Category: ତାଜା ଖବର

ଦଶମ ଷାଣ୍ମାସିକ ପ୍ରଶ୍ନପତ୍ର ତିଆରି କରିବ ସ୍କୁଲ

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ବନ୍ଦ୍ବ ଦୂର କଲା ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ ନାହିଁ। ସ୍କୁଲ…

ସରକାରୀ କାମରେ ରାଜ୍ୟ ମଧ୍ୟରେ ବିମାନ ଯୋଗେ ଯାତ୍ରା କରିପାରିବେ ଗ୍ରୁପ-ଏ ବର୍ଗର କର୍ମଚାରୀ

ଗ୍ରୁପ-ଏ ବର୍ଗର ସରକାରୀ କର୍ମଚାରୀ ସରକାରୀ କାମରେ ରାଜ୍ୟ ଭିତରେ ଓ ଟ୍ରେନ ବିମାନ ଯୋଗେ ଯାତ୍ରା କରିପାରିବେ। ଏ ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଗ୍ରୁପ୍-ଏ…

ଓଡ଼ିଶା ଇଭି ପ୍ରୋଜେକ୍ଟରୁ ଓହରିବନି ଜେଏସଡବ୍ଲ୍ୟୁ

ଓଡ଼ିଶାରେ ପ୍ରସ୍ତାବିତ ଇଭି ପ୍ରକଳ୍ପରୁ ଜେଏସଡବ୍ଲ୍ୟୁ ଓହରିବା ନେଇ ଚର୍ଚ୍ଚା ହେଉଥିବା ବେଳେ ପୂର୍ଣ୍ଣଛେଦ ପକାଇଛି କମ୍ପାନୀ । କଂପାନୀ ପକ୍ଷରୁ ପ୍ରେସ୍‌ ରିଲିଜ୍‌ ଜାରି କରି ଏ ବିଷୟରେ ସ୍ପଷ୍ଟ କରାଯାଇଛି। ଜେଏସଡବ୍ଲ୍ୟୁର ଏକ୍‌ଜିକ୍ୟୁଟିଭ୍‌ ଭାଇସ୍‌ ପ୍ରେସିଡେଣ୍ଟ ରଂଜନ ନାୟକଙ୍କ…

ଆସନ୍ତାକାଲିଠାରୁ ରାଜ୍ୟରେ ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ; ସବୁ ସରକାରୀ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି

ନର୍ସିଂ ଅଫିସରଙ୍କ ପ୍ରସ୍ତାବିତ ଆନ୍ଦୋଳନ ନେଇ ନର୍ସିଂ ନିର୍ଦ୍ଦେଶକଙ୍କ ଚିଠି। ସବୁ ସରକାରୀ ହସ୍ପିଟାଲ ନିର୍ଦ୍ଦେଶକ, ଅଧୀକ୍ଷକଙ୍କୁ ଚିଠି ଲେଖିଛନ୍ତି। ଏସ୍‌ମା ଲାଗିଥିବାରୁ ଆନ୍ଦୋଳନ କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ। ସୂଚନା ମୁତାବକ; ଆସନ୍ତା ୨୫ ତାରିଖରେ ୧୦ ଦଫା ଦାବିରେ…

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଦକ୍ଷ ଯୁବ ଶକ୍ତି – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା…

ଯାଞ୍ଚ ହେବ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ 

ପୁରୀର ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ।ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ନିମନ୍ତେ କେଉଁ ପ୍ରକାର ଘିଅ ବ୍ୟବହୃତ ହେଉଛି ତାହାର ମାନ ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ସେ କହିଛନ୍ତି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଗୋଟିଏ ପଶ୍ଚିମ କେନ୍ଦ୍ରୀୟ ସ୍ଥଳରେ ହୋଇଥିବା ବେଳେ ଅନ୍ୟଟି ମିଆମାର ଅଞ୍ଚଳରେ ସୃଷ୍ଟି ହୋଇଛି।ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ଓଡିଶାର ଆଜିଠୁ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ହାଇକୋର୍ଟ ଝଟ୍‌କା; ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନକୁ ଖାରଜ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ହାଇକୋର୍ଟଙ୍କ ଝଟ୍‌କା । ଜମି ଆବଣ୍ଟନ ଦୁର୍ନୀତି ଅଭିଯୋଗରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲାରେ ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜମି ଦୁର୍ନୀତିରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ ହୋଇଥିଲା ।…

ଓଡ଼ିଶାରୁ ଚାଲିଯିବ ଜେଏସଡବ୍ଲୁ ପ୍ଲାଣ୍ଟ !

ଓଡ଼ିଶାରୁ ଚାଲିଯାଇପାରେ ରାଷ୍ଟ୍ରୀୟ କମ୍ପାନୀ ଜେଏସଡବ୍ଲୁ । ଓଡ଼ିଶାର ପ୍ରସ୍ତାବିତ ପ୍ଲାଣ୍ଟକୁ ଜେଏସଡବ୍ଲୁ ମହାରାଷ୍ଟ୍ରକୁ ନେଇଯିବା ଚର୍ଚ୍ଚା ହେଉଥିବାର ସୂଚନା ମିଳିଛି। ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା।…

ତାମିଲନାଡୁରେ ନର୍ସିଙ୍ଗ ଛାତ୍ରୀଙ୍କୁ ଅପହରଣ ପରେ ଦୁଷ୍କର୍ମ

ତାମିଲନାଡୁର ଡିଣ୍ଡିଗୁଲ ଜିଲ୍ଲା ଅନ୍ତର୍ଗତ ଥେନିର ଜଣେ ନର୍ସିଂ ଛାତ୍ରୀଙ୍କୁ ଜଣେ ଦୁବୃତ୍ତ ଅପହରଣ କରିବା ପରେ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ପରେ ଅଭିଯୁକ୍ତ ଜଣଙ୍କ ତାଙ୍କୁ ଡିଣ୍ଡିଗୁଲ ରେଳ ଷ୍ଟେସନ ନିକଟରେ ଛାଡି ଦେଇଥିଲେ। ସେଠାରେ ସେ…