Category: ତାଜା ଖବର

କିଟ୍ ମାମଲା: ଆଉ ୩ ଜଣଙ୍କୁ ଉଚ୍ଚସ୍ତରୀୟ କମିଟି ଆଗରେ ହାଜିର ପାଇଁ ଜାରି ହେଲା ନୋଟିସ୍‌

କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲାର ଉଚ୍ଚସ୍ତରୀୟ କମିଟି ତଦନ୍ତ ଜାରି ରଖିଥିବା ବେଳେ ଆଉ ୩ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଆଜି ପଚରାଉଚୁରା ପାଇଁ ଆଉ ୩ ଜଣ ବରିଷ୍ଠ ଅଧିକାରୀ ଓ କିଟ୍‌ର ୩…

ଗିରଫ ହେଲେ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି; ମିଳିଲା ପୁଳା ପୁଳା ଟଙ୍କା

ଗିରଫ ହେଲେ କୋଟିପତି ବାବୁ । କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଭୁବେନଶ୍ୱର, ଖୋର୍ଦ୍ଧା କଟକ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିଲା ।ଚଢାଉବେଳେ ପ୍ରଦୀପ…

୧୦ ଦଫା ଦାବି ନେଇ ରାଜଧାନୀରେ ପାଚିକା ସଂଘର ଗର୍ଜନ

ରାଜଧାନୀରେ ଲୋୟର ପିଏମଜିରେ ଶହ ଶହ ପାଚିକା ସଂଘ ମହିଳାଙ୍କ ଆନ୍ଦୋଳନ । ଦାବି ପୂରଣ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପାଚିକା ସଂଘ । ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘର ଆନ୍ଦୋଳନ କରିଛନ୍ତି । ୧୦ ଦଫା ଦାବି…

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନରରେ ହଟ୍ଟଗୋଳ;  ୧୨ଟା ଯାଏଁ ଗୃହ ମୁଲତବୀ

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ପ୍ରଥମ ଦିନରୁ ଦେଖାଯାଇଛି ହଟ୍ଟଗୋଳ। ଅଧିବେଶନ ଆରମ୍ଭରୁ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ । ତେବେ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅନୁରୋଧ କରିବା ସତ୍ତ୍ବେ ମଧ୍ୟ ସେମାନେ ଶୁଣି ନଥିଲେ । ଫଳରେ ବାଚସ୍ପତି ବାଧ୍ୟ…

ନାରୀ ଅସୁରକ୍ଷିତ ଅଭିଯୋଗରେ ବିଧାନସଭା ପରିସରରେ କଂଗ୍ରେସର ବିକ୍ଷୋଭ

ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନର ଦିତ୍ୱୀୟ ପର୍ଯ୍ୟାୟ । ଏହା ଆସନ୍ତା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଗୃହ ବେଶ୍ ସରଗରମ ହେବାର ସମ୍ଭାବନା ରହିଥିବା ବେଳେ ବଜେଟ ଅଧିବେଶନ…

ମହାକୁମ୍ଭ ମେଳା କଲା ନାବିକଙ୍କୁ ମହାଧନୀ; ରୋଜଗାର କରିଛନ୍ତି ୩୦ କୋଟି ଟଙ୍କା

ମହାକୁମ୍ଭ ଭକ୍ତି, ଶ୍ରଦ୍ଧା ଓ ବିଶ୍ଵାସର ଏକ ଅପୂର୍ବ ସଙ୍ଗମ। ପ୍ରତି ୧୨ ବର୍ଷରେ ଆୟୋଜିତ ହେଉଥିବା ଏହି ମେଳା ଆଜି ସାରା ବିଶ୍ୱରେ ପରିଚାଳନା ପେସାଦାର ତଥା ଯୋଜନା ଏବଂ ନୀତି ବିଶେଷଜ୍ଞମାନଙ୍କ ପାଇଁ ଗବେଷଣାର ବିଷୟ ପାଲଟିଛି। ଦୀର୍ଘ…

ସ୍କୁଲରେ ରାଜନୀତି କରୁଥିଲେ ବିଜେଡି ସରକାର: ଗଣଶିକ୍ଷା ମନ୍ତ୍ରୀ

ସ୍କୁଲ କୋଠା ରଙ୍ଗ ବଦଳିବା ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସ୍କୁଲ ରଙ୍ଗ ନୁହେଁ, ବିଜେଡି ରଙ୍ଗ ପରିବର୍ତ୍ତନ କରିଛୁ । ଯାହା ପୂର୍ବରୁ ଥିଲା ସେହି ରଙ୍ଗ ଦିଆଯାଇଛି । ସ୍କୁଲରେ…

ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଗଜେନ୍ଦ୍ର ସିଂହଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଚିଠି । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ…

ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: କିଟ୍‌ରେ NHRC ଟିମ୍‌

କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ହତ୍ୟା ମାମଲାର ତଦନ୍ତ ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ଜାତୀୟ ମାନବାଧିକାର କମିଶନ ବା NHRC ଟିମ୍‌ । କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଓ ନେପାଳୀ ଛାତ୍ରଛାତ୍ରୀଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ…

ରାଜା ଚକ୍ରଙ୍କୁ ବଦ୍ରିଙ୍କ ଟାର୍ଗେଟ୍‌; କହିଲେ ବିଜେଡିକୁ ବ୍ୟବହାର କରି ଅର୍ଥ ଉପାର୍ଜନ ନା ନାହିଁ ତଦନ୍ତରୁ ଜଣାପଡ଼ିବ

ରାଜା ଚକ୍ରଙ୍କ ଘର ରେଡ୍‌ ଘଟଣାରେ ବରିଷ୍ଠ ନେତା ବଦ୍ରିନାରାୟଣ ପାତ୍ରଙ୍କ ତେର୍ଚ୍ଛା ବାଣ । ନାଁ ନନେଇ ରାଜା ଚକ୍ରଙ୍କୁ ଟାର୍ଗେଟ କରି ବଦ୍ରି କହିଛନ୍ତି କେନ୍ଦୁଝରରେ ଖଣିଜ ଲୁଟ୍ ହେଉଛି, ଦାଦାଗିରି ହେଉଛି, ଚାନ୍ଦା ଆଦାୟ କରୁଛନ୍ତି। ଏଭଳି…