Category: ତାଜା ଖବର

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌ ଅଚ୍ୟୁତାନନ୍ଦନଙ୍କ ପରଲୋକ

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌ ଅଚ୍ୟୁତାନନ୍ଦନଙ୍କ ପରଲୋକ । ୧୦୧ ବର୍ଷ ବୟସରେ ଆଖି ବୁଜିଲେ ଭି.ଏସ୍‌ ଅଚ୍ୟୁତାନନ୍ଦନ । ଏ ନେଇ ସିପିଆଇ(ଏମ) ପକ୍ଷରୁ ସୂଚନା ମିଳିଛି । ଅଚ୍ୟୁତାନନ୍ଦନ ଦୀର୍ଘ ସମୟ ଧରି ରୋଗାଗ୍ରସ୍ତ ରହିଥିଲେ । ୨୩…

ଛାତ୍ରୀ ନିର୍ଯାତନା ମାମଲା; ସ୍ୱାମୀ ଅରୂପାନନ୍ଦ କଲେଜ ଅଧ୍ୟକ୍ଷଙ୍କୁ ନୋଟିସ୍‌

ଜଗତସିଂହପୁର ସ୍ୱାମୀ ଅରୂପାନନ୍ଦ କଲେଜ ଅଧ୍ୟକ୍ଷଙ୍କୁ ନୋଟିସ । ଜନ ଶୁଣାଣି ପୋର୍ଟାଲରେ ଆସିଥିବା ଅଭିଯୋଗ ଆଧାରରେ ନୋଟିସ୍‌ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ନୋଟିସ୍‌ ଦିଆଯାଇଥିବା ଜଣାପଡିଛି । ଅଭିଯୋଗର ଆକ୍ସନ ନେଇ ୩ ଦିନ ଭିତରେ ତଥ୍ୟ ଦେବାକୁ…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡିର ୪ ଜଣ ରାଜ୍ୟସଭା ସାଂସଦ

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡିର ୪ ଜଣ ରାଜ୍ୟସଭା ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ ନିରଞ୍ଜନ ବିଶି ଙ୍କୁ ନେଇ ଗଠିତ ବିଜେଡିର ଏକ ପ୍ରତିନିଧି ଦଳ ଆଜି…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା

ଛତିଶଗଡ଼ ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ୨ ଜଣଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ପୋଲିସ ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ଅତି ନିର୍ମମ ହତ୍ୟା କଲେ ମାଓବାଦୀ। ଦୁଇ ମୃତକ ଛୁଟବାଇ ଗାଁର ଯୋଗା କୱାସୀ ଓ…

ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ ହେଲେ ଉଦିତ ପ୍ରଧାନ

ଉଦିତ ପ୍ରଧାନ ନିଲମ୍ବିତ । ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ । ଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ଛାତ୍ର କଂଗ୍ରେସ ସଭାପତି ଉଦିତ ନାରାୟଣ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବନ କଲେ ଜାତୀୟ ଯୁବ କଂଗ୍ରେସ ସଭାପତି ।…

ରେଭେନ୍ସା ବିଶ୍ୱବିଦ୍ୟାଳୟ ରାଗିଂ ମାମଲା: ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

ରେଭେନ୍ସା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ଅନ୍ତେବାସୀଙ୍କୁ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ । ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରଙ୍କ ରାଗିଂ ଅଭିଯୋଗ ପରେ ଆଣ୍ଟି ରାଗିଂ କମିଟି ପକ୍ଷରୁ ନିଆଗଲା…

କିଟରେ ୨ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କିଟ୍‌ ବିଶ୍ବବିଦ୍ୟାଳୟକୁ ଦାୟୀ କଲା ୟୁଜିସି ପ୍ୟାନେଲ୍

କିଟ୍‌ ବିଶ୍ବବିଦ୍ୟାଳୟରେ ୨ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାରେ ଆସିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ତଦନ୍ତ ରିପୋର୍ଟ । କିଟ୍‌ ବିଶ୍ବବିଦ୍ୟାଳୟକୁ ଦାୟୀ କଲା ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ୟାନେଲ୍ । ନିମ୍ନମାନର ହଷ୍ଟେଲ ପରିସ୍ଥିତିକୁ ଉଲ୍ଲେଖ କରିଛି ୟୁଜିସିର…

ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଗିରଫ

କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଗିରଫ କଲା ପୁଲିସ। ଗତ ମାର୍ଚ୍ଚ ୧୮ରେ ଜଣେ ଯୁବତୀଙ୍କୁ ନିଶା ଦେଇ ଏକ ହୋଟେଲରେ ଦୁଷ୍କର୍ମ…

ଖୋଲା ପେଟ୍ରୋଲ୍‌ ବିକ୍ରି ଉପରେ ଲାଗିଲା କଟକଣା

ଖୋଲା ପେଟ୍ରୋଲ୍‌ ବିକ୍ରି ଉପରେ ଲାଗିଲା କଟକଣା । ଆସନ୍ତାକାଲିଠାରୁ ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ । କେବଳ ପେଟ୍ରୋଲ୍ ପମ୍ପରେ ହିଁ ଗାଡ଼ିରେ ଭରାଯିବ ପେଟ୍ରୋଲ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ…

ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ରାଜ୍ୟ ସରକାରଙ୍କ ନାହିଁ କୌଣସି ନିୟନ୍ତ୍ରଣ: ସସ୍ମିତ ପାତ୍ର 

ରାଜ୍ୟରେ ମହିଳାମାନଙ୍କ ବିରୁଦ୍ଧରେ ବଢ଼ୁଥିବା ଅପରାଧ ପାଇଁ ଆଜି ବିଜୁ ଜନତା ଦଳ ସାଂସଦ ସସ୍ମିତ ପାତ୍ର ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାରଙ୍କୁ ସମାଲୋଚନା କରିଛନ୍ତି। ୨୧ ଜୁଲାଇ ଠାରୁ ଆରମ୍ଭ ହେଉଥିବା ସଂସଦ ମୌସୁମୀ ଅଧିବେଶନ ପୂର୍ବରୁ…