Category: ତାଜା ଖବର

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ

ଅନୁଗୋଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ଶିଗଡ଼ ପଞ୍ଚାୟତର ନନ୍ଦିନୀପାଲି ଗାଁରେ ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିବା ସହ ତାଙ୍କ ଗୁପ୍ତାଙ୍ଗକୁ କ୍ଷତାକ୍ତ କରି ଗର୍ଭାଶୟ ଓ ଅନ୍ତନଳୀ ବାହାର କରିଦେଇଥିବା ଘଟଣାରେ ପୋଲିସ ଉଠେଇଛି। ଏହି ଅମାନନୀୟ…

ପରୀକ୍ଷା ପରେ ପ୍ରସବ କଲେ ୧୦ମ ଶ୍ରେଣୀ ଛାତ୍ରୀ

ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ । ଚିତ୍ରକୋଣ୍ଡା ହଷ୍ଟେଲରେ ପ୍ରସବ କଲେ ୧୦ମ ଶ୍ରେଣୀ ଛାତ୍ରୀ । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟର ଗତକାଲି ଦଶମ ବୋର୍ଡ଼ ପରୀକ୍ଷାର ଇଂରାଜୀ ପରୀକ୍ଷା ଦେଇ ଫେରିବା…

ପ୍ରେମିକା ସହ ପରିବାରର ୬ଜଣଙ୍କୁ ବୀଭତ୍ସ ହତ୍ୟା କଲା ଯୁବକ

କେରଳ ଥିରୁବନନ୍ତପୁରମ୍‌ରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ପ୍ରେମିକା ସହ ନିଜ ପରିବାରର ୫ ଜଣଙ୍କୁ ହାତୁଡ଼ିରେ ପିଟି ଚାପଡରେ ହାଣି ମାରିଲା ୨୩ ବର୍ଷୀୟ ଯୁବକ ।ନିଜ ମା’, ଜେଜେ ମା’, ନାବାଳକ ଭାଇ, ଦାଦା, ଉଭଣୀ ସହ ପ୍ରେମିକାକୁ…

ଓଡିଶାରେ ଭୂମିକମ୍ପ ଝଟକା

ଓଡ଼ିଶାରେ ଅନୁଭୂତ ହେଲା ମୃଦୁ ଭୂମିକମ୍ପର ଝଟକା । ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ଭୁବନେଶ୍ୱର, ପାରାଦ୍ୱୀପ ଓ ବାଲେଶ୍ୱର ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ଆଜି ସକାଳ ୬.୧୦ ମିନିଟ ସମୟରେ…

୨୮ରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌କୁ ବିରୋଧ କରି ଆସନ୍ତା ୨୮ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବାକୁ ଯାଉଛି ବିଜେଡି । ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି। କିନ୍ତୁ ଓଡି଼ଶାର କେତେ ଯେ କ୍ଷତି…

ଚାମ୍ପିଅନ୍ସ ଟ୍ରଫିରେ ଆତଙ୍କୀ ସତର୍କତା; ବିଦେଶୀ ନାଗରିକଙ୍କୁ ଅପହରଣ ଯୋଜନା ନେଇ ପାକିସ୍ତାନ ଗୁଇନ୍ଦା ବିଭାଗର ସୂଚନା

ଚାମ୍ପିଅନ୍ସ ଟ୍ରଫିରେ ଆତଙ୍କୀ ହାମ୍‌ଲା ନେଇ ସତର୍କତା । ପୁଣି ପାକିସ୍ତାନରେ ସୁରକ୍ଷିତ ମ୍ୟାଚ ନେଇ ଦେଖାଦେଇଛି ସସ୍‌ପେନ୍ସ । ଦୀର୍ଘ ୨୯ ବର୍ଷ ପରେ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରୁଥିବା ବେଳେ ଖେଳ ଦେଖିବାକୁ ଆସିବାକୁଥିବା ବିଦେଶୀ କ୍ରିକେଟ…

ପିଏମ୍‌ କିଷାନରେ ଓଡ଼ିଶାରୁ ସାମିଲ ଅଛନ୍ତି ୩୪ ଲକ୍ଷ ୯୫ ହଜାର ୧୪୭ ଚାଷୀ

କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଓଡ଼ିଶାରୁ ୩୪ ଲକ୍ଷ ୯୫ ହଜାର ୧୪୭ ଚାଷୀ ସାମିଲ ହୋଇଛନ୍ତି । ଏନେଇ ଆଜି ସୂଚନା ଦେଇଛନ୍ତି କୃଷି ସଚିବ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି ୧୮ତମ କିସ୍ତି ପ୍ରଦାନ ବେଳେ…

ନନ୍ଦନକାନନରେ ଏକ ଶାବକ ଜନ୍ମ ଦେଲା ବାଘୁଣୀ ‘ଅଙ୍କିତା’

ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲା ନୂଆ ଅତିଥି। ତୃତୀୟ ଥର ପାଇଁ ମାଆ ହୋଇଛି ବାଘୁଣୀ ଅଙ୍କିତା। ନନ୍ଦନକାନନରେ ଏକ ଶାବକ ଜନ୍ମ ଦେଲା ବାଘୁଣୀ ଅଙ୍କିତା । ୧୩ ବର୍ଷୀୟା ବାଘୁଣୀ ଅଙ୍କିତା ଶାବକ ଜନ୍ମ ଦେଇଥିବା ଜଣାପଡିଛି ।…

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୧୬ ବିଜେଡି କାଉସିଲର

କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଅଧ୍ୟକ୍ଷା ଏସ. ଲକ୍ଷ୍ମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହୋଇଛନ୍ତି ବିଜେଡି କାଉସିଲର । ଏନେଇ ଆଜି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିକଟରେ…

ଟ୍ୱିନସିଟିକୁ ଜଗିବ ଏଆଇ କ୍ୟାମେରା

ଟ୍ୱିନସିଟିରେ ଦିନକୁ ଦିନ ବଢିଚାଲିଛି ଅପରାଧ,ଚୋରି,ଦୁର୍ଘଟଣା ମାମଲା । ସେଥିପାଇଁ ଟ୍ୱିନସିଟିକୁ ଜଗିବ ଏଆଇ କ୍ୟାମେରା। ଭୁବନେଶ୍ୱର କଟକରେ ହାଇ ରିଜୋଲ୍ୟୁସନ ଏଆଇ କ୍ୟାମେରା ଲାଗିବ। ଅପରାଧୀ ଓ ଟ୍ରାଫିକ୍ ନିୟମକୁ ଅମାନ୍ୟ କରୁଥିବା ଲୋକଙ୍କୁ ଧରାଯିବା ପାଇଁ ଏଭଳି ବ୍ୟବସ୍ଥା…