Category: ତାଜା ଖବର

ଆଜିଠୁ ନର୍ସିଂ ଅଫିସରଙ୍କ ଅହୋରାତ୍ର ଆନ୍ଦୋଳନ

ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ଆଜିଠୁ ଦଶ ଦଫା ଦାବି ପୂରଣ ନେଇ ଅହୋରାତ୍ର ଧାରଣାକୁ ଓହ୍ଲାଯାଉଛି । ଆଜିଠାରୁ ରାଜ୍ୟବ୍ୟାପୀ ସିରିଞ୍ଜ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓଡ଼ିଶାର ସମସ୍ତ ନର୍ସିଂ କର୍ମଚାରୀ। ପୂର୍ବରୁ ନର୍ସିଂ କର୍ମଚାରୀମାନେ ୨ଦିନ ଜରୁରିକାଳୀନ…

ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ: ସୂର୍ଯ୍ୟବଂଶୀ ସୂରଜ

ଉଚ୍ଚଶିକ୍ଷା କ୍ଷେତ୍ରରେ ପୂର୍ବ ସରକାରଙ୍କ ଦ୍ୱାରା ଅଣାଯାଇଥିବା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ -୨୦୨୦ରେ ସଂଶୋଧନ ଆଣିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପାଇବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ…

ଓଡ଼ିଶାରେ ପ୍ରତିଷ୍ଠା ହେବ ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭର୍ସିଟିର କ୍ୟାମ୍ପସ

ଓଡିଶାରେ ‘ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭର୍ସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସୋସିଆଲ ମିଡିଆ ପୋଷ୍ଟରୁ ଉତ୍ତେଜନା; ଆକ୍ରମଣରେ ୨ ପୋଲିସ ଅଧିକାରୀ ଆହତ

ଭଦ୍ରକ ପୁରୁଣାବଜାର ଥାନା ସନ୍ଥିଆ ନିକଟରେ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଛି। ମହମ୍ମଦଙ୍କ ବିରୋଧରେ ଏକ ପୋଷ୍ଟକୁ ନେଇ ପୂର୍ଣ୍ଣବଜାରର ମୁସଲିମ ଯୁବଗୋଷ୍ଠୀ ରାସ୍ତା ଅବରୋଧ କରିଥିଲେ। ଏଥିସହ ସେମାନେ ଦୋଷୀଙ୍କ ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ କରିବା…

ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦର ବାର୍ଷିକୋତ୍ସବ; ବିକାଶ କ୍ଷେତ୍ରରେ ପାତରଅନ୍ତରକୁ ବରଦାସ୍ତ କରାଯିବନି

ଦକ୍ଷିଣ ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ଆଜକୁ ୨୦ବର୍ଷ ହେଲା ଏକମାତ୍ର ପଞ୍ଜିକୃତ ସଂଗଠନ ‘ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ’ ତୃଣମୂଳସ୍ତରରୁ ରାଜଧାନୀ ଭୁବନେଶ୍ୱର ଯାଏଁ ୭ ଜିଲ୍ଲା ପାଇଁ କାର୍ଯ୍ୟ କରିଆସୁଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି…

ସରକାରଙ୍କ ବିଫଳତା ଓ ବିଜେପିର ମିଛ ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ବିଜେଡି ସୁପ୍ରିମୋଙ୍କ ଆହ୍ୱାନ

ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି ସରକାର ବିଫଳ ହୋଇଛି । ଏ ସରକାର ଶହେ ଦିନ ପୂରଣ କରିସାରିଲାଣି । କିନ୍ତୁ ସରକାରର ବିଫଳତା ଆଜି ସବୁଆଡେ ନିରାଶା…

ବିଜେଡି ମୁହଁରେ ଓବିସି ପ୍ରସଙ୍ଗ ଶୋଭା ପାଉନାହିଁ: ବିଜେପି

୨୪ ବର୍ଷ ଶାସନରେ ବିଜୁ ଜନତା ଦଳ ସରକାର ୫୪ ଭାଗ ପଛୁଆବର୍ଗଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଂଚିତ କରିଛନ୍ତି । ନିଜେ ନବୀନ ବାବୁ ଏବଂ ତାଙ୍କ ଦଳ ବିଜେଡି ସମ୍ପୂର୍ଣ୍ଣ ଭାବେ ପଛୁଆବର୍ଗ ବିରୋଧୀ । ଶିକ୍ଷା, ନିଯୁକ୍ତି,…

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ବିଭାଗର କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ପଞ୍ଚାୟତ ରାଜ ବିଭାଗର କନିଷ୍ଠ ଯନ୍ତ୍ରୀ । କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁଙ୍କୁ ଧରିଲା ଭିଜିଲାନ୍ସ । ହିତାଧିକାରୀଙ୍କଠୁ ଭାନୁମତୀ ଟୁଡୁ ଶୁକ୍ରବାର ଜଣେ ଚାଷୀଙ୍କୁ ଗାଈ ଗୁହାଳ…

ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ ହେଲେ ଓପିଏସସିର ଚେୟାରମ୍ୟାନ୍

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଚେୟାରମ୍ୟାନ୍ । ଅରୁଣ ଷଡଙ୍ଗୀଙ୍କୁ ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ପର୍ଯ୍ୟନ୍ତ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ…