Category: ତାଜା ଖବର

ମୋଟାପଣ ସମସ୍ୟା ଦୂର ପାଇଁ ଯୁବପିଢୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ଆଜି ମନ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମୟରେ ଯୁବପିଢୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଏବେ ଯୁବପିଢିଙ୍କ ଭିତରେ ମୋଟାପଣ ଏକ ବଡ଼ ସମସ୍ୟା ହେଲାଣି । ଏକ…

ଭାରତର AIକୁ ସବୁଠି ମିଳିଛି ପ୍ରଶଂସା: ମୋଦି

ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା AIରେ ମଧ୍ୟ ସଫଳତା ମିଳିଛି ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜରିଆରେ ଦେଶକୁ ସମ୍ବୋଧିତ କରି କହିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଇସ୍ରୋ ଓ…

ହିମାଚଳ ପ୍ରଦେଶରେ ଭୂମିକମ୍ପ ଝଟକା

ଗତ କିଛି ଦିନ ହେବ ଭାରତର ବିଭିନ୍ନ ସ୍ଥାନରେ ଲଗାତାର ଭୂମିକମ୍ପ ଅନୁଭୂତ ହେଉଛି । ଆଜି ହିମାଚଳ ପ୍ରଦେଶ ମଣ୍ଡିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ହିମାଚଳ ପ୍ରଦେଶର ମଣ୍ଡିରେ ରବିବାର ସକାଳ ୮ଟା ୪୨ମିନିଟରେ ଭୂମିକମ୍ପ ଝଟକା…

କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ରେ ନେପାଳି ଛାତ୍ରୀ ମୃତ୍ୟୁ ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ତଦନ୍ତକାରୀ କମିଟି ଆଗରେ ହାଜର ହୋଇଛନ୍ତି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ଛାତ୍ରୀ ମୃତ୍ୟୁ ମାମଲାରେ ଚାଲିଛି ପଚରାଉଚରା । ହାଜର ହେବାକୁ ଗତକାଲି ସମନ କରିଥିଲା ଉଚ୍ଚଶିକ୍ଷା…

୩ ବର୍ଷ ପରେ ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ପୁନଃତଦନ୍ତ ଆରମ୍ଭ

ନବ ଦାସଙ୍କ ରୋଷେୟା ଲଳିତ ସାହୁଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ପୁନଃତଦନ୍ତ ଆରମ୍ଭ ହୋଇଛି। ପ୍ରଥମେ ଏତଲା ଦେଇଥିବା ନବଙ୍କ ସୁରକ୍ଷା କର୍ମଚାରୀଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି । ସୁରକ୍ଷା କର୍ମଚାରୀ ହେମସାଗର ନାଏକଙ୍କୁ ତଦନ୍ତ ଅଧିକାରୀଙ୍କ ଜେରା ହୋଇଛି…

ବାର୍ଦ୍ଧକ୍ୟ ଭତ୍ତା ଦୁର୍ନୀତି ମାମଲା: ୮୯୪ ଜଣ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନୋଟିସ୍

ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲାରେ ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍ । ୨୯ଟି ପଞ୍ଚାୟତର ୮୯୪ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ୧୦ ହଜାର ୫୦୦ ଟଙ୍କା ଲେଖାଏଁ…

ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି

ବିଜୁ ବାବୁଙ୍କ ଜୟନ୍ତୀ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରିଛି ବିଜେଡି। ବିଜୁ ବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ହେବ। ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ…

କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ ତାରା

କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି । ମୁଲତବି ଆଲୋଚନାରେ ଭାଗ ନେଇ ଏହି ମାମଲରେ ବିଚାର ବିଭାଗୀୟ ତଦନ୍ତ ଦାବି କରିବା ସହ ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ…

ବିଧାନସଭା ଗୃହରେ ଆଜି ଅପରାହ୍ନ ୩ ଟାରେ ହେବ କିଟ୍ ପ୍ରସଙ୍ଗର ଶୁଣାଣି

କିଟ୍ ପ୍ରସଙ୍ଗରେ ଆଜି ବିଧାନସଭା ଗୃହରେ ହେବ ଶୁଣାଣି । ଅପରାହ୍ନ ୩ଟାରେ ଶୁଣାଣି କରାଯିବ ବୋଲି ସୂଚନା ମିଳିଛି। ଗୃହରେ ମୁଲବତୀ ପ୍ରସ୍ତାବ ବେଳେ ଏନେଇ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ । କିଟ୍ ପ୍ରସଙ୍ଗରେ ତଦନ୍ତ ପାଇଁ ଉଚ୍ଚସ୍ତରୀୟ ଫ୍ୟାକ୍ଟ…

ଆସନ୍ତାକାଲିଠାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଆସନ୍ତାକାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । କାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ ସୁଭଦ୍ରା ଶକ୍ତି ମେଳା ବୋଲି ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି,…