରେସ ସଦସ୍ୟଙ୍କୁ ଶାସକ ଦଳର ବୁଝାସୁଝା

ଗୃହ ବୟକଟ କରି ଧାରଣାରେ ବସିଥିବା କଂଗ୍ରେସ ସଦସ୍ୟଙ୍କୁ ଶାସକ ଦଳର ବୁଝାସୁଝା । ଗୃହକୁ ଫେରାଇ ଆଣିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନଙ୍କ ଉଦ୍ୟମ । ସରୋଜ ପ୍ରଧାନଙ୍କ ସହ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜମଧ୍ୟ ବୁଝାସୁଝା…

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଆଜି ବିଜେପି ବିଧାୟକଙ୍କ ମନ୍ତବ୍ୟକୁ ନେଇ ସରଗରମ ହୋଇଛି ବିଧାନସଭା ଗୃହ । ଆଜି ପବିତ୍ର ଗୃହରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି, ତାହାକୁ ନେଇ ଏବେ ରାଜ୍ୟ ରାଜନୀତିର ଚର୍ଚ୍ଚାର ବିଷୟ ପାଲଟିଛି। ଗୃହର ପ୍ରଶ୍ନୋତ୍ତରକାଳରେ ବିରୋଧୀ ଏବଂ…

ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଛି ନକଲି ଔଷଧ

ଓଡିଶା ବଜାରରେ ବୁଲୁଛି ନକଲି ଔଷଧ। ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଛି ନକଲି ଔଷଧ। ରାଜ୍ୟରେ ବିକ୍ରି ହେଉଥିବା ଜିଙ୍କ୍ ସଲଫେଟ, ସୋଡିୟମ ଲାକଟେଟ, ହେପ୍ରେନ ସୋଡିୟମ ଇଂଜେକସନ ନିମ୍ନ ମାନର ବୋଲି ଜଣାପଡ଼ିଛି। ୟୁପି, ଏମପି, କୋଲକାତା, ହାଇଦ୍ରାବାଦରୁ ଆସୁଛି…

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

୧୦ ଦଫା ଦାବି ନେଇ ରାଜଧାନୀରେ ପାଚିକା ସଂଘର ଗର୍ଜନ

ରାଜଧାନୀରେ ଲୋୟର ପିଏମଜିରେ ଶହ ଶହ ପାଚିକା ସଂଘ ମହିଳାଙ୍କ ଆନ୍ଦୋଳନ । ଦାବି ପୂରଣ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପାଚିକା ସଂଘ । ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘର ଆନ୍ଦୋଳନ କରିଛନ୍ତି । ୧୦ ଦଫା ଦାବି…

ଭୁବନେଶ୍ବର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା

ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ୍‌ ଅଫିସର ଜଗମୋହନ ମୀନା । ଡିସିପି ପିନାକ ମିଶ୍ରଙ୍କ ଠାରୁ ଆଜି ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଜଗମୋହନ ମୀନା । ଆଇପିଏସ୍ ସ୍ତରରେ ବଡଧରରଣର ଅଦଳବଦଳ…

ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଟିମ୍ ଇଣ୍ଡିଆ

ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ ମ୍ୟାଚ ଜିତି ଫାଇନାଲରେ ପ୍ରବେଶ କଲା ଟିମ୍ ଭାରତ । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଭାରତ- ଅଷ୍ଟ୍ରେଲିଆମଧ୍ୟରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କଲା ଟିମ୍‌…

ମାସକର ଶିଶୁକୁ ୪୦ରୁ ଅଧିକ ଚେଙ୍କ ଦେଲେ ଜନ୍ମ କରିଥିବା ବାପା ମା

ମାସକର ଶିଶୁକୁ ଦିଆଗଲା ୪୦ ଚେଙ୍କ । ଚେଙ୍କ ଆଉ କେହି ନୁହେଁ ନିଜ ପିତା ମାତା ହିଁ ଦେଇଥିବା ସୁଚନା ମିଳିଛି । ଅନ୍ଧବିଶ୍ବାସରେ ଏହି ସବୁ କରାଯାଉଥିବା ଜଣାପଡିଛି । ପିଲାର ଦେହ ଭଲ ନ ରହିବାରୁ ମାତ୍ର…

ବାର୍ଷିକ ରାଜ୍ୟ ବଜେଟ ୨୦୨୫-୨୬ ର ମୁଖ୍ୟାଂଶ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବାର୍ଷିକ ବଜେଟ୍ ବିଧାନସଭାରେ ଅନୁମୋଦନ ପାଇଁ ଉପସ୍ଥାପନ କରିଛନ୍ତି । ଏହି ଜନକଲ୍ୟାଣକାରୀ ବଜେଟରେ ଭିତ୍ତିଭୂମି, ନଗର ଉନ୍ନୟନ, କୃଷି…

ପୁଣି ବଢିଲା ସୁନାଦର; ୮୦ ହଜାର ପାର୍ ହେଲା ୨୨ କ୍ୟାରେଟ୍ ସୁନାର ମୂଲ୍ୟ 

ଆଜି ପୁଣି ବଢିଲା ସୁନାଦର । ଆଜି ଦେଶରେ ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନାଦର । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୭୦ ଟଙ୍କା ବଢ଼ିଥିବାବେଳେ ୨୨ କ୍ୟାରେଟ୍ ସୁନା ଦର ୮୦୦ ଟଙ୍କା ବଢ଼ିଛି । ଏବେ ସୁନାଦର…