Category: ତାଜା ଖବର

ଦିଲ୍ଲୀରେ ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ…

ଭାରତରୁ ଆତଙ୍କବାଦର କଣ୍ଟାକୁ କାଢ଼ିକି ହିଁ ରହିବୁ, ପ୍ରତିଟି ଆକ୍ରମଣର ସଠିକ୍ ଜବାବ ମିଳିବ: ମୋଦି

ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । ଗୁଜୁରାଟ ଗସ୍ତର ଦ୍ବିତୀୟ ଦିନରେ ପୁଣି ପାକିସ୍ତାନ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି । ସେ କହିଛନ୍ତି ମାତୃଭୂମି ପ୍ରତି…

NACରୁ ମ୍ୟୁନିସିପାଲିଟି ହେବ ପୋଲସରା

NACରୁ ମ୍ୟୁନିସିପାଲିଟି ହେବ ପୋଲସରା । ଗଞ୍ଜାମ ଜିଲ୍ଲା ପୋଲସରାକୁ ମିଳିବ ମ୍ୟୁନିସିପାଲିଟି ମାନ୍ୟତା । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଦୀର୍ଘ ଦିନ ହେବ ପୋଲସରାକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ ପାଇଁ ଦାବି ହୋଇ ଆସୁଥିଲା । ଏବେ…

ଭାରତୀୟ ସେନାକୁ ସମ୍ମାନିତ କରିବ ବିସିସିଆଇ

ଭାରତୀୟ ସଶସ୍ତ୍ର ବାହିନୀକୁ ସମ୍ମାନିତ କରିବ ବିସିସିଆଇ ।ଅପରେସନ୍ ସିନ୍ଦୂରର ସଫଳତା ପାଇଁ ମିଳିବ ସମ୍ମାନ । ସମାପନୀ ଉତ୍ସବରେ ହେବ ବିଶେଷ କାର୍ଯ୍ୟକ୍ରମ। ଆଇପିଏଲ ୨୦୨୫ର ଉଦଯାପନୀ ସମାରୋହ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଇପିଏଲ ଫଇନାଲ ମ୍ୟାଚ୍…

ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗ; ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ: କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାରେ ବେଆଇନ ଭାବେ ରହୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବିଦା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ସମୟରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଦେଶର…

୩୧ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ହେବାର ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା…

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌ ।ଅଡେଣିଗଡ଼ ନିକଟରେ କୌଣସି କାରଣରୁ ଭୁଶୁଡ଼ିଲା ନିର୍ମାଣାଧୀନ ରେଳ ଟନେଲ୍‌ । ଟନେଲ ଭୁଶୁଡିବା ପରେ ସେଠାରେ ୩୦ ମିଟର ଦୀର୍ଘ ଗର୍ତ୍ତ ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଅନ୍ୟପଟେ ଏହି ସମୟରେ…

ପିପିଲିରେ ପୁଣି ଲଜ୍ଜା: ମାନିସକ ବିକାରଗ୍ରସ୍ତଙ୍କୁ ଦୁଷ୍କର୍ମ ଅଭିଯୋଗ 

ପିପିଲିରେ ପୁଣି ଲଜ୍ଜା । ସହଜପୁର ଗ୍ରାମରେ ମାନିସକ ବିକାରଗ୍ରସ୍ତଙ୍କୁ ଦୁଷ୍କର୍ମ ଅଭିଯୋଗ । ଦୁଷ୍କର୍ମ ପରେ ଜୀବନରେ ମାରି ଦେବାକୁ ଉଦ୍ୟମ କରୁଥିବା ବେଳେ ଯୁବତୀଙ୍କ ଚିତ୍କାର ଶୁଣି ପହଞ୍ଚିଥିଲେ ଗାଁ ଲୋକ । ଏହା ଦେଖି ଘଟଣା ସ୍ଥଳରୁ…

ଦୀଘାକୁ କେବେ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ: ଗଜପତି ମହାରାଜା

ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ଦୀଘା ଜଗନ୍ନାଥ ‘ଧାମ’ ନାମକରଣ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ସେ କହିଛନ୍ତି ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ । ଅନେକ…

ଗୁପ୍ତଚରୀ ପାଇଁ ସିଆରପିଏଫ୍ ଯବାନ ଗିରଫ

ଗୁପ୍ତଚରୀ ପାଇଁ ସିଆରପିଏଫ୍ ଯବାନ ଗିରଫ । ଦିଲ୍ଲୀରୁ ଗିରଫ ହେଲେ ସିଆରପିଏଫ୍ ଯବାନ । ପାକିସ୍ତାନ ପାଇଁ ଗୁପ୍ତଚରୀ କରି ଯବାନ ମୋତିରାମ ଜାଟଙ୍କୁ ଗିରଫ କଲା ଜାତୀୟ ତଦନ୍ତ ସଂସ୍ଥା(ଏନ୍ଆଇଏ )। ଏନ୍ଆଇଏ ଦିଲ୍ଲୀରୁ ଜଣେ CRPF ଯବାନଙ୍କୁ…