Category: ତାଜା ଖବର

ରାଜ୍ୟରେ ଚାକିରି ଅପେକ୍ଷାରେ ଅଛନ୍ତି ୧୦ ଲକ୍ଷ ଯୁବକଯୁବତୀ

ଆଜି ବିଧାନସଭାର ସପ୍ତମ ଦିନରେ ଗୃହରେ କଂଗ୍ରେସ ବିଧାୟକ ପବିତ୍ର ସାଉଁତା ରାଜ୍ୟରେ ଯୁବକ ଯୁବତୀଙ୍କ ଚାକିରି ସମସ୍ୟା ଉପରେ କରିଥିବା ପ୍ରଶ୍ନର ଉତ୍ତରରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଛନ୍ତି ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗରୁ ମିଳିଥିବା ତଥ୍ୟ…

ଭାରତ ପାଇଁ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କଲେ ମନୁ ଭାକର

ଚଳିତ ବର୍ଷ ପ୍ୟାରିସ୍ ଅଲିମ୍ପିକ୍ସରେ ଆଉ ଏକ ପଦକ ପାଇଲା ଭାରତ। ଭାରତର ମନୁ ଭାକର ଏବଂ ସରବଜୋତ୍ ସିଂ ୧୦ ମିଟର ଏୟାର ପିସ୍ତଲ ମିଶ୍ରିତ ଦଳ ଇଭେଣ୍ଟରେ କୋରିଆକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛନ୍ତି । ଭାରତ…

ୱାଏନାଡ଼ରେ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି

କେରଳରେ ୱାଏନାଡ଼ରେ ଭୀଷଣ ବର୍ଷା ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୫୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଫସିରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ…

ରାଜ୍ୟରେ ବେଆଇନ ଭାବେ ନିର୍ମାଣ ହୋଇଛି ୭୧୯ ଆପାର୍ଟମେଣ୍ଟ

ଆଜି ବିଧାନସଭାର ସପ୍ତମ ଦିନରେ ରାଜ୍ୟରେ ଥିବା ଆପାର୍ଟମେଣ୍ଟକୁନେଇ କିଛି ଆଶ୍ଚର୍ଯ୍ୟ ଜନକ ତଥ୍ୟ ସାମ୍ନାକୁ ଆସିଛି । ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ନିର୍ମାଣ ଓ ପୌର ଉନ୍ନୟନ ମନ୍ତ୍ରୀ କୃଷ୍ଣ…

ରଥରେ ଅନଧିକୃତ ବ୍ୟକ୍ତି ଚଢ଼ିବା ଘଟଣା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍

ରଥରେ ଅନଧିକୃତ ବ୍ୟକ୍ତିଙ୍କୁ ଚଢ଼ାଇବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦଇତାପତି ସେବକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ବାହୁଡ଼ାରେ ସୁଭଦ୍ରାଙ୍କ ରଥ ଉପରେ ଅନଧିକୃତ ବ୍ୟକ୍ତି ଚଢ଼ି ଯାଇଥÒଲେ । ତେଣୁ ସେମାନଙ୍କ ବିରୁଦ୍ଧରେ କାରଣ ଦର୍ଶାଅ…

ଟ୍ରେନ ଟ୍ରାଜେଡି: ୨ ମୃତକ ରାଉରକେଲାର

ମଙ୍ଗଳବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏ ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଚକ୍ରଧରପୁର…

କ୍ଷମତାର ଅପବ୍ୟବହାର ଅଭିଯୋଗ, ବରିଷ୍ଠ ପୋଲିସ ଅଧିକାରୀ ନିଲମ୍ବିତ

ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇପିଏସ) ଗତ ଶନିବାର ରାତିରେ ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବା ଅଭିଯୋଗ ମିଳିଥିଲା। ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବବ୍ୟହାର କରିବା ସହ ମହିଳା ଅଧିକାରୀଙ୍କୁ…

ୱାଏନାଡ଼ରେ ଭୂସ୍ଖଳନ: ୧୯ ମୃତ

କେରଳର ୱାଏନାଡ଼ରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ ହୋଇଛି। ୧୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ମାଟି ତଳେ ଫଶିରହିଥିବା ସୂଚନା ମିଳିଛି। ପ୍ରଥମେ ରାତି ୨ଟାରେ ଓ ପରେ ସକାଳ ପ୍ରାୟ ୪ଟାରେ ଆଉ ଏକ…

ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ; ୨ ମୃତ, ୨୦ରୁ ଊର୍ଦ୍ଧ୍ଵ ଆହତ

ମଙ୍ଗଳବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏ ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଚକ୍ରଧରପୁର…

ପୋଲାଭରମ ଓ ଆଳୁ ସମସ୍ୟା ନେଇ ନାଇଡ଼ୁ ଓ ମମତାଙ୍କ ସହ କଥା ହେଲେ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ସଫଳତାରେ ଖୁସିବ୍ୟକ୍ତ କରି ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଉପମୁଖ୍ୟ…