Category: ତାଜା ଖବର

‘ମୋ ବସ୍’ରେ ଯାତ୍ରାକରି ସମୀକ୍ଷା କଲେ ଗୃହ ନଗର ଉନ୍ନୟନ ମନ୍ତ୍ରୀ

ମୋ ବସ୍‌ରେ ଯାତ୍ରା କରି ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ ‘ମୋ ବସ୍’ରେ ଯାତ୍ରା କରିଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ସଚିବ ଅରୁଣ ବୋଥ୍ରା ମଧ୍ୟ…

ବବି ଓ ପାଣ୍ଡିଆନ ଦଳର କ୍ଷତି କଲେ, କର୍ମଫଳ ଭୋଗିଲେ: ପ୍ରଭାତରଂଜନ ବିଶ୍ବାଳ

ଚୌଦ୍ବାର କଟକରେ ସୌଭିକ ବିଶ୍ବାଳଙ୍କ ବିଜୟ ପାଇଁ କଟକର ମହାନଦୀବିହାରସ୍ଥିତ ସେଲିବ୍ରେସନ ମଣ୍ଡପରେ ଆୟୋଜିତ ବିଜେଡି କର୍ମୀଙ୍କୁ ଧନ୍ୟବାଦ ପ୍ରଦାନ ସମାରୋହରେ ଉଦ୍‌ବୋଧନ ଦେଇ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ସିଧାସଳଖ ଭି. କେ. ପାଣ୍ଡିଆନ ଓ ବିଜେଡିର ସଙ୍ଗଠନ ସଂପାଦକ…

ରାହୁଲଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼: ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ

ଦୁଇ ରାଜନୈତିକ ଦଳ ପାଇଁ ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ । ବିଜେପି କର୍ମୀଙ୍କ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼କୁ କେନ୍ଦ୍ର କରି ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ସ୍ଥିତି ଏପରି ହୋଇଯାଇଥିଲା ଯେ ଉଭୟ ଦଳର…

ଭୋଲେ ବାବା ସତ୍‌ସଙ୍ଗରେ ଦଳାଚକଟା: ମୃତ୍ୟୁ ସଂଖ୍ୟା ୧୦୭କୁ ବୃଦ୍ଧି

ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ରତିଭାନପୁରରେ ମଙ୍ଗଳବାର ଦିନ ଭୋଲେ ବାବାଙ୍କ ସତ୍‌ସଙ୍ଗ ଉଦ୍‌ଯାପନୀ ସମାରୋହରରେ ଶ୍ରଦ୍ଧାଳୁଙ୍କ ଭୟଙ୍କର ଭିଡ଼ ହୋଇଥିବାରୁ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୦୭ କୁ ବୃଦ୍ଧି ପାଇଛି । ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଚାଲିଛି। ମୃତକଙ୍କ ସଂଖ୍ୟା…

ସହଯୋଗୀଙ୍କ ରକ୍ତମାଂସ ଖାଇ ବଞ୍ଚିରହେ କଂଗ୍ରେସ: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଅବସରରେ ପ୍ରଧାନମନ୍ତ୍ରୀ ବକ୍ତବ୍ୟ ଦେବା ସହ ପ୍ରଥମ ଥର ସାଂସଦ ହୋଇ ଆସିଥିବା ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତ ସଫଳତାର ସହ ନିର୍ବାଚନ କରାଇ ବିଶ୍ବକୁ ମାର୍ଗ ଦେଖାଇଛି…

ଭୋଲେ ବାବାଙ୍କ ସତ୍‌ସଙ୍ଗ ଉଦ୍‌ଯାପନୀ ସମାରୋହରେ ଦଳାଚକଟା: ୨୭ ମୃତ

ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ରତିଭାନପୁରରେ ମଙ୍ଗଳବାର ଦିନ ଭୋଲେ ବାବାଙ୍କ ସତ୍‌ସଙ୍ଗ ଉଦ୍‌ଯାପନୀ ସମାରୋହରରେ ଶ୍ରଦ୍ଧାଳୁଙ୍କ ଭୟଙ୍କର ଭିଡ଼ ହୋଇଥିବାରୁ ଦଳାଚକଟାରେ ୨୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୩ ଜଣ ମହିଳା ଓ ୩ ଜଣ…

ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ: ସୁଲତା ଦେଓ

ରାଜ୍ୟସଭାରେ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ପ୍ରଶ୍ନ ବଣରେ ବିଜେପିକୁ ଘାଇଲା କରିଛନ୍ତି ସୁଲତା, ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ସମୟରେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା…

ପୂର୍ବ ସରକାର ବନ୍ଦ କରିଥିବା ସ୍କୁଲ ନେଇ ତର୍ଜମା ହେବ: ଗଣଶିକ୍ଷା ମନ୍ତ୍ରୀ

ପୂର୍ବ ସରକାରଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର ଦାବି ଅଣଦେଖା…

ଭୋଜି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ବିଶାଳ ଦାସ

ରାଜନୈତିକ ମାହୋଲରେ ଏବେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ୱର୍ଗତ ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦଳୀୟ ନେତୃବୃନ୍ଦଙ୍କ ସହିତ ଏକ…

ସ୍ବାସ୍ଥ୍ୟ ବିଭାଗରଙ୍କ କଡ଼ା ନିର୍ଦ୍ଦେଶ: ୭ ଦିନରେ ଦିଆଯିବ ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର ମାଇନା ରିପୋର୍ଟ

ଆକ୍ସନ ମୁଡରେ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କଲା ବିଜ୍ଞପ୍ତି । ସରକାରୀ ହସ୍ପିଟାଲ ସମେତ ଘରୋଇ ହସ୍ପିଟାଲଗୁଡ଼ିକୁ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି । ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର…