Category: ତାଜା ଖବର

Nuapada By-Election: କଂଗ୍ରେସ ପ୍ରାର୍ଥୀ ମିଥ୍ୟା ସତ୍ୟପାଠ ଦେଇଥିବା ଅଭିଯୋଗ; ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେପି

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେପି । କଂଗ୍ରେସ ନୂଆପଡା ଉପନିର୍ବାଚନ ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରାର୍ଥୀପତ୍ର ନାକଚ ପାଇଁ ଦାବୀ କଲା ବିଜେପି ।ଘାସିରାମ ମାଝୀ ମିଥ୍ୟା ସତ୍ୟପାଠ ଦେଇଥିବା ଅଭିଯୋଗ । ବିଜେପି ଅଭିଯୋଗ…

Kalinga Bali jatra: କଳିଙ୍ଗ ବାଲିଯାତ୍ରାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ପାଖେଇ ଆସୁଛି ବାଲିଯାତ୍ରା। ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍‌ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି। ଏନେଇ ଆଜି ସୂଚନା ଦେଉଛନ୍ତି ଶିଳ୍ପମନ୍ତ୍ରୀ…

Cyclone Buzz: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ସୁରେଶ ପୂଜାରୀ

ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ରାଜ୍ୟକୁ ଆସୁଥିବା ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ…

BJD Press Meet: ସାମାଜିକ କର୍ମୀ ରଶ୍ମୀ ପରିଜାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା; ଦୃଢ଼ ନିନ୍ଦା କଲେ ନବୀନ ପଟ୍ଟନାୟକ

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲରେ ଏହାକୁ ଦୃଢ଼ ନିନ୍ଦା କରି କହିଛନ୍ତି ମହିଳାଙ୍କ ଉପରେ ବଢ଼ୁଥିବା ଏପରି…

Rain alert: ଲଗାତର ୩ଟି ଲଘୁଚାପ ସମ୍ଭାବନା; ରାଜ୍ୟରେ ପ୍ରବଳ ବର୍ଷା  

ଏଥର ଲଗାଣ ବର୍ଷାରେ ଭିଜିବ ସାରା ରାଜ୍ୟ । ଗୋଟିଏ ନୁହେଁ ଲଗାତର ୩ଟି ଲଘୁଚାପ ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ । ସେ କହିଛନ୍ତି ଗୋଟିଏ ସୃଷ୍ଟି ହୋଇଛି, ୨୬ ବେଳକୁ ଦ୍ବିତୀୟ, ୨୯ ବେଳକୁ…

Puri shrimandir; ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍‌ ଫୋନ୍; ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତା ଅଟକ

ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍‌ ଫୋନ୍ । ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ଧରାପଡ଼ିଛନ୍ତି ଗୁମାସ୍ତା।ଗୁମାସ୍ତା ଫୋନ୍‌ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି। ବର୍ତ୍ତମାନ ଯାଏଁ ଗୁମାସ୍ତାଙ୍କ ପରିଚୟ…

Japan’s first female PM: ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ । ଜାପାନ ସଂସଦରେ ପ୍ରଧାନମନ୍ତ୍ରୀ ଭାବେ ସାନାଏ ନିର୍ବାଚିତ ହୋଇଛନ୍ତି । ଆଜି ହୋଇଥିବା ଭୋଟରେ ୬୪ ବର୍ଷିୟା ଟାକାଇଚିଙ୍କୁ ବହୁମତ ମିଳିଛି । ୪୬୫ ସଦସୀୟ ସଦନରେ ୨୩୭ ଭୋଟ…

Pitabas Panda murder case: ଖୁବ୍‌ଶୀଘ୍ର ପୀତବାସ ହତ୍ୟାକାଣ୍ଡର ହେବ ଖୁଲାସା: ଆଇଜି

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ । ଏ ନେଇ ଆଜି ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର । ସେ କହିଛନ୍ତି ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏ ନେଇ ଦିନେ…

Low pressure: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୩୬ ଘଣ୍ଟାରେ ଅବପାତ ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୩୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି…

Delhi Air Pollution: ଦିଲ୍ଲୀ ବାୟୁ ‘ବିପଦପୂର୍ଣ୍ଣ’; NCR ଅଞ୍ଚଳର ବିଭିନ୍ନ ସ୍ଥାନରେ AQI ୫୦୦ ପାର୍

ବିପଦପୂର୍ଣ୍ଣ’ ବର୍ଗରେ ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ । ଦୀପାବଳି ରାତିରୁ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ । ଧୂଆଁର ଚାଦର ଦିଲ୍ଲୀକୁ ଘୋଡ଼ାଇ ଦେଇଛି, ଯାହାଫଳରେ ଲୋକଙ୍କ ପାଇଁ ନିଶ୍ୱାସ ନେବା କଷ୍ଟକର ହୋଇପଡିଛି। ଦିଲ୍ଲୀ-NCR ଅଞ୍ଚଳର ବିଭିନ୍ନ ସ୍ଥାନରେ…