Category: ତାଜା ଖବର

ମୋକିମଙ୍କୁ ମିଳିବ ଦଳରେ ଗୁରୁଦାୟିତ୍ୱ: ଭକ୍ତ ଦାସ

କଟକରେ ଏକାଠି ହେଲେ ଦୁଇ ବରିଷ୍ଠ ନେତା ପିସିସି ସଭାପତି ଭକ୍ତ ଦାସ ଏବଂ କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମ । ପିସିସି ସଭାପତି ହେବା ପରେ ପ୍ରଥମ ଥର ଆଜି ଏକାଠି କାର୍ଯ୍ୟକ୍ରମରେ ସାମିଲ ହୋଇ ବିଭିନ୍ନ ପ୍ରତିମୂର୍ତ୍ତିରେ…

ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ସରକାରଙ୍କ ଉଦାସନୀତାକୁ ନେଇ ପ୍ରଶ୍ନ କଲା ବିଜେଡି

ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ । ଦିନକ ପରେ ପଞ୍ଚାୟତିରାଜ ଦିବସ ଥିବା ବେଳେ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରସ୍ତୁତି ନାହିଁ ବୋଲି ଆଜି ସାମ୍ୱାଦିକ ସମ୍ମିଳନୀ ମଧ୍ୟମରେ ଅଭିଯୋଗ ଆଣିଛି ବିଜେଡ଼ି। ଗଣମାଧ୍ୟମରେ ବିଜେଡି…

ରାଜ୍ୟ ଯୁବ ବିଜେଡି ଉପସଭାପତି ରାଜା ଚକ୍ରଙ୍କୁ ଇଓଡବ୍ଲୁର ଜେରା

କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ ) ଅଫିସ୍‌ରେ ହାଜର ହେଲେ ରାଜ୍ୟ ଯୁବ ବିଜେଡି ଉପସଭାପତି ସୌମ୍ୟ ଶଙ୍କର ଚକ୍ର ବା ରାଜା ଚକ୍ର । ଟ୍ରାନ୍ସପୋର୍ଟ ଘୋଟାଲା ମାମଲାରେ ତନାଘନା । ଗର୍ଦ୍ଧମାର୍ଦନ ଲୋଡିଂ ଆଣ୍ଡ କୋ-ଅପରେଟିଭ୍‌ ସୋସାଇଟିର…

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ: ରାଜସ୍ୱ ମନ୍ତ୍ରୀ

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜିକରଣ । ଏ ନେଇ ରାଜସ୍ୱ ବିଭାଗକୁ ଡ୍ରାଫ୍‌ଟଦେଲା ନଗର ଉନ୍ନୟନ ବିଭାଗ। ମାର୍ଚ୍ଚ ସୁଦ୍ଧା ଏ ନେଇ ବିଚାର ବିମର୍ଶକରି ଏପ୍ରିଲରୁ କାର୍ଯ୍ୟକାରୀ ହେବାକୁ ନିଷ୍ପତ୍ତି ନିଆଯାଇଥିବା ଆଜି ସୂଚନା ଦେଇଛନ୍ତି…

ନବ ଦାସ ହତ୍ୟା ମାମଲା; ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି

ବହୁ ଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସ୍ୱର୍ଗତ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଦାସ । ଆଜି ହାଜର ନ ହେବାକୁ ଫୋନ୍‌ରେ ଜଣାଇବା ସହ ସମୟ ମାଗିଥିବା ଜଣାପଡିଛି । ତଦନ୍ତକାରୀ ଅଧିକାରୀଙ୍କୁ…

ମାସକର ଶିଶୁକୁ ୪୦ରୁ ଅଧିକ ଚେଙ୍କ ଦେଲେ ଜନ୍ମ କରିଥିବା ବାପା ମା

ମାସକର ଶିଶୁକୁ ଦିଆଗଲା ୪୦ ଚେଙ୍କ । ଚେଙ୍କ ଆଉ କେହି ନୁହେଁ ନିଜ ପିତା ମାତା ହିଁ ଦେଇଥିବା ସୁଚନା ମିଳିଛି । ଅନ୍ଧବିଶ୍ବାସରେ ଏହି ସବୁ କରାଯାଉଥିବା ଜଣାପଡିଛି । ପିଲାର ଦେହ ଭଲ ନ ରହିବାରୁ ମାତ୍ର…

ବିଦେଶିନୀଙ୍କ ଜଂଘରେ ମହାପ୍ରଭୁଙ୍କ ଟାଟୁ; ବିରୋଧ ପରେ କ୍ଷମା ମାଗିଲେ

ଓଡ଼ିଆଙ୍କ ଧାର୍ମିକ ଭାବନାକୁ ଲାଗିଛି ଶକ୍ତ ଆଘାତ। ମହାପ୍ରଭୁଙ୍କୁ ଦିଆଯାଇଛି ଅସମ୍ମାନ। ବିଦେଶିନୀଙ୍କ ଜଂଘରେ ମହାପ୍ରଭୁ ଜଗନ୍ନାଥଙ୍କ ଟାଟୁକୁ ସାମ୍ନାକୁ ଆସିବ ବେଳେ ସାରା ରାଜ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ତେବେ ଘଟଣାକୁ ନେଇ ସହିଦ ନଗର ଥାନାର ଦ୍ବାରସ୍ଥ…

ଚମୋଲି ହିମସ୍ଖଳନ: ୮ ଶ୍ରମିକ ମୃତ

ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାର ମାନ୍ନା ଗାଁରେ ସୀମା ସଡ଼କ ସଂଗଠନ (ବିଆରଓ) ଶିବିରରେ ହିମସ୍ଖଳନ ଯୋଗୁଁ ବରଫରେ ଫସି ରହିଥିବା ୫୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୮ ଶ୍ରମିକଙ୍କ ମୃତ ହୋଇଛି । ୫୦ ଘଣ୍ଟା ଧରି ଚାଲିଥିବା…

କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ୨୦୨୫କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଯେ କୌଣସି ସମାଜର ସବୁଠାରୁ ମହତ୍ତ୍ଵପୂର୍ଣ୍ଣ ଅଙ୍ଗ ହେଉଛନ୍ତି ଆମର କୃଷକ ସମାଜ ଯେଉଁମାନେ ଖରା, ବର୍ଷା, ଶୀତକୁ ଭୃକ୍ଷେପ ନ କରି ହାଡଭଙ୍ଗା ପରିଶ୍ରମଦ୍ଵାରା ଆମ୍ଭ ସମସ୍ତଙ୍କୁ ଆହାର ଦେଇଥାନ୍ତି। ସେମାନଙ୍କ ବିନା ସମାଜର ପରିକଳ୍ପନା କରିବା ଅସମ୍ଭବ। ତେଣୁ,…

୭ ବର୍ଷୀୟା ନାବାଳିକାକୁ ଉଠାଇ ନେଇ ଦୁଷ୍କର୍ମ !

ରାଉରକେଲା ଚାନ୍ଦିପୋଷ ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାକୁ ଉଠାଇ ନେଇ ଦୁଷ୍କର୍ମ ଅଭିଯୋଗ । ବସ ହେଲପର ଦୁଷ୍କର୍ମ କରିଥିବା ଥାନାରେ ଏତଲା । ଅଭିଯୋଗପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହିତ…