Category: ତାଜା ଖବର

ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବରରେ ରୋଡ ଶୋ

ଆସନ୍ତା ୨୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବରରେ ରୋଡ ଶୋ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି । ଜୁନ୍‌ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି । ଏହି ଅବସରରେ ଆସନ୍ତା ୨୦…

ରଜ ପର୍ବରେ ଯାଜପୁରରେ ଭୋଜି ମନା, କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ

ରଜ ପର୍ବରେ ଯାଜପୁର ଜିଲ୍ଲାରେ ଭୋଜିକୁ ବାରଣ । ଜିଲ୍ଲାରେ କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ ଦେଇଥିବା ଜଣାପଡ଼ିଛି। ରଜ ପର୍ବରେ ସାମୁହିକ ସମାବେଶ ବେଳେ ଭୋଜିକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି । ଜିଲ୍ଲାରେ ୮…

ରାଜଧାନୀରେ ଥିବା ଷ୍ଟାଇଲ ସୁ’ରେ ଚଢ଼ାଉ; ନକଲି ଜୋତା ଜବତ

ରାଜଧାନୀର ଥିବା ଷ୍ଟାଇଲ ସୁ’ରେ ଚଢ଼ାଉ । ଅଶୋକ ନଗରରେ ଥିବା ଷ୍ଟାଇଲ ସୁ’ରେ କ୍ରକ୍ସ ବ୍ରାଣ୍ଡ ଲଗାଇ ଚାଲିଥିଲା ନକଲି ଜୋତା ବିକ୍ରି ଯାହାକୁ ନେଇ ଚଢ଼ାଉ କରିଛି ପୁଲିସ୍ । ଚଢାଉ ବେଳେ ଲକ୍ଷାଧିକ ଟଙ୍କାର ନକଲି ଜୋତା…

ଯାଜପୁରରେ କଲେରା ପଜିଟିଭ ଚିହ୍ନଟ 

ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପୁଣି କଲେରା ପଜିଟିଭ୍‌ ଚିହ୍ନଟ ରୋଗୀମାନଙ୍କ ଚିନ୍ତାର ବିଷୟ ପାଲଟିଛି । ଝାଡ଼ାବାନ୍ତି ଆକ୍ରାନ୍ତ ପରେ ଏବେ ଯାଜପୁରରେ କଲେରା ପଜିଟିଭ୍ ଚିନ୍ତା ବଢ଼ାଇଲାଣି । ଯାଜପୁରରେ ଝାଡ଼ାବାନ୍ତି ନେଇ ସ୍ବତନ୍ତ୍ର…

ଆଜି ପହିଲି ରଜ; ଉତ୍ସବମୁଖର ଗାଁରୁ ସହର

ଆସିଛି ଓଡ଼ିଆଙ୍କ ପାରମ୍ପାରିକ ଓ ଗଣପର୍ବ ରଜ । ଆଜି ପହିଲି ରଜ । ଯାହାକୁ ନେଇ ଉତ୍ସବମୁଖର ଗାଁଠୁ ସହର । ପହିଲି ରଜରେ ଚଳଚଞ୍ଚଳ ରହିଛି ଗାଁଠୁ ସହର । ପୋଡ଼ପିଠାର ମହକରେ ବାସୁଛି ଚତୁର୍ଦ୍ଦିଗ । ଜ୍ୟେଷ୍ଠ…

ଡାଇରିଆ ପାଇଁ ଯାଜପୁର ଜିଲ୍ଲାରେ ଛୁଟି ବାତିଲ୍

ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ୍‌ । ଯାଜପୁରରେ ଝାଡାବାନ୍ତି ସ୍ଥିତି ଅଣାୟତ । ଜିଲ୍ଲାରେ ଗତ କିଛି ଦିନ ଧରି ବ୍ୟାପୁଥିବା ଡାଇରିଆ ଏବେ ମହାମାରୀର ରୂପ ନେଲାଣି । ଏହାକୁ ନଜରରେ ରଖି କାଲିଠୁ ୧୬…

କଟକ ଠାରେ ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ

ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଆଜି ଏକ ବଡ ସଫଳତା ମିଳିଛି । ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ।ମାଓବାଦୀ କେସା…

ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଓ ଟ୍ରେନିଙ୍ଗ ଭତ୍ତା ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ (Civil Defence Volunteer) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା…

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର

ରାଜ୍ଯର ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ସେ କହିଛନ୍ତି ରାଜ୍ୟରେ ପ୍ରଥମେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଇଛି । ରିହାତି ଦରରେ…