Category: ତାଜା ଖବର

ଭୂକମ୍ପରେ ଥରିଲା ମିଆଁମାରା; ଥାଇଲାଣ୍ଡରେ ଏମରଜେନ୍ସି ଘୋଷଣା କଲେ ସରକାର

ଭୟଙ୍କର ଭୂକମ୍ପରେ ଥରିଉଠିଲା ମିଆଁମାରା । ମିଆଁମାରରେ ଲଗାତାର ୨ଟି ଭୁକମ୍ପ ହୋଇଥିବା ବେଳେ ଏହାର ତୀବ୍ରତା ୭.୭ ଏବଂ ୭.୨ ରହିଥିଲା, ଯାହାର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହା ସହ ଅନେକ ମୃତାହତ ହୋଇଥିବା ଜଣାପଡ଼ିଛି ।ବିଭିନ୍ନ ସ୍ଥାନରେ…

ମିଆଁମାରରେ ଦୁଇ ଥର ବଡ ଧରଣର ଭୂକମ୍ପ

ମିଆଁମାରରେ ଦୁଇ ଥର ଆଜି ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୭ ରେକର୍ଡ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି(ଏନସିଏସ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପର ଝଟକା ଏତେ…

ବିଧାୟକଙ୍କ ଦରମା ବୃଦ୍ଧି ଦାବି କଲେ ବିରୋଧୀ ଓ ଶାସକ ଦଳ

ବିଧାନସଭା ଗୃହରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି ପ୍ରସଙ୍ଗ । ଶୂନ୍ୟକାଳରେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଲେ ବିରୋଧୀ ଓ ଶାସକ ଦଳ । ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ୍ ଦାବି କରାଯାଇଛି । ଭାସ୍କର ମଢ଼େଇଙ୍କ…

ଖୁବଶୀଘ୍ର ୧୦ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ୧୦ ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ବୋଲି ଆଜି ବିଧାନସଭା ଗୃହ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇ…

ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ!

ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗ । ବନ୍ଦ ହୋଇଯାଇଥିବା ସ୍କୁଲକୁ ନେଇ ଆଜି ବିଧାନସଭା ଗୃହରେ ଅତାବିରା ବିଧାୟକ ନିହାର ମହାନନ୍ଦ କରିଥିବା ପ୍ରଶ୍ନ ବିଜେପି ସବୁ ବନ୍ଦ ସ୍କୁଲ ଖୋଲିବାକୁ ଘୋଷଣା କରିଥିଲା । ସ୍କୁଲ୍‌…

ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ କିଟକୁ ଦାୟୀ କଲେ ଏନଏଚଆରସି

କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି ଦାୟୀ କଲେ ନ୍ୟାଶନାଲ ହ୍ୟୁମାନ ରାଇଟ୍ସ (ଏନଏଚଆରସି) । କିଟ୍ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦର୍ଶାଇଲେ ଏନଏଚଆରସି ଟିମ୍। ଏହା ସହ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ…

ରାଜ୍ୟର ଆଉ ୮ ସହରକୁ ମିଳିବ ‘ଆମ ବସ୍‌’ ସେବା

ରାଜ୍ୟର ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ତରଫରୁ ସୂଚନା ମିଳିଛି । କ୍ରୁଟର ୪୯ତମ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର,…

୩ ଦିନ ପାଇଁ ହିଟ୍‌ୱେଭ୍‌ ୱାର୍ଣ୍ଣି ଜାରି

ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍‌ ୱେଭ୍‌ ୱାର୍ଣ୍ଣି। ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି କିଛି ସ୍ଥାନରେ…

ହସ୍ପିଟାଲରେ ଚିକିତ୍ସିତ ଆହତ ପୋଲିସଙ୍କୁ ଭେଟିଲେ ଏସିପି ଓ ଡିସିପି

ଆଜି ରଣଭୂମି ପାଲଟି ଯାଇଥିଲା ରାଜଧାନୀ ରାଜ ରାସ୍ତା। ଲୋୟର ପିଏମଜି ପାଲଟିଥିଲା ରଣ କ୍ଷେତ୍ର। କଂଗ୍ରେସ ବିକ୍ଷୋଭବେଳେ ତୁମୁଳ କାଣ୍ଡ ହୋଇଛି । ଲୋୟର୍ ପିଏମଜିରେ ଆନ୍ଦୋଳନକାରୀମାନେ ସଭା ସ୍ଥଳକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ଅଟକାଇବାକୁ ଚେଷ୍ଟା…

ଆହତ କଂଗ୍ରେସ କର୍ମୀଙ୍କୁ ହସ୍ପିଟାଲରେ ଭେଟିଲେ ଭକ୍ତ ଦାସ, ଅଜୟ ଲଲ୍ଲୁ

ଲୋୟର ପିଏମଜିରେ ପୋଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇ କଂଗ୍ରେସ କର୍ମୀ ଗୁରୁତର ଆହତ ହୋଇଛନ୍ତି । ଆହତ କଂଗ୍ରେସ କର୍ମୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଓପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଓଡି଼ଶା ପ୍ରଦେଶ କଂଗ୍ରେସ ପ୍ରଭାରୀ…