Category: ତାଜା ଖବର

ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି

ଗିରଫ ହେଲେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଦ୍ୟାଧର ପତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ବିଦ୍ୟାଧର ପତି ଓ ତାଙ୍କ ପରିବାର ଲୋକଙ୍କ ନାଁରେ ଭୁବନେଶ୍ବର ଶୈଳଶ୍ରୀବିହାରରେ ୧୪୬୦ ବର୍ଗଫୁଟ୍‌ର…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ଲୁଟେରା ଗିରଫ

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ । ରାଜ୍ୟ ବାହାରୁ ଲୁଟେରାକୁ ଗିରଫ କଲା କମିଶନରେଟ୍ ପୋଲିସ । ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ଆଜି ତାକୁ କୋର୍ଟରେ ହାଜର କରାଯିବ।…

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆସ୍ଥିତ ପୈତୃକ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ…

କୁମ୍ଭମେଳାରେ ବୁଡ଼ ପକାଇଲେଣି ୫୦ କୋଟିରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ

ପ୍ରୟାଗରାଜରେ ପ୍ରବଳ ଗହଳି । ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୨୦୨୫ରେ ବର୍ତମାନ ସୁଦ୍ଧା ବୁଡ଼ ପକାଇଲେଣି ୫୦ କୋଟିରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

ବାରବାଟୀରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର

ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ…

ଦଳକୁ ଫେରିଲେ ନିସର୍ତ୍ତରେ ଗ୍ରହଣ: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ

ଦୀର୍ଘ ୮ ମାସ ପରେ ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ।ଗତକାଲି ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଥିବା ବେଳେ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀଙ୍କୁ ଉପରୁ…

ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ବିଜ୍ଞପ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ନୂଆ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗୃହ ଓ ନଗର ନିର୍ମାଣ ବିଭାଗ ପକ୍ଷରୁ ଜାରି ଏହି ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ରେରା ଆଇନ ପୂର୍ବରୁ ଶେଷ ହୋଇଥିବା…

ସ୍ତ୍ରୀର ମାନସିକ ନିର୍ଯ୍ୟାତନା ସହି ନ ପାରି ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ଆତ୍ମହତ୍ୟା !

ଓଡ଼ିଆ ରାପର୍ ତଥା ଇଞ୍ଜିନିୟର ଅଭିନବ ସିଂହ ଆତ୍ମହତ୍ୟା କରିଛନ୍ତି । ବେଙ୍ଗାଲୁରୁରେ ଭଡ଼ା ଘରେ ସେ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସ୍ତ୍ରୀଙ୍କ ଦ୍ଵାରା ନିର୍ଯାତନା ଦେବା କାରଣରୁ ଅଭିନବ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ…

ରାଜା ସ୍ଵାଇଁଙ୍କ ଗାଡ଼ିକୁ ଇଟା ଓ ଅଣ୍ଡାମାଡ

ତିଗିରିଆ ବ୍ଲକ ପଞ୍ଚାୟତ ସମିତି ବୈଠକରେ ଯୋଗଦେବାକୁ ଯାଇଥିବା ବେଳେ ବ୍ଲକ ସମ୍ମୁଖରେ କଟକ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ (ରାଜା) ସ୍ୱାଇଁଙ୍କୁ ବିରୋଧ । ନାରାବାଜି, ଠେଲାପେଲା ସହ ବ୍ଲକ ସମ୍ମୁଖରେ ଦେଖା ଦେଇଛି ଉତ୍ତେଜନା । ଏହି ଉତ୍ତେଜନା…

କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟସରକାର

କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସି ଖବର ଆଣିଲେ ରାଜ୍ୟସରକାର । ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା । ସମଗ୍ର ଶିକ୍ଷା ଅଭିଯାନ ଅଧିନରେ କାର୍ଯ୍ୟରତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କ ଦରମା ୫ ହଜାର ଟଙ୍କା ବୃଦ୍ଧି କରିଛନ୍ତି…