ମନୋରଞ୍ଜନ ରାଜ୍ୟ ୨୦୨୦, ୨୦୨୧ ଓ ୨୦୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା November 14, 2024 Nirvay ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ତାଙ୍କର ଆଜୀବନ ଅବଦାନ ପାଇଁ ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ତଥା ଥିଏଟର ବ୍ଯକ୍ତିତ୍ୱ ଅନନ୍ତ ମହାପାତ୍ରଙ୍କୁ ସମ୍ମାନଜନକ ଆୱାର୍ଡ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ | ତାଙ୍କୁ ୨୦୨୦ ବର୍ଷ ପାଇଁ ଏହି…
ତାଜା ଖବର ମନୋରଞ୍ଜନ ରାଜନୀତି ରାଜ୍ୟ ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ କରିଥିବା ପୋଷ୍ଟ ପାଇଁ କ୍ଷମା ମାଗିଲେ ଅଭିନେତା ବୁଦ୍ଧାଦିତ୍ୟ October 21, 2024 Papirani ରାହୁଲ ଗାନ୍ଧିଙ୍କୁ ନେଇ ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟ ପ୍ରସଙ୍ଗ । ଏଭଳି ପୋଷ୍ଟ ପାଇଁ ସମଗ୍ର କଂଗ୍ରେସ ପରିବାର ଓ ରାହୁଲଙ୍କୁ କ୍ଷମା ପ୍ରାର୍ଥନା କଲେ ବୁଦ୍ଧାଦିତ୍ୟ । କ୍ଷମା ପ୍ରାର୍ଥନା କରି ଓଡିଆ ଅଭିନେତା…
ତାଜା ଖବର ଦେଶ ମନୋରଞ୍ଜନ ବାବା ସିଦ୍ଦିକିଙ୍କ ମୃତ୍ୟୁ ପରେ ଆସିଲା ସଲମାନ୍ ଖାନଙ୍କୁ ହତ୍ୟା ଧମକ; ବଢ଼ିଲା ସୁରକ୍ଷା ବ୍ୟବସ୍ଥା October 14, 2024 Papirani ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଓ ୩ ଥରର ବିଧାୟକ ବାବା ସିଦ୍ଦିକୀଙ୍କ ହତ୍ୟା ପଛରେ ରହିଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ନିଜକୁ ଦାୟୀ କାରିଛି । ଏବେ ବିପଦରେ ବଲିଉଡ ସୁପରଷ୍ଟାର ସଲମାନ୍ ଖାନଙ୍କ ଜୀବନ । କାରଣ ଏହି ଗ୍ୟାଙ୍ଗ…
ତାଜା ଖବର ମନୋରଞ୍ଜନ ରାଜ୍ୟ ବିଲଡର ତଥା ଚଳଚ୍ଚିତ୍ର ପ୍ରଯୋଜକ ନିରଞ୍ଜନ ରଣାଙ୍କୁ ଗିରଫ କଲା କମିଶନରେଟ ପୋଲିସ October 10, 2024 Papirani ଜମି ଦେବାକୁ କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକେଇ କରିଥିବା ମାମଲାରେ ‘ମା’ ତାରିଣୀ ଇଷ୍ଟକନ୍ ପ୍ରାଇଭେଟ୍ ଲିମିଟେଡ୍ ବିଲଡର ତଥା ଚଳଚ୍ଚିତ୍ର ପ୍ରଯୋଜକ ନିରଞ୍ଜନ ରଣା ଗିରଫ । ମିଛ ଜମି ଦେଖାଇ ଲୋକଙ୍କୁ ଠକିବା ଅଭିଯୋଗରେ ଗିରଫ…
ତାଜା ଖବର ମନୋରଞ୍ଜନ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ଦମନକୁ ମିଳିଲା ଜାତୀୟ ପୁରସ୍କାର October 8, 2024 Papirani ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର । ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ତାଜା ଖବର ଦେଶ ମନୋରଞ୍ଜନ ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲା ଦାଦା ସାହେବ ଫାଲକେ ପୁରସ୍କାର: ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି October 8, 2024 Papirani ଆଜି ଦିଲ୍ଲୀ ବିଜ୍ଞାନ ଠାରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ଆୟୋଜିତ ହୋଇଛି । ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀଙ୍କୁ ସମ୍ମାନିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ଭାରତୀୟ…
ତାଜା ଖବର ଦେଶ ମନୋରଞ୍ଜନ ଗୋବିନ୍ଦଙ୍କ ଦେହରେ ଗୁଳି ବାଜିଲା; ହସ୍ପିଟାଲରେ ଭର୍ତ୍ତି October 1, 2024 Nirvay ଅଭିନେତା ଗୋବିନ୍ଦା ସକାଳ ପ୍ରାୟ ୪.୪୫ରେ ଆପଏଣ୍ଟମେଣ୍ଟ ପାଇଁ ଯାଉଥିବା ବେଳେ ହଠାତ୍ ବନ୍ଧୁକରେ ନିଜ ଗୋଡ଼ରେ ଗୁଳି ମାଡ଼ କରିଥିଲେ। ସଙ୍ଗେ ସଙ୍ଗେ ଅଭିନେତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସୁସ୍ଥ ଅଛନ୍ତି। ଗୋବିନ୍ଦାଙ୍କ ମ୍ୟାନେଜର ଶଶି ସିହ୍ନା…
ତାଜା ଖବର ଦେଶ ମନୋରଞ୍ଜନ ସୁପରଷ୍ଟାର ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆୱାର୍ଡ September 30, 2024 Nirvay ଅଭିନେତା ତଥା ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି। ଶ୍ରୀ ବୈଷ୍ଣବ ସୋସିଆଲ ମିଡ଼ିଆ ପୋଷ୍ଟ ଏକ୍ସରେ ଲେଖିଛନ୍ତି, ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର…
ତାଜା ଖବର ମନୋରଞ୍ଜନ ରାଜନୀତି ରାଜ୍ୟ ନବୀନ ନିବାସରେ ଓଡ଼ିଆ ଚଳଚିତ୍ର ‘ଦମନ’ ଟିମ୍ August 17, 2024 Papirani ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ…
ତାଜା ଖବର ମନୋରଞ୍ଜନ ରାଜ୍ୟ ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର ମାନସ ଚୌଧୁରୀ ପାଇବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର August 17, 2024 Papirani ଓଡ଼ିଆ କଳାକାର ପାଇଲେ ଜାତୀୟ ଚଳଚିତ୍ର ପୁରସ୍କାର। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା ହୋଇଥିବା ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪ରେ ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର ମାନସ ଚୌଧୁରୀ ପାଇଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ‘ୟାନ୍’ ପାଇଁ ଶ୍ରେଷ୍ଠ…