Category: ତାଜା ଖବର

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା; ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଲେ ମେୟର

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା ପରେ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର । ସେ କହିଛନ୍ତି ଆଜି…

ଶରଧାବାଲିରେ ଦଳାଚକଟା ଘଟଣା: ରାଜ୍ୟ ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ପୁରୀରେ ଶରଧାବାଲିରେ ଦଳାଚକଟା ମାମଲାରେ ରାଜ୍ୟ ମାନବାଧିକାର ଆୟୋଗ ହସ୍ତକ୍ଷେପ କରିଛନ୍ତି । ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ମାଗିଥିବା ଜଣାପଡିଛି । ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ରିପୋର୍ଟ ତଲବ କରିଛନ୍ତି ଓଏଚ୍ଆରସି ।…

କୋଭିଡ୍ ଟୀକା ଏବଂ ଆକସ୍ମିକ ମୃତ୍ୟୁ ମଧ୍ୟରେ କୌଣସି ସମ୍ପର୍କ ନାହିଁ: ସ୍ବାସ୍ଥ୍ୟ ମନ୍ତ୍ରାଳୟ

ଦେଶବ୍ୟାପୀ କୋଭିଡ୍-୧୯ ଟିକା ବିଷୟରେ ଚାଲିଥିବା ସମସ୍ତ ଗୁଜବକୁ ଖାରଜ କରି କୋଭିଡ୍ ଟିକା ଓ ଆକସ୍ମିକ ମୃତ୍ୟୁ ଲିଙ୍କ୍‌କୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ସ୍ଵାସ୍ଥ୍ୟ ମନ୍ତ୍ରାଳୟ । ସେ କହିଛନ୍ତି ଯୁବପିଢ଼ିଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ହେବା ସହ କୋଭିଡ୍…

ତେଲେଙ୍ଗାନାର ରାସାୟନିକ କାରଖାନାରେ ବିସ୍ଫୋରଣ ଘଟଣା; ମୃତକଙ୍କ ମଧ୍ୟରେ ଅଛନ୍ତି ୪ ଓଡ଼ିଆ ଶ୍ରମିକ

ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାର ପଶାମାଇଲାରାମ ଶିଳ୍ପାଞ୍ଚଳରେ ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି । ସିଗାଚି ଇଣ୍ଡଷ୍ଟ୍ରିଜ୍ ନାମକ ଏକ କାରଖାନାରେ ଏହି ବିସ୍ଫୋରଣ ଘଟିଛି, ଯେଉଁଥିରେ ୪ ଜଣ ଓଡ଼ିଆଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ଏହା ସହିତ…

ମାଆ ହେବ ବାଘୁଣୀ ଜିନତ୍

ମାଆ ହେବ ବାଘୁଣୀ ଜିନତ୍ । ଆସନ୍ତା ସେପ୍ଟେମ୍ବରରେ ମାଆ ହେବ ମହାରାଷ୍ଟ୍ରର ତଡ଼ଭା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଆସିଥିବା ୩ ବର୍ଷିୟା ବାଘୁଣୀ ଜିନତ୍ । ବାଘୁଣୀ ଜିନତ୍ ଶିମିଳିପାଳ ଅଭୟାରଣ୍ୟର ଜଣାଶୁଣା ମହାବଳ ‘ଟି-୧୨’ ସହ ସହବାସରୁ ଗର୍ଭବତୀ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୧୪ ଜିଲ୍ଲାର ଓଏଏସ ଓ ଓଆରଏସ ଅଫିସର

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ମରାଣାତ୍ମକ ଆକ୍ରମଣ ଘଟଣାକୁ ନେଇ ପ୍ରତିବାଦ କହିଛନ୍ତି ଓଏଏସ ଓ ଓଆରଏସ ଅଫିସର । ଏହି ଘଟଣାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ…

ବିଏମସି ଘଟଣା; ସଂପୃକ୍ତ ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିରୁ ନିଲମ୍ବନ

ଗତ କାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ସେମାନେ ହେଲେ କର୍ପୋରେଟର ଅପରୂପ…

ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ,…

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ । ଜଟଣୀ ସବରେଜିଷ୍ଟର ଥିବା ବେଳେ ଦୁର୍ନୀତି କରିଥିବା ଅଭିଯୋଗରେ ତାଙ୍କୁ ନିଲମ୍ବିତ କଲେ ରାଜସ୍ୱ ବିଭାଗ । ସଵ ରେଜିଷ୍ଟର ଥିବା ବେଳେ ବେଆଇନ ଭାବେ ହୋମ ଭିଜିଟ କରି…