ତାଜା ଖବର ରାଜନୀତି ରାଜ୍ୟ ୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ବରରେ ହେବାକୁଥିବା ନାରୀ ନ୍ୟାୟ ଯାତ୍ରା August 13, 2025 Papirani ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ବରରେ ପିସିସି ପକ୍ଷରୁ ନାରୀ ନ୍ୟାୟ ପଦଯାତ୍ରା ହେବାର ଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ…
ତାଜା ଖବର ରାଜ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର August 13, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ୨୪ ଘଣ୍ଟାରେ ଲଘୁଚାପର ରୂପ ଅଧିକ ସ୍ପଷ୍ଟ ହେବ । ଏହା ଆନ୍ଧ୍ର-ଓଡ଼ିଶା ଉପକୂଳ ଦେଇ ଗତି…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିର ଭାଙ୍ଗିବାକୁ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣା; ସଂପୃକ୍ତ ବ୍ୟକ୍ତିଙ୍କୁ କରାଯାଇଛି ଚିହ୍ନଟ: ପିନାକ ମିଶ୍ର August 13, 2025 Papirani ଶ୍ରୀମନ୍ଦିରକୁ ଭାଙ୍ଗିଦେବାକୁ ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣାରେ ତତ୍ପରତା ଦେଖାଇଛି ପୁରୀ ପୋଲିସ। ସଂପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ବୋଲି କହିଛନ୍ତି ପୁରୀ ଏସ୍ପି ପିନାକ ମିଶ୍ର । ସେ କହିଛନ୍ତି ଶ୍ରୀମନ୍ଦିର ସୁରକ୍ଷାକୁ ଆମେ ସର୍ବାଧିକ…
ତାଜା ଖବର ରାଜ୍ୟ ହାଇଦ୍ରାବାଦରେ ସଡ଼କ ଦୁର୍ଘଟଣାରେ ୩ ଓଡ଼ିଆ ଶ୍ରମିକ ମୃତ August 12, 2025 Papirani ହାଇଦ୍ରାବାଦରେ ସଡ଼କ ଦୁର୍ଘଟଣାରେ ୩ ଓଡ଼ିଆ ଶ୍ରମିକ ମୃତ ।ସିକନ୍ଦରକମାମ ଗାଁରେ ଭ୍ୟାନ୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ । ମୃତକ ୩ ଜଣ ନବରଂଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ବକଡ଼ାବେଡ଼ା ଗ୍ରାମର । ଦାଦନ ଖଟିବାକୁ ଯାଇଥିଲେ ମୃତ…
ତାଜା ଖବର ଦେଶ ରାଜ୍ୟ ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ August 12, 2025 Papirani ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ । ଏ ନେଇ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା ଦେଇଛନ୍ତି। ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ।…
ତାଜା ଖବର ରାଜ୍ୟ ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଘରୁ ବିପୁଳ ଟଙ୍କା ମିଳିବା ଘଟଣା: ଗଠନ ହେଲା ୩ ଜଣିଆ ତଦନ୍ତ କିମିଟି August 12, 2025 Papirani ଆହ୍ଲାବାଦ ହାଇକୋର୍ଟ ବିଚାରପତି ତଥା ତତ୍କାଳୀନ ଦିଲ୍ଲୀ ହାଇକୋର୍ଟ ବିଚାରପତି ଯଶବନ୍ତ ବର୍ମାଙ୍କ ସରକାରୀ ବାସଭବନରୁ ବିପୁଳ ଟଙ୍କା ମିଳିବା ଘଟଣାରେ ୩ ଜଣିଆ ତଦନ୍ତ କିମିଟି ଗଠନ କଲେ ବାଚସ୍ପତି ଓମ୍ ବିର୍ଲା । ତାଙ୍କୁ ବହିଷ୍କାର କରିବା ପାଇଁ…
ତାଜା ଖବର ରାଜ୍ୟ ଭୁବନେଶ୍ବରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ August 12, 2025 Papirani ଭୁବନେଶ୍ବରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି । ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି । ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ…
ତାଜା ଖବର ରାଜନୀତି ରାଜ୍ୟ କେଉଁ ମନ୍ତ୍ରୀ କେଉଁଠି କରିବେ ପତାକା ଉତ୍ତୋଳନ ? ତାହାକୁ ନେଇ ପ୍ରକାଶ ପାଇଲା ସୂଚୀ August 12, 2025 Papirani ସାରା ଦେଶ ପାଳନ କରିବାକୁ ଯାଉଛି ୭୯ ତମ ସ୍ୱାଧୀନତା ଦିବସ । ଏଥିପାଇଁ ଚାରିଆଡ଼େ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ସମୟରେ ଓଡ଼ିଶାରେ ସ୍ବାଧୀନତା ଦିବସରେ…
ତାଜା ଖବର ରାଜ୍ୟ ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ AI କ୍ୟାମେରା August 12, 2025 Papirani ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । CMଙ୍କ ଅଫିସରୁ ଆସୁଥିବା UI ନୋଟ୍ର ତୁରନ୍ତ ଉତ୍ତର ସହ ପଦକ୍ଷେପ…
ତାଜା ଖବର ରାଜ୍ୟ ପୁଣି ଜଣେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ August 12, 2025 Papirani ପୁଣି ଜଣେ ମହିଳା ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଅଭିଯୋଗ ଏବେ ସମ୍ନାକୁ ଆସିଛି। ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁରୁଣା ଥାନା ସମ୍ମୁଖ ଅଞ୍ଚଳରେ ଆତ୍ମାହୁତି ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଦେହରେ ନିଆଁ ଲଗାଇଥିବା…