ତାଜା ଖବର ମନୋରଞ୍ଜନ ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ March 12, 2025 Papirani ପୁରୀ ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରାଯାଇଛି। ପୁଅ ବାବୁସାନ ଆଜି ପରିବାର ସହ ଶ୍ବେତଗଙ୍ଗା ପୁଷ୍କରିଣୀ ଯାଇ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିଛନ୍ତି। ବାବୁ ସାନଙ୍କ ସହ ତାଙ୍କ ସ୍ତ୍ରୀ ତୃପ୍ତି ମଧ୍ୟ ଉପସ୍ଥିତଥିବାର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ March 12, 2025 Papirani ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ରେ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବାର ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା…
ତାଜା ଖବର ରାଜ୍ୟ ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା March 12, 2025 Papirani ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ଘଟଣାର ଭିଡିଓ ଭାଇରାଲ ହେବା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଥିବା ସୂଚନା । ସୂଚନା ଯୋଗ୍ୟ; ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…
ତାଜା ଖବର ରାଜ୍ୟ ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ March 12, 2025 Papirani ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ ତାରିଖରେ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ଶ୍ରୀକ୍ଷେତ୍ରର ଆଦିପୀଠ ମହାପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ । ନୀଳମାଧବଙ୍କ ସେବାୟତ ଓ ସ୍ଥାନୀୟ ବାସିନ୍ଦା ନୀଳମାଧବଙ୍କୁ…
ତାଜା ଖବର ରାଜ୍ୟ ଅସହ୍ୟ ହେଉଛି ତାତି; ଆସନ୍ତା ଦୁଇ ଦିନ ହେବ ରାଜ୍ୟରେ ନିଆଁ ବର୍ଷା March 12, 2025 Papirani ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ତାପମାତ୍ରା। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ତାତି ଅନୁଭୂତ ହେଉଛି। ଆସନ୍ତା ଦୁଇ ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ…
ତାଜା ଖବର ରାଜନୀତି ରାଜ୍ୟ ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ବିଧାନସଭା ଗୃହରୁ ନିଲମ୍ବିତ କଲେ ବାଚସ୍ପତି March 11, 2025 Papirani ବିଧାନସଭା ଗୃହରୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ନିଲମ୍ବିତ କରାଯାଇଛି । ଗୃହରେ ଘଟିଥିବା ବିଶୃଙ୍କଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି । ବାଚସ୍ପତି ସୁରମା ପାଢୀ ତାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି । ଅନ୍ୟପଟେ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ନିର୍ବାଚନ ଗଡ଼ବଡ଼ ପ୍ରସଙ୍ଗ; ଫର୍ମ ୧୭-ସିର ତଥ୍ୟକୁ ସାର୍ବଜନିନ କରିବାକୁ ବିଜେଡିର ଦାବି March 11, 2025 Papirani ସାଧାରଣ ନିର୍ବାଚନରେ ଗଡ଼ବଡ଼ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ବିଜେଡି ସଂସଦୀୟ ଟିମର ପ୍ରେସମିଟ୍ । ନିର୍ବାଚନ ଗଡ଼଼ବଡ଼ ନେଇ ନିର୍ବାଚନ କମିଶନଙ୍କୁ ଭେଟିବା ପରେ ପ୍ରେସମିଟ୍ ରଖିଲା ବିଜେଡ଼ି । ପ୍ରେସମିଟ୍ ମାଧ୍ୟମରେ ବିଜେଡ଼ି ସୂଚନା ଦେଇ କହିଛି ନିର୍ବାଚନ କମିଶନଙ୍କ…
ତାଜା ଖବର ଦେଶ ପାକିସ୍ତାନରେ ଟ୍ରେନ ଅପହରଣ; ଶତାଧିକ ଯାତ୍ରୀ ବନ୍ଧକ March 11, 2025 Papirani ପାକିସ୍ତାନରେ ଟ୍ରେନ ଅପହରଣ । ରେଳ ଧାରଣାରେ ବିସ୍ଫୋରଣ କରି ଟ୍ରେନ ଅପହରଣ କରାଯାଇଥିବା ସୂଚନା । ବଲୋଚ ଆତଙ୍କବାଦୀ ସଂଗଠନ ୪୦୦ ଯାତ୍ରୀ ଥିବା ଟ୍ରେନ୍କୁ କବ୍ଜା କରି ନେଇ ୧୦୦ରୁ ଅଧିକ ସେନଙ୍କୁ ବନ୍ଧକ ରଖିଥିବା ଜଣାପଡିଛି। ଏହା…
ତାଜା ଖବର ରାଜ୍ୟ ଆରୁହା ପାହାଡ଼ ଖଣି ଖାଦାନରେ ଖଣି ବିଭାଗର ରେଡ୍ March 11, 2025 Papirani ଯାଜପୁର ଜିଲ୍ଲା ଧର୍ମଶାଳାର ଆରୁହା ପାହାଡ଼ ଖଣି ଖାଦାନରେ ଖଣି ବିଭାଗର ରେଡ୍ । ବେଆଇନ ଖଣି ଖନନ ଅଭିଯୋଗରେ ରେଡ୍ କରାଯାଇଥିବା ସୂଚନା । ଏହି ଚଢାଉରେ ୭ ଜେସିବି, ୬ କମ୍ପ୍ରେସର, ୨ଟି ହାଇୱା ଜବତ ହୋଇଛି। ଏହା…
ତାଜା ଖବର ରାଜନୀତି ରାଜ୍ୟ ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ March 11, 2025 Papirani ଡିଲିମିଟେସନ ବା ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ । ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ । ଆସନ୍ତା ୨୬ ତାରିଖରେ ଚେନ୍ନାଇରେ ଡିଲିମିଟେସନ ସ୍ଵତନ୍ତ୍ର ବୈଠକ ବସିବାକୁ ଯାଉଛି । ଯାହାକୁ ନେଇ ଆଜି…