Category: ତାଜା ଖବର

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଦିଆଗଲା Z ସୁରକ୍ଷା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ।ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର । ଆକ୍ରମଣ ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଲା ଗୃହ ମନ୍ତ୍ରାଳୟ । ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ବରେ…

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫ । କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ଅନଲାଇନ୍ ଗେମିଂ ପ୍ରମୋସନ୍ ଏବଂ ନିୟନ୍ତ୍ରଣ ବିଲ୍୨୦୨୫ ଆଗତ କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବାଚନିକ ଭୋଟ୍‌ରେ…

ଏଣିକି ୩୦ ଦିନ ଜେଲ୍‌ରେ ରହିଲେ ଯିବ ମନ୍ତ୍ରୀ ପଦ

ଏଣିକି ଆଇନ୍ ଅଧୀନରେ ରହିବେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀ । ସଙ୍ଗୀନ ଅପରାଧ ମାମଲାରେ ଗିରଫ ହେଲେ ଯିବ ପଦ । ଲଗାତାର ୩୦ ଦିନ ଜେଲରେ ରହିଲେ ଇସ୍ତଫା ନ ଦେଲେ ବି ପଦ…

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ମହିଳା ଏବଂ ଶିଶୁ ସୁରକ୍ଷାକୁ ନେଇ ରାଜ୍ୟରେ ବାରମ୍ବାର ବିଭିନ୍ନ ଘଟଣାମାନ ସାମ୍ନାକୁ ଆସୁଥିବା ବେଳେ ସରକାରଙ୍କ ବଡ ପଦକ୍ଷେପ ନେଇଛନ୍ତି। ଏ ନେଇ ମହିଳା ଓ ଶିଶୁ ବିକାଶ…

ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ପ୍ରଧାନମନ୍ତ୍ରୀ ମୋଦି

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି । ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ…

ଅନାସ୍ଥା ପୂର୍ବରୁ ଇସ୍ତାଫା ଦେଲେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ

ଇସ୍ତାଫା ଦେଲେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଅନାସ୍ଥା ପୂର୍ବରୁ ଇସ୍ତାଫା ଦେଲେ ପ୍ରଭାତ ବଳବନ୍ତରାୟ । ଧର୍ମଶାଳା ବିଡିଓଙ୍କୁ ଦେଲେ ନିଜ ଇସ୍ତାଫା ପତ୍ର । କିଛିଦିନ ପୂର୍ବରୁ ପ୍ରଭାତଙ୍କ ବିରୋଧରେ ୩୮ରୁ…

ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚିଠି

ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି ନେଇ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।…

ଉପରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ଭରିଲେ ଏନଡିଏ ପ୍ରାର୍ଥୀ ରାଧାକୃଷ୍ଣନ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ । NDA ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ସିପି ରାଧାକ୍ରିଷ୍ଣନ୍ । ସିପି ରାଧାକ୍ରିଷ୍ଣନ୍‌ଙ୍କ ପାଇଁ ମୁଖ୍ୟ ପ୍ରସ୍ତାବକ ହେଲେ ପିଏମ୍‌ ମୋଦି । ଏହା ସହିତ ବିଜେପିର…

ନାବାଳିକାଙ୍କୁ ବିବାହ କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଘଟଣା: ଫେରାର ଏସଆଇ ଗିରଫ

ନାବାଳିକାଙ୍କୁ ବିବାହ କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଘଟଣାରେ ଗିରଫ ହେଲେ ଫେରାର ନିଲମ୍ବିତ ପୋଲିସ ଏସଆଇ ଅମିତ ପାଢ଼ୀ । ଅମିତଙ୍କୁ ରାଜ୍ୟ ବାହାରରୁ ଗିରଫ କରିଛି ଜଗତସିଂହପୁର ପୋଲିସର ୪ ଜଣିଆ ଟିମ୍ ।…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ଉଦ୍ୟମ

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ଉଦ୍ୟମ । ଜଣେ ବ୍ୟକ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି। ଆଜି ସକାଳେ ଜନଶୁଣାଣି ସମୟରେ ଜଣେ ୩୫ ବର୍ଷୀୟ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି…