Category: ତାଜା ଖବର

ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି

ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଓଡିଶା ହାଇକୋର୍ଟକୁ ବଦଳି। ବଦଳି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜଷ୍ଟିସ ଶ୍ରୀପଦଙ୍କ ଯୋଗଦାନ ପରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ । ଏବେ…

ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା 

ତିନି ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ମେ ୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ତିନି ମାସ ଧରି ବନ୍ଦ ରହିବ ଭିତରକନିକା । ବର୍ତମାନ କୁମ୍ଭୀର ମାନଙ୍କର ପ୍ରଜନନ ଋତୁ ଚାଲିଥିବା…

ପ୍ରସିଦ୍ଧ ପାକ୍ ଅଭିନେତା ଓ ଅଭିନେତ୍ରୀଙ୍କ ସୋସିଆଲ୍ ମିଡିଆ ଆକାଉଣ୍ଟ୍ ବ୍ୟାନ୍

ପହଲଗାମ ଆକ୍ରମଣର ପରେ ଭାରତ ଆଉ ପାକିସ୍ତାନ ମଧ୍ୟରେ ଉତେଚ୍ଚନ ବଢ଼ିବାରେ ଲାଗିଛି । ଭାରତ ସରକାର ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ପ୍ରହାର କରି ଚାଲିଛନ୍ତି । ପାକିସ୍ତାନ ଉପରେ ଡିଜିଟାଲ୍ ଷ୍ଟ୍ରାଇକ୍ କରୁଛି ଭାରତ ।ପାକିସ୍ତାନକୁ ଭାରତର…

ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ତାତିରୁ ମିଳିଛି ଆଶ୍ୱସ୍ତି । ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ସମ୍ପୂର୍ଣ୍ଣ…

କ୍ଲାସ ରୁମ୍‌ରୁ ୨୦ ଫୁଟର ଅହିରାଜ ଉଦ୍ଧାର

ଗଜପତି ଜିଲ୍ଲାର ରାୟଗଡ଼ ଏସ୍ଏସଡି ବିଦ୍ୟାଳୟ ଶ୍ରେଣୀଗୃହରୁ ୨୦ ଫୁଟର ଅହିରାଜକୁ ଉଦ୍ଧାର କରାଯାଇଛି । ଗତକାଲି ଖବର ପାଇ ରାତିରେ ସ୍ନେକ୍ ହେଲ୍ପଲାଇନ ସଦସ୍ୟ ପହଞ୍ଚି ବହୁ ଚେଷ୍ଟା ଓ ସମୟ ପରେ ସାପକୁ ଉଦ୍ଧାର କରିଛନ୍ତି । ଗତକାଲି…

ସିଲଚର୍-ସିଲଂ ହାଇସ୍ପିଡ କରିଡରକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ସିଲଚର୍- ସିଲଂ ହାଇସ୍ପିଡ କରିଡରକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟିରେ ସିଲଚର୍- ସିଲଂ ହାଇସ୍ପିଡ କରିଡରକୁ ମଞ୍ଜୁରୀ ମିଳିଛି । ୨୨ହଜାର ୮୬୪କୋଟି ବ୍ୟୟ ଅଟକଳରେ ୩ବର୍ଷରେ…

ପ୍ରଭାସିନୀ ବେହେରା ଓ ଦେବୀ ଶବରଙ୍କୁ ମିଳିଲା ୧୦ଲକ୍ଷ ଟଙ୍କା ଲେଖାଏ ସହାୟତା; ମୁଖ୍ୟମନ୍ତ୍ରୀଙ୍କୁ ଉଭୟ ଜଣାଇଲେ କୃତଜ୍ଞତା

କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବର। ଉଭୟଙ୍କ ଆଖିରେ ଥିଲା କୃତଜ୍ଞତାର ଅଶ୍ରୁ। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ଗସ୍ତ ବାତିଲ

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ଭାରତର ଉତ୍ତେଜନା ବଢ଼ିବାରେ ଲାଗିଛି । ଏହି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ଗସ୍ତ ବାତିଲ କରିଛନ୍ତି । ମେ ୯ ତାରିଖରେ ରୁଷର ରାଜଧାନୀ ମସ୍କୋରେ ହେବାକୁ ଥିବା ବିଜୟ ଦିବସ…

ଜାତିଭିତ୍ତିକ ଜନଗଣନାକୁ ମିଳିଲା ଅନୁମତି 

ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନାକୁ ସାମିଲ୍ କରାଯିବ । ବୁଧବାର କ୍ୟାବିନେଟ ବୈଠକ ପରେ ଜାତିଭିତ୍ତିକ ଜନଗଣନାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ।କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି (CCPA) ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି। ୨୦୨୫ରୁ…