Category: ତାଜା ଖବର

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୬ଟି ଟ୍ରେନ୍‌ ବାତିଲ

ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ ରବିବାର ରାତି ପ୍ରାୟ୧ଟା ୩୫ରେ ଲାଇନ୍‌ଚ୍ୟୁତ ହୋଇଛି। ମଞ୍ଚେଶ୍ୱର ଷ୍ଟେସନ ୟାର୍ଡରେ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ୍‌ ହୋଇଥିଲା। ଫଳରେ ୨ଟି ଟ୍ରେନ୍‌କୁ ବାତିଲ କରାଯିବା ସହ ୬ଟି ଟ୍ରେନର ସମୟ ବଦଳିଛି ।…

ଭିଜିଲାନ୍ସ ପଞ୍ଝାରେ ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ଉ ଜାରି…

ଆଜି ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ

ଆଜି ଶ୍ରୀମନ୍ଦୀର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ ଅନୁଷ୍ଠିତ ହେବ। ତଦାରଖ କମିଟି ଅଧ୍ୟକ୍ଷ ବିଚାରପତି ବିଶ୍ୱନାଥ ରଥ ବୈଠକରେ ସଭାପତିତ୍ବ କରିବେ। ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବ। ଭିତର ଏବଂ ବାହାର ରତ୍ନଭଣ୍ଡାର ମରାମତି…

ଫୁଲୁଛି ମହାନଦୀ: ୭ ଜିଲ୍ଲାକୁ ସତର୍କ ସୂଚନା

ଫୁଲୁଛି ମହାନଦୀ। ହୀରାକୁଦ ଡ୍ୟାମରୁ ଗେଟ୍ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢୁଛି। ରବିବାରଠାରୁ ୨୦ଟି ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଜଳ ପତ୍ତନ ୬୧୮ ଫୁଟ୍ ରହିଛି। ଛତିଶଗଡ ପଟେ ପ୍ରବଳ…

ଆସନ୍ତା ୫ ଦିନ ପ୍ରବଳ ବର୍ଷିବ

ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଏସ୍‌ଆରସି ସୂଚନା ଦେଇଛନ୍ତି। ୭ରୁ ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ସୂଚନା…

ଅଲିମ୍ପିକ୍ସ ସୁଟିଂରେ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ମେଡାଲ ମିଳିଛି । ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ମନୁ ଭାକର ବ୍ରୋଞ୍ଜ ପଦକ ଜିତିଛନ୍ତି । ଅଲିମ୍ପିକ୍ସ ସୁଟିଂରେ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ମହିଳା । ଏହା ସହିତ…

‘ମନ କି ବାତ୍’ରେ ସମ୍ବଲପୁରୀ ଶାଢ଼ୀର ପ୍ରଶଂସା

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧୨ତମ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ ସମେତ ଭାରତର ବିଭିନ୍ନ ହସ୍ତତନ୍ତ ବ୍ୟବସାୟକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଦେଶର ହସ୍ତତନ୍ତ ବ୍ୟବସାୟ ଦ୍ରୁତ ଗତିରେ ଆଗକୁ ବଢୁଛି। ଲୋକଙ୍କ ମଧ୍ୟରେ…

ଆଇଏଏସ ଶାଶ୍ୱତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ

ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଶ୍ରୀ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । OSSSC ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଏଥିସହ ଆଇଏଏସ ଏନ୍‌.ବି.ଏସ୍‌ ରାଜପୁତ…

ଜମ୍ମୁ କାଶ୍ମୀରରେ ମୁତୟନ ହେବେ ଓଡ଼ିଶାର ୨୦୦୦ ବିଏସଏଫ୍ ଯବାନ

ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ…

ନିଖୋଜ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ଝିଅର ପତ୍ତା ମିଳିନି

କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ତାଲଗୁମାଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସନ୍ଧ୍ୟାରେ ଶୌଚ ହେବାକୁ ୫ ବର୍ଷର ଝିଅ ସହ ମା’ ଝଞ୍ଜାବତୀ ନଦୀ କୂଳକୁ ଯାଇଥିଲେ। ହେଲେ ସେମାନେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି…