ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟସଭାରେ ଉପସ୍ଥାପନ ହେଲା ୱକଫ୍ ଉପରେ ଜେପିସିର ରିପୋର୍ଟ February 13, 2025 Papirani ସଂସଦରେ ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟର ଆଜି ଶେଷ କାର୍ଯ୍ୟ ଦିବସ। ଏହି ଅବସରରେ ୱକଫ୍ (ସଂଶୋଧନ) ବିଧେୟକ ଉପରେ ବିଚାର କରୁଥିବା ସଂଯୁକ୍ତ ସଂସଦୀୟ ସମିତି (ଜେପିସି)ର ରିପୋର୍ଟ ଆଜି ରାଜ୍ୟସଭାରେ ଉପସ୍ଥାପନ କରାଯାଇଛି। ରାଜ୍ୟସଭାରେ ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାରେ ଚମ୍ପୁଆ ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିତ; ବିଜେପି ଆଡ଼କୁ ଯାଉଛନ୍ତି କି କହି କଲେ ତେରଛା ବାଣ February 13, 2025 Papirani ଆଜି ବିଧାନସଭାର ବଜେଟ ଅଧିବେଶନରେ ଆରମ୍ଭ ହୋଇଥିବା ବେଳେ । ସେଠାରେ ପହଞ୍ଚୁ ପହଞ୍ଚୁ ଚମ୍ପୁଆ ବିଜେଡି ବିଧାୟକଙ୍କ ଉପରେ ବର୍ଷିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଚମ୍ପୁଆ ବିଧାୟକଙ୍କୁ ତାଗିତ କରି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି…
ତାଜା ଖବର ରାଜ୍ୟ ବୁର୍ଲା ଭୀମସାରରେ ଚିକିତ୍ସା ଅବ୍ୟବସ୍ଥା; ମୋବାଇଲ ଟର୍ଚ୍ଚ ଲଗାଇ ରୋଗୀଙ୍କୁ ଦିଆଗଲା କେମୋ February 13, 2025 Papirani ସାମ୍ନାକୁ ଆସିଲା ବୁର୍ଲା ଭୀମସାରରେ ଚିକିତ୍ସା ଅବ୍ୟବସ୍ଥାର ଏକ କରୁଣ ଚିତ୍ର । ମୋବାଇଲ ଲାଇଟ୍ ଲଗାଇ କ୍ୟାନ୍ସର ରୋଗୀଙ୍କୁ ଦିଆଗଲା କେମୋ । ଯାହାର ଭିଡିଓ ଭାଇରାଲ ହେବାକୁ ଲାଗିଛି ।ଏଭଳି ଅଭାବନୀୟ ଦୃଶ୍ୟ ସମ୍ବଲପୁର ବୁର୍ଲା ଭୀମସାର କର୍କଟ…
ତାଜା ଖବର ରାଜ୍ୟ ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି February 13, 2025 Papirani ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଦ୍ୟାଧର ପତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ବିଦ୍ୟାଧର ପତି ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ବର ଶୈଳଶ୍ରୀବିହାରରେ ୧୪୬୦ ବର୍ଗଫୁଟ୍ର…
ତାଜା ଖବର ରାଜନୀତି ରାଜ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ଲୁଟେରା ଗିରଫ February 13, 2025 Papirani ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ । ରାଜ୍ୟ ବାହାରୁ ଲୁଟେରାକୁ ଗିରଫ କଲା କମିଶନରେଟ୍ ପୋଲିସ । ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ଆଜି ତାକୁ କୋର୍ଟରେ ହାଜର କରାଯିବ।…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ February 13, 2025 Papirani ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆସ୍ଥିତ ପୈତୃକ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ…
ତାଜା ଖବର ଦେଶ କୁମ୍ଭମେଳାରେ ବୁଡ଼ ପକାଇଲେଣି ୫୦ କୋଟିରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ February 12, 2025 Papirani ପ୍ରୟାଗରାଜରେ ପ୍ରବଳ ଗହଳି । ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୨୦୨୫ରେ ବର୍ତମାନ ସୁଦ୍ଧା ବୁଡ଼ ପକାଇଲେଣି ୫୦ କୋଟିରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…
ତାଜା ଖବର ରାଜ୍ୟ ବାରବାଟୀରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର February 12, 2025 Papirani ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ…
ତାଜା ଖବର ରାଜନୀତି ରାଜ୍ୟ ଦଳକୁ ଫେରିଲେ ନିସର୍ତ୍ତରେ ଗ୍ରହଣ: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ February 12, 2025 Papirani ଦୀର୍ଘ ୮ ମାସ ପରେ ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ।ଗତକାଲି ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଥିବା ବେଳେ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀଙ୍କୁ ଉପରୁ…
ତାଜା ଖବର ରାଜ୍ୟ ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ବିଜ୍ଞପ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ February 12, 2025 Papirani ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ନୂଆ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗୃହ ଓ ନଗର ନିର୍ମାଣ ବିଭାଗ ପକ୍ଷରୁ ଜାରି ଏହି ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ରେରା ଆଇନ ପୂର୍ବରୁ ଶେଷ ହୋଇଥିବା…