Category: ତାଜା ଖବର

କିଟରେ ଛାତ୍ରୀ ମୃତ୍ୟୁ ମାମଲା: ନେପାଳ କାଉନସେଲରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବା କିଟ୍‌ରେ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେପାଳୀ ସହ କଥା ହେଇଥିବା ଜଣାପଡିଛି । ନେପାଳ କାଉନସେଲର ସଞ୍ଜୀବ ଦାସଶର୍ମା ଓ ନବୀନରାଜ ଅଧିକାରୀଙ୍କ ସହ…

୩ ଲକ୍ଷରୁ ଉର୍ଦ୍ଧ୍ୱ ଭୂତ ଖାଉଥିଲେ ରାସନ ଚାଉଳ

ବିଧାନସଭା ଗୃହରେ ଉଠିଲା ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ। ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରା ଆଜି ପର୍ଯ୍ୟନ୍ତ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି ପଚାରିଥିବା ପ୍ରଶ୍ନର ଲିଖିତ ଉତ୍ତରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…

ଏଏସଓଙ୍କୁ ମାଡ଼ ମାରିବା ଘଟଣା; ପୁରୀ ସମୁଦ୍ରକୂଳ ଥାନାର ଦ୍ୱାରସ୍ଥ ହେଲେ ଏଏସଓଙ୍କ ପତ୍ନୀ 

ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ନ୍ୟାୟ ପାଇଁ ଆଜି ପୁରୀ ସ୍ଥିତ ସମୁଦ୍ରକୂଳ ଥାନାର ଦ୍ୱାରସ୍ଥ ହୋଇଛନ୍ତି ହୋଇଛନ୍ତି ଏଏସଓ ବୈକୁଣ୍ଠନାଥ ପ୍ରଧାନଙ୍କ ପତ୍ନୀ ସାୟୋଜ ପ୍ରଧାନ ଓ…

ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର

ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର । ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡେପୁଟି କଲେକ୍ଟର ଶରତ ଗିରି । ଜମି ଅଧିଗ୍ରହଣ ଫାଇନାଲ ବିଲ କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଦେବଗଡ଼ରେ ସରକାରୀ ମୁଦ୍ରଣାଳୟକୁ ଅଧିକ କାର୍ଯ୍ୟକ୍ଷମ ଦାବି; ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କୁ ଦାବିପତ୍ର ଦେଲେ ବିଧାୟକ

ଦେବଗଡ଼ ସହରରେ ଥିବା ସରକାରୀ ମୁଦ୍ରଣାଳୟକୁ ଅଧିକ କାର୍ଯ୍ୟକ୍ଷମ ଦାବିରେ ଭୁବନେଶ୍ଵରରେ ଥିବା ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କୁ ଦାବିପତ୍ର ଦେଇଛନ୍ତି ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ । ସେ ନିଜ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଦେବଗଡ ସହରରେ ଥିବା ସରକାରୀ…

ଭୁବନେଶ୍ବର ଏମ୍‌ସରେ ସିବିଆଇ ରେଡ୍‌

ଏମ୍‌ସରେ ସିବିଆଇ ରେଡ୍‌। ବିଭିନ୍ନ ପଦପଦବୀ ନିଯୁକ୍ତିରେ ବଡ଼ ଧରଣର ଘୋଟାଲା ନେଇ ଭୁବନେଶ୍ବର ଏମସ୍‌ରେ ହୋଇଛି ସିବିଆଇ ରେଡ୍‌। ରିକ୍ୟୁରମେଣ୍ଟ ସ୍କାମ୍‌ ନେଇ ରେଡ୍‌ କରୁଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବା ସିବିଆଇ । ଆଜି ୯ ଜଣିଆ ସିବିଆଇ…

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହୋହାଲ୍ଲା; ୪ ଯାଏଁ ଗୃହ ମୁଲତବି

ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ଦେଖାଦେଇଛି ଗୃହରେ ହଟ୍ଟଗୋଳ । ଗୃହରେ ମିଶନଶକ୍ତିର ଗୈରୀକରଣକୁ ନେଇ ବିଜେଡି ଓ କଂଗ୍ରେସ ସଭ୍ୟ ନାରାବାଜି କରିଥିଲେ । ବାଚସ୍ପତିଙ୍କ ପୋଡିୟମ ତଳେ ଜୋରଦାର ପ୍ରତିବାଦ ଦେଖାଦେଇଥିଲା । ଏହା ଯୋଗୁଁ ଗୃହ ଅପରାହ୍ନ ୪ଟା…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ମୃତ ନେପାଳୀ ଛାତ୍ରୀଙ୍କ ସୁଇସାଇଡ ନୋଟ ଜବତ

କିଟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଥିବା ବେଳେ ଏବେ ସାମ୍ନାକୁ ଆସିଛି ମୃତ ଛାତ୍ରୀଙ୍କ ହାତଲେଖା ସୁଇସାଇଡ ନୋଟ । ପୋଲିସ ହାତରେ ଲାଗିଛି ଛାତ୍ରୀଙ୍କ ସୁଇସାଇଡ ନୋଟ । ସୁଇସାଇଡ୍‌ ନୋଟଟି ନେପାଳୀ ଭାଷାରେ…

କିଟ୍‌ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ

କିଟ୍‌ କଲେଜରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ୫ ଜଣ ଗିରଫ । ପୋଲିସ ପ୍ରାଥମିକ ଭାବରେ ତଦନ୍ତ କରି ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀ ଗିରଫ କରିଥିବା ସୂଚନା ମିଳିଛି। ସେମାନେ ହେଲେ ଡାଇରେକ୍ଟର ଜେନେରାଲ ଶିବାନନ୍ଦ ମିଶ୍ର,…

କିଟ୍‌ ଘଟଣା: ପିଲାଙ୍କୁ ଫେରାଇ ଆଣିବାକୁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ

କିଟ୍‌ ଘଟଣାକୁ ନେଇ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପିଲାଙ୍କୁ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି କ୍ୟାମ୍ପସ୍‌ ଛାଡ଼ିଥିବା ପିଲା ବର୍ତ୍ତମାନ କେଉଁଠି ଅଛନ୍ତି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଜଣାଇବେ ।କେତେ ପିଲା ଫେରୁଛନ୍ତି…