Category: ମନୋରଞ୍ଜନ

ମିଡ଼ିଆ ବାଦଶାହ ରାମୋଜୀ ରାଓଙ୍କ ପରଲୋକ

ମିଡିଆ ଇଣ୍ଡଷ୍ଟ୍ରିର ଖୁବ୍‌ ଜଣାଶୁଣା ରାମୋଜୀ ରାଓ ଗ୍ରୁପର ପ୍ରତିଷ୍ଠାତା ସି.ରାମୋଜୀ ରାଓଙ୍କର ପରଲୋକ । ତେଲୁଗୁ ନ୍ୟୁଜ୍ ଏବଂ ଗଣମାଧ୍ୟମ ଏଟିଭି ନେଟୱାର୍କର ମୁଖ୍ୟ ତଥା ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କର ଆଜି ଭୋର ପ୍ରାୟ ୩ଟା…

ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଗିରଫ

ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଚନ୍ଦନ କର ଗିରଫ କରାଯାଇଛି। ଭୁବନେଶ୍ବର ମହିଳା ଥାନା ପୁଲିସ ୟୁଟ୍ୟୁବର ଚନ୍ଦନ କରଙ୍କୁ ଗିରଫ କରିଛି। ଅନ୍ତରଙ୍ଗ ଭିଡିଓକୁ ମହିଳାଙ୍କ ସ୍ୱାମୀଙ୍କୁ ଦେଖାଇବେ କହି ବ୍ଲାକମେଲ୍ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା ସୂଚନା ।…

୧୭ରେ ଓଡିଶା ଆସିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ

ମେ ୧୭ ତାରିଖରେ ଓଡିଶା ଆସୁଛନ୍ତି ବିଜେପିର ଷ୍ଟାର ପ୍ରଚାରକ ଡ୍ରିମଗାର୍ଲ ହେମାମାଳିନୀ । ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଭୁବନେଶ୍ୱର ଓ କଟକରେ…

ଅନୁଭବ ମହାନ୍ତିଙ୍କୁ ଝଟକା; ଘରୋଇ ହିଂସା ମାମଲାରେ ଚାର୍ଜ ଫ୍ରେମ୍ ପାଇଁ ଜେଏମଏଫସି କୋର୍ଟଙ୍କ ନିର୍ଦ୍ଦେଶ

ପୁଣି ଅଡୁଆରେ ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତି। ବଢିଲା ସାଂସଦ ଅନୁଭବ ମହାନ୍ତିଙ୍କ ଅଡୁଆ । ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି । ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ…

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ପଙ୍କଜ ଉଦାସ

ମୁମ୍ବାଇ: ବଲିଉଡ ସିନେମାର ପ୍ରସିଦ୍ଧ କଣ୍ଠଶିଳ୍ପୀ ପଙ୍କଜ ଉଦାସଙ୍କ ଦେହାନ୍ତ ହୋଇଛି । ଅସୁସ୍ଥତା ଯୋଗୁଁ ଦୀର୍ଘଦିନରୁ ଚିକିତ୍ସିତ ଅବସ୍ଥାରେ ରହିଥିଲେ ପଙ୍କଜ । ୭୨ ବର୍ଷ ବୟସରେ ଆଜି ପ୍ରାଣତ୍ୟାଗ କରିଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ପଙ୍କଜ ଉଦାସ । ପଙ୍କଜଙ୍କ…

ବିଶିଷ୍ଟ ରେଡିଓ ଉପସ୍ଥାପକ ଅମିନ ସାୟାନିଙ୍କ ପରଲୋକ

ବିଶିଷ୍ଟ ରେଡିଓ ଉପସ୍ଥାପକ ଅମିନ ସାୟାନିଙ୍କ ପରଲୋକ। ମୁମ୍ବାଇରେ ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ପୁଅ ରାଜୀବ ସୂଚନା ଦେଇଛନ୍ତି। ଗତ ରାତିରେ ଅମିନ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ ରିଲାଏନ୍ସ ହସପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର…

ବଞ୍ଚିଛନ୍ତି ଅଭିନେତ୍ରୀ ପୁନମ ପାଣ୍ଡେ; ଇନଷ୍ଟାଗ୍ରାମରେ ଜାରି କଲେ ଭିଡିଓ

ନୂଆଦିଲ୍ଲୀ: ବଲିଉଡ ଇଣ୍ଡଷ୍ଟ୍ରିରେ ଗ୍ଲାମର ଓ ବୋଲ୍ଡ ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ପୁନମ୍ ପାଣ୍ଡେ ଜୀବିତ। ସେ ଜୀବିତ ଥିବା ନେଇ ଇନଷ୍ଟାଗ୍ରାମରେ ଭିଡିଓ ଜାରି କରିଛନ୍ତି। ସର୍ଭିକାଲ କ୍ୟାନ୍‌ସର ସଚେତନତା ପାଇଁ ଏପରି କରିଥିବା ସେ କହିଛନ୍ତି।…

ମାତ୍ର ୩୨ ବର୍ଷ ବୟସରେ ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ପରଲୋକ

ମୁମ୍ବାଇ: ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେଙ୍କର ପରଲୋକ ହୋଇଯାଇଛି । ତାଙ୍କୁ ସର୍ଭିକାଲ କ୍ୟାନ୍ସର ହୋଇଥିଲା। ଏହି ସୂଚନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଦିଆଯାଇଛି । ପୁନମ ପାଣ୍ଡେଙ୍କ ଦେହାନ୍ତ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ପୁନମ…

ସୋଏବ ମଲିକଙ୍କ ତୃତୀୟ ବିବାହ, ସାନିଆ ମିର୍ଜା ନିରାଶ

ଭାରତୀୟ ଟେନିସ୍‌ ସୁପରଷ୍ଟାର ସାନିଆ ମିର୍ଜାଙ୍କ ସହ ୧୩ ବର୍ଷର ସମ୍ପର୍କ ଛିନ୍ନ କରି ତୃତୀୟ ଥର ବିବାହ କରିଛନ୍ତି ପାକିସ୍ତାନୀ କ୍ରିକେଟର ସୋଏବ ମଲିକ। ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦ୍‌ଙ୍କ ସହ ସୋଏବ ବିବାହର ଫଟୋ ନିଜ ସୋସିଆଲ ମିଡିଆରେ…