Category: ବ୍ୟବସାୟ

FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…

Nuapada Bypoll: ନୂଆପଡାରେ ପ୍ରୀତି ରଞ୍ଜନ ଘଡେଇଙ୍କ ବାସସ୍ଥାନରେ ଚଢ଼ାଉ କରିବା ଘଟଣାକୁ କଡା ନିନ୍ଦା କରିଛି ବିଜେଡି

ନୂଆପଡାରେ ନିର୍ବାଚନ ପ୍ରଚାର ଉଷ୍ମତା ବୃଦ୍ଧି ପାଇଥିବା ବେଳେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରୀତି ରଞ୍ଜନ ଘଡେଇ ନୂଆପଡାରେ ରହୁଥିବା ଘର ଉପରେ ପ୍ରଶାସନ ତରଫରୁ ଆଜି ଚଢ଼ାଉ କରାଯାଇଥିଲା, ଯାହାକୁ ବିଜୁ ଜନତା ଦଳ ତରଫରୁ କଡା…

Sardar Vallabhbhai Patel Jayanti: ଜାତୀୟ ଏକତା ଦିବସ ରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ଆଜି ହେଉଛି “ଲୌହ ମାନବ” ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । ଏହି ଅବସରରେ ଗୁଜୁରାଟର କେୱାଡିଆରେ ଥିବା ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି…

Nuapada-Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଉପନିର୍ବାଚନ ପାଇଁ ନୂଆପଡ଼ାରେ ପ୍ରଚାର ସରଗରମ ରହିଥିବାବେଳେ ଏହି କ୍ରମରେ ଆସନ୍ତା ୩ ତାରିଖ ଦିନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ନବୀନ…

Drug-Free Campus in Odisha: କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ; କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର

କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ । କ୍ୟାମ୍ପସ୍‌କୁ ନିଶାମୁକ୍ତ କରିବା ଲାଗି ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ପ୍ରତି କ୍ୟାମ୍ପସ୍‌ରେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର ନିଯୁକ୍ତ ହେବେ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ଗଣମାଧ୍ୟମକୁ…

Gundicha Temple: ଖୁବଶୀଘ୍ର ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର

ଖୁବଶୀଘ୍ର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ମହାପ୍ରଭୁଙ୍କ ଜନ୍ମସ୍ଥଳୀ ପୁରୀ ଗୁଣ୍ଡିଚା ମନ୍ଦିର । ଭକ୍ତ ମାନେ ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟ କରଣ ସହ ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିବାର ସୁଯୋଗ ପାଇବେ । ଏନେଇ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ସୂଚନା…

Sankarsan Parida Dies: କବି ତଥା ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ

ବରିଷ୍ଠ ବିଜେପି ନେତା ଏବଂ ଲୋକପ୍ରିୟ କବି ଶଙ୍କର୍ଷଣ ପରିଡା ଗୁରୁବାର ଦିନ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ପତ୍ନୀ ଏବଂ ଦୁଇ ଝିଅ ଅଛନ୍ତି । ସେ ପୂର୍ବରୁ ଫୁସଫୁସ କର୍କଟ…

Panchuka Brata in Srimandir: ପଞ୍ଚୁକ ସମୟରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଭକ୍ତ

ପଞ୍ଚୁକ ଉପଲକ୍ଷେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଆସିବେ ।ଭକ୍ତଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ଵତନ୍ତ୍ର ଦର୍ଶନ ବ୍ୟବସ୍ଥା କରିଛନ୍ତି ଜିଲ୍ଲା ପ୍ରଶାସନ । କେବଳ ସିଂହଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ…

Kalamandal Auditorium Project: ନିର୍ମାଣାଧୀନ ‘କଳାମଣ୍ଡଳ’ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରର ସୈନିକ…

Nuapada Bypoll; ନୂଆପଡାରେ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବେ ନବୀନ ପଟ୍ଟନାୟକ

ବିଜୁ ଜନତା ଦଳ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ଦୁଇ ଥର ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନୂଆପଡା ଷ୍ଟାର କ୍ୟାମ୍ପେନର ତଥା ଜୁନାଗଡ଼ ବିଜେଡ଼ି ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଏହି…