Category: ତାଜା ଖବର

Goa Fire Tragedy: ଗୋଆ ନାଇଟ୍ କ୍ଲବ ଫାୟାର ଟ୍ରାଜେଡି: ଲୁଥ୍ରା ବ୍ରଦର୍ସଙ୍କ ବିରୋଧରେ ବୁଲଡୋଜର ଆକ୍ସନ

ଗୋଆ ନାଇଟ୍ କ୍ଲବ ଫାୟାର ଟ୍ରାଜେଡି ପରେ ଆକ୍ସନ। ଗୋଆର ‘ବିର୍ଚ ବାଏ ରୋମିଓ ଲେନ୍’ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାର ଆକ୍ସନ୍ସ ମୁଡକୁ ଆସିଛନ୍ତି । ମାଲିକ ଲୁଥ୍ରା ବ୍ରଦର୍ସଙ୍କ ବିରୋଧରେ ବୁଲଡୋଜର ଆକ୍ସନ। ଲୁଥ୍ରା ବ୍ରଦର୍ସଙ୍କ…

Plus Two Exam: ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ ହୋଇଛି । ମାର୍ଚ୍ଚ ୧୧ ତାରିଖରେ ଓଡିଆକୁ ଛାଡି ଅନ୍ୟ ସମସ୍ତ…

MLAs and Ministers Salary Hike: ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା

ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍ ଗୃହୀତ ହୋଇଛି। ନୂତନ ବ୍ୟବସ୍ଥା ସହିତ, ଉଭୟ କାର୍ଯ୍ୟରତ ଏବଂ…

Malkangiri Internet Shut down: ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା। ଆଉ ୧୮ ଘଣ୍ଟା ଇଣ୍ଟରନେଟ୍‌ କଟକଣା ବୃଦ୍ଧି କଲା ପ୍ରଶାସନ । କାଲି ଦିନ ୧୨ଟା ପର୍ଯ୍ୟନ୍ତ କଟକଣା ବୃଦ୍ଧି ନେଇ ସୂଚନା ଜାରି କରାଯାଇଛି । RDC ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ…

Odisha Assembly: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରି

ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାର ସରକାରୀ ହସ୍ପିଟାଲଗୁଡ଼ିକରେ ସାଧାରଣ ପ୍ରସବ ସଂଖ୍ୟା ଯଥେଷ୍ଟ ଅଧିକ ରେକର୍ଡ କରାଯାଇଛି, ଯେତେବେଳେ ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକରେ ଅଧିକ ସିଜାରିଆନ୍ ସେକ୍ସନ୍ (ସି-ସେକ୍ସନ୍) ପ୍ରସବ…

Odisha Assembly: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଶୀତକାଳୀନ ଅଧିବେଶନ; ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ମଙ୍ଗଳବାର ଦିନ ମାତ୍ର ୧୧ କାର୍ଯ୍ୟ ଦିବସ ସମାପ୍ତ ହେବା ପରେ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା !

ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍-୨୦୨୫ ଉପସ୍ଥାପିତ ହୋଇଛି । ପୂର୍ବତନ ବିଧାୟକଙ୍କ ସମେତ ବର୍ତ୍ତମାନର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପ-ବାଚସ୍ପତିଙ୍କ ଦରମା, ଭତ୍ତା ଏବଂ ପେନସନ୍ ବଢ଼ିବ। ଓଡ଼ିଶା ବିଧାନସଭାରେ ଆଜି ପୂର୍ବତନ ଏବଂ କାର୍ଯ୍ୟରତ ବିଧାୟକମାନଙ୍କ…

Odisha BJP Morcha List: ରାଜ୍ୟ ବିଜେପିର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା

ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି । ଅଭିଳାଷ ପଣ୍ଡାଙ୍କୁ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି ଏବଂ ଡ. ଐଶ୍ୱର୍ଯ୍ୟା…

IND vs SA T20 Match: ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ T-20, ଜାଣନ୍ତୁ କେଉଁଠି କରିବେ ପାର୍କିଂ

ଆଜି କଟକ ବାରବାଟୀରେ ବିଗ୍ ଫାଇଟ୍ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍ । ୫ ମ୍ୟାଚ୍‌ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ ବାରବାଟୀରୁ ଆରମ୍ଭ ହେବ । ଆଜି ସନ୍ଧ୍ୟା ୭ଟାରେ ଖେଳାଯିବ ମ୍ୟାଚ୍…

Internet Suspension In Malkangiri: ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ

ମାଲକାନାଗିରିରେ ତେଜୁଛି ଉତ୍ତେଜନା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ଗଣ୍ଡଗୋଳ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏହାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ୨୪ ଘଣ୍ଟା…