ତାଜା ଖବର ରାଜ୍ୟ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତକାଳୀନ ପକ୍ଷୀ ଗଣନା ଆରମ୍ଭ January 18, 2025 Papirani ରାଜ୍ୟରେ ଆଜିଠୁ ପକ୍ଷୀ ଗଣନା ଆରମ୍ଭ ହୋଇଯାଇଛି । ରାଜ୍ୟରେ ପ୍ରଥମ ଥର ପାଇଁ ୫୨ଟି ବନଖଣ୍ଡରେ ଏକକାଳୀନ ପକ୍ଷୀ ଗଣନା କରାଯାଉଛି । ଭିତରକନିକା, ଚିଲିକା, ବ୍ରହ୍ମଗିରି, ବଣାଇ ଓ ସମ୍ବଲପୁରରେ ପକ୍ଷୀଗଣନା ଆରମ୍ଭ ହେଉଛି । ସକାଳ ୫ଟାରୁ…
ତାଜା ଖବର ରାଜ୍ୟ ନୂଆ ମୋଡ଼ରେ ନବ ଦାସଙ୍କ ହତ୍ୟା ମାମଲା: ଏକାଧିକ ବନ୍ଧୁକରୁ ହୋଇଥିଲା ଗୁଳିମାଡ଼ ! January 18, 2025 Papirani ୨ବର୍ଷ ପରେ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ସ୍ଵର୍ଗତ ନବ ଦାସଙ୍କ ହତ୍ୟା ମାମଲାରେ ଆସିଲା ନୂଆ ମୋଡ଼ । ରାଜ୍ୟ ଫରେନ୍ସିକ୍ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପରେ ଏବେ ଗୋପାଳ ହତ୍ୟାକାରୀ ନା ଆଉ କିଏ ଉଠିଲା ପ୍ରଶ୍ନ । ଏକାଧିକ…
ତାଜା ଖବର ରାଜ୍ୟ ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି January 17, 2025 Papirani ଆସନ୍ତା ଜାନୁୟାରୀ ୨୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କେନ୍ଦ୍ର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ।…
ଖେଳ ତାଜା ଖବର ମନୁ, ଗୁକେଶ, ହର୍ମନପ୍ରୀତ, ପ୍ରବୀଣଙ୍କୁ ମିଳିଲା ରାଷ୍ଟ୍ରୀୟ ଖେଳ ରତ୍ନ ପୁରସ୍କାର January 17, 2025 Papirani ଆଜି ପ୍ରଦାନ କରାଯାଇଛି ରାଷ୍ଟ୍ରୀୟ ଖେଳ ରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ ବର୍ଗରେ କୃତୀ ଖେଳାଳୀଙ୍କୁ ମେଜର୍ ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର ଓ ଅର୍ଜୁନ ପୁରସ୍କାର ପ୍ରଦାନ…
ତାଜା ଖବର ଦେଶ ରାଜନୀତି ବିଜେପିର ସଂକଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ବ; ପ୍ରତିମାସ ମିଳିବ ୨୫୦୦ ଟଙ୍କା January 17, 2025 Papirani ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ସଂକଳ୍ପ ପତ୍ର ଘୋଷଣା କରିଛି । ବିଜେପିର ସଂକଳ୍ପ ପତ୍ରରେ ମହିଳାଙ୍କୁ ଗୁରୁତ୍ବ ଦିଆଯାଇଛି। ମହିଳାଙ୍କୁ ୨୫୦୦ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ଜେପି ନଡ୍ଡା । ମହିଳା ସମୃଦ୍ଧି ଯୋଜନାରେ ପ୍ରତିମାସ…
ତାଜା ଖବର ବିଶ୍ୱ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କୁ ୧୪ ବର୍ଷ ଜେଲ୍ January 17, 2025 Papirani ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ୍। ଅଲ-କାଦିର ଟ୍ରଷ୍ଟ ମାମଲାରେ ଆଜି ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦୁର୍ନୀତି ମାମଲା ଓ ନିଜ କ୍ଷମତାରେ ଦୁରୁପଯୋଗ ପାଇଁ…
ତାଜା ଖବର ମନୋରଞ୍ଜନ ଆଇସିୟୁରୁ ବାହାରିଲେ ବଲିଉଡ୍ ଅଭିନେତା ସୈଫ୍ ଅଲ୍ଲୀ ଖାନ୍ January 17, 2025 Papirani ସୁସ୍ଥ ହେଉଛନ୍ତି ବଲିଉଡ୍ ସୁପର୍ଷ୍ଟାର ଅଭିନେତା ସୈଫ୍ ଅଲ୍ଲୀ ଖାନ୍। ତାଙ୍କୁ ଆଇସିୟୁରୁ ସ୍ପେଶାଲ ୱାର୍ଡ଼କୁ ସିଫ୍ଟ କରାଯାଇଥିବା ସୂଚନା ମିଳିଛି। ଏହା ସହ ୩ ଦିନ ଭିତରେ ସୈଫ୍ ଡିସଚାର୍ଜ ହୋଇପାରନ୍ତି । ତାଙ୍କ ଚଲାବୁଲା ଉପରେ ସପ୍ତାହେ ପର୍ଯ୍ୟନ୍ତ…
ତାଜା ଖବର ରାଜ୍ୟ ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ପାଇଁ ସ୍ପେଶାଲ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ January 17, 2025 Papirani ଶୁଭାରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସ୍ପେଶାଲ୍ ଟ୍ରେନ । ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଶିରିଡ଼ି ଓ ନାସିକ ପାଇଁ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜ୍ୟ ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା January 17, 2025 Papirani ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିସାରିଥିବା ବେଳେ ଜାନୁଆରୀ ଶେଷରେ ଚତୁର୍ଥ ପର୍ଯାୟ ଟଙ୍କା ମିଳିବ ବୋଲି କହିଛନ୍ତି ପ୍ରଭାତୀପର ପରିଡ଼ା ।…
ତାଜା ଖବର ରାଜ୍ୟ ମାଟିରେ ମିଶିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ January 17, 2025 Papirani ଭାଙ୍ଗିଲା ଖଣ୍ଡଗିରିର ବୈକୁଣ୍ଠଧାମ ଆଶ୍ରମ । ବହୁ ବାଦ ବିବାଦ ପରେ ଆଶ୍ରମରେ ଆଜି ବୁଲିଲା ବୁଲଡୋଜର । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ଆଜି ମଧ୍ୟାହ୍ନ ୧୨ଟା ସମୟରେ ଆଶ୍ରମରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ସମସ୍ତ ଅନ୍ତେବାସୀ…