ତାଜା ଖବର ରାଜ୍ୟ ଘରୋଇ ସ୍କୁଲ ମାଲିକଙ୍କୁ ଚେତାବନୀ; ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ April 25, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟରେ ଅସହ୍ୟ ତାତି ସହିତ ଗୁଳୁଗୁଳି ଅନୁଭୂତ ହେଉଛି । ସେଥିପାଇଁ ଗ୍ରୀଷ୍ମ ଛୁଟି ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ଯଦି ସରକାରଙ୍କ ନିର୍ଦେଶକୁ ଅବମାନନା କରାଯାଏ ତାଙ୍କ ପ୍ରତି ଆକ୍ସନ ନିଆଯିବା…
ତାଜା ଖବର ରାଜ୍ୟ ୫୭ ଲକ୍ଷର ସରକାରୀ ଅର୍ଥ ହଡ଼ପ ମାମଲା: ଠିକାଦାର ଗିରଫ April 25, 2025 Papirani ୫୭ ଲକ୍ଷର ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଗିରଫ । ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ସହ ମିଶି ସଲାସୁତୁରା କରି ପ୍ରାୟ ୫୭ ଲକ୍ଷ ଟଙ୍କା ସରକାରୀ ପାଣ୍ଠିର ଅପବ୍ୟବହାର ପାଇଁ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଗିରଫ କଲା ଭିଜିଲାନ୍ସ…
ତାଜା ଖବର ରାଜ୍ୟ ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍ ଜଜ୍ କୋର୍ଟ April 25, 2025 Papirani ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ହେଲା ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା…
ତାଜା ଖବର ରାଜ୍ୟ ନବ ଦାସ ହତ୍ୟା ମାମଲା: ଗୋପାଳର ପୂର୍ବ କଲ୍ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ April 25, 2025 Papirani ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସର ପୁରୁଣା କଲ୍ ଡିଟେଲ ଖୋଲିଲା କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ପୂର୍ବର କଲ୍ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ । ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହ କଥା ହୋଇଛି…
ତାଜା ଖବର ଦେଶ ପହଲଗାମ ଆକ୍ରମଣ: ସାମିଲ ଥିବା ୨ ଆତଙ୍କୀର ଘର ଉଡ଼ାଇଲେ ସୁରକ୍ଷାକର୍ମୀ April 25, 2025 Papirani ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେସନକୁ ଜୋରଦାର କରିଛି। ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ଲାଗିଛି। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମଧ୍ୟ ଜମ୍ମୁ ଏବଂ କଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର ତଦନ୍ତ ଆରମ୍ଭ କରିଛି। ଜମ୍ମୁ-କାଶ୍ମରୀ ପହଲଗାମ୍…
ତାଜା ଖବର ଦେଶ ଜମ୍ମୁ କଶ୍ମୀରର ଏଲଓସିରେ ଗୁଳି ବିନିମୟ; ପାକ୍ ଗୁଳିର କଡ଼ା ଜବାବ ଦେଲା ଭାରତ April 25, 2025 Papirani ଗତକାଲି ରାତିରୁ ଆଶନ୍ତ ହୋଇ ଉଠିଛି ଏଲଓସି । ଭାରତ-ପାକିସ୍ତାନ ସୀମାରେ ଆରମ୍ଭ ହୋଇଯାଇଛି ଗୁଳିବିନିମୟ । ସାରା ରାତି ପାକ୍ ସେନା ପକ୍ଷରୁ ଗୁଳିବିନିମୟ କରାଯାଇଛି । ଯାହାର ପ୍ରଭାବଶାଳୀ ଜବାବ ଦେଇଛି ଭାରତୀୟ ସେନା । ଏହି ଏନକାଉଣ୍ଟରରେ…
ତାଜା ଖବର ଦେଶ ୱାଘା ସୀମା- ଆକାଶ ମାର୍ଗ ବନ୍ଦ କରିବା ସହ ୧୯୭୨ ସିମ୍ଲା ଶାନ୍ତି ଚୁକ୍ତି ବାତିଲ୍ କଲା ପାକିସ୍ତାନ April 24, 2025 Papirani ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କୀ ହମଲା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଚରମରେ ପହଞ୍ଚିଛି । ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଭାରତ। ପାକିସ୍ତାନ ନାଗରିକଙ୍କ ପାଇଁ ଭିସା…
ତାଜା ଖବର ରାଜ୍ୟ ମହାସୁଆର ନିଯୋଗର ଚେତାବନୀ: ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ ହେବେ ବାସନ୍ଦ April 24, 2025 Papirani ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା ୩୦ ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବାକୁ ଯାଉଛି। ଏହା ପୂର୍ବରୁ ସୁଆର ମହାସୁଆର ନିଯୋଗ ପକ୍ଷରୁ ବଡ଼ ସୂଚନା । ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ…
ତାଜା ଖବର ରାଜ୍ୟ ୬ ଲକ୍ଷ ହିତାଧିକାରୀଙ୍କୁ ମିଳିଲା ନୂଆ ରାସନ କାର୍ଡ April 24, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ରାଜ୍ୟର ୬ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନର ଶୁଭାରମ୍ଭ କରାଯାଇଛି । ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟ ଅତିଥି ଭାବେ କାର୍ଯ୍ୟକ୍ରମରେ ଯୋଗ…
ତାଜା ଖବର ଦେଶ ଭାରତୀୟଙ୍କ ଆତ୍ମା ଉପରେ ଆକ୍ରମଣ ହୋଇଛି; କଳ୍ପନାଠୁ ବଡ଼ ଦଣ୍ଡ ମିଳିବ: ପ୍ରଧାନମନ୍ତ୍ରୀ April 24, 2025 Papirani ପଞ୍ଚାୟତିରାଜ ଦିବସ ଅବସରରେ ବିହାରର ମଧୁବନୀ ଜିଲ୍ଲାରେ ଏକ ସରକାରୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଆଜି ପହଲଗାମ ଆତଙ୍କୀ ହମଲାକୁ ନେଇ କଡା ଚେତାବନୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ। ସେ କହିଛନ୍ତି କଳ୍ପନାଠୁ ବଡ଼ ଦଣ୍ଡ ଦିଆଯିବ । ୧୪୦…