Category: ତାଜା ଖବର

ସ୍ନାନ ମଣ୍ଡପରେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ

ଜଳଲାଗି ବେଳେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।। ସେ କହିଛନ୍ତି ଯଦି ଦିବ୍ୟସ୍ନାନ ସମୟରେ ମଣ୍ଡପରେ କେହି ଅଣସେବାୟତ ରହିଥିବାର ପ୍ରମାଣ ମିଳିଲେ ହେବ କାର୍ଯ୍ୟାନୁଷ୍ଠାନ…

ରାଜ୍ୟରେ ହଟିଲା ପାର୍ଟ ପ୍ଲଟ୍ ବିକ୍ରି ପାଇଁ ସମସ୍ତ କଟକଣା

ରାଜ୍ୟରେ ପାର୍ଟ ପ୍ଲଟ୍ ବିକ୍ରି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର ହଟାଇ ଦେଇଛନ୍ତି। ଏହା ସହିତ ଆପାର୍ଟିମେଣ୍ଟ ରେଜିଷ୍ଟ୍ରେସନ୍ ପାଇଁ ବାଟ ଫିଟିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ଯାଜପୁରରେ ଝାଡ଼ାବାନ୍ତି ଆତଙ୍କ; ଦୁଇ ଶହରୁ ଅଧିକ ଆକ୍ରାନ୍ତ, ୨ ମୃତ

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ାବାନ୍ତିରେ ୨୦୦ରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଶେଷକରି ଯାଜପୁର ଜିଲ୍ଲାର ବ୍ୟାସନଗର ପୌରାଞ୍ଚଳ, ଦାନଗଦୀ, ଧର୍ମଶାଳା, ରସୁଲପୁର ଓ କୋରେଇ ବ୍ଲକର ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି…

ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏନେଇ ପୁରୀ ବଡ଼ଦାଣ୍ଡରେ ଜନ ସମୁଦ୍ର ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ପୁରୀରେ ପହଞ୍ଚଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ନାନବେଦୀରେ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ବିଜେ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଭୋରରୁ ପହଣ୍ଡି ଆରମ୍ଭ ହୋଇସାରିଛି । ମହାପ୍ରଭୁଙ୍କର ଏହି ଦିବ୍ୟ ଦର୍ଶନ ଦେଖିବା…

ପ୍ରକାଶ ପାଇଲା ଚଳିତବର୍ଷର ଓଜେଇଇ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଜେଇଇ -୨୦୨୫ ର ଫଳାଫଳ ଘୋଷଣା କରିବା ସହିତ…

ଧାନ କିଣାକୁ ନେଇ ଆଉ ହେବ ନାହିଁ ସମସ୍ୟା: ଯୋଗାଣ ମନ୍ତ୍ରୀ

ଧାନ ବିକ୍ରିରେ ଚାଷୀମାନଙ୍କର କିଛି ସମସ୍ୟା ରହିବନି କି ଟୋକନ ସମସ୍ୟା ରହିବନି । ଟାର୍ଗେଟ ସମସ୍ୟାର ଇତି ମଧ୍ୟରେ ସମାଧାନ ହୋଇ ସାରିଛି ବୋଲି କହିଛନ୍ତି ରାଜ୍ୟ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଞ୍ଜନ ସାହୁ ହେଲେ RPSC ଅଧ୍ୟକ୍ଷ

ଓଡ଼ିଆ ପୁଅ ଉତ୍କଳ ରଞ୍ଜନ ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ବ । ୧୯୮୮ ବ୍ୟାଚ୍‌ର ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ରାଜସ୍ଥାନ…

ପ୍ରେସ ବିବୃତ୍ତି ଜରିଆରେ ମୋଦିଙ୍କ ୧୧ ବର୍ଷର ସଫଳତାର ତାଲିକା ବଖାଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

୨୦୨୪ ଜୁନ ୯ ତାରିଖରେ ସ୍ଵାଧୀନ ଭାରତର ରାଜନୈତିକ ଇତିହାସରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ଏହି ଦିନ, ଦେଶର ସବୁଠାରୁ ଲୋକପ୍ରିୟ ଜନନାୟକ ନରେନ୍ଦ୍ର ମୋଦୀ ଜୀ ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂରଣ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି; ଏକ ବର୍ଷ ମଧ୍ୟରେ କ’ଣ କ’ଣ ପ୍ରତିଶ୍ରୁତି ପୂରଣ ହୋଇଛି ଜାଣନ୍ତୁ 

ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ…