Category: ତାଜା ଖବର

ବାର୍ଦ୍ଧକ୍ୟ ଭତ୍ତା ଦୁର୍ନୀତି ମାମଲା: ୮୯୪ ଜଣ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନୋଟିସ୍

ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲାରେ ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍ । ୨୯ଟି ପଞ୍ଚାୟତର ୮୯୪ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ୧୦ ହଜାର ୫୦୦ ଟଙ୍କା ଲେଖାଏଁ…

ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ କରିବ ବିଜେଡି

ବିଜୁ ବାବୁଙ୍କ ଜୟନ୍ତୀ ଓ ଆନ୍ତର୍ଜାତିକ ମହିଳା ଦିବସ ପାଳନ ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରିଛି ବିଜେଡି। ବିଜୁ ବାବୁଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ହେବ। ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଦିବସ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ପାଳନ…

କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ ତାରା

କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ନ୍ୟାୟିକ ତଦନ୍ତ ଦାବି କରିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି । ମୁଲତବି ଆଲୋଚନାରେ ଭାଗ ନେଇ ଏହି ମାମଲରେ ବିଚାର ବିଭାଗୀୟ ତଦନ୍ତ ଦାବି କରିବା ସହ ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କଲେ…

ବିଧାନସଭା ଗୃହରେ ଆଜି ଅପରାହ୍ନ ୩ ଟାରେ ହେବ କିଟ୍ ପ୍ରସଙ୍ଗର ଶୁଣାଣି

କିଟ୍ ପ୍ରସଙ୍ଗରେ ଆଜି ବିଧାନସଭା ଗୃହରେ ହେବ ଶୁଣାଣି । ଅପରାହ୍ନ ୩ଟାରେ ଶୁଣାଣି କରାଯିବ ବୋଲି ସୂଚନା ମିଳିଛି। ଗୃହରେ ମୁଲବତୀ ପ୍ରସ୍ତାବ ବେଳେ ଏନେଇ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ । କିଟ୍ ପ୍ରସଙ୍ଗରେ ତଦନ୍ତ ପାଇଁ ଉଚ୍ଚସ୍ତରୀୟ ଫ୍ୟାକ୍ଟ…

ଆସନ୍ତାକାଲିଠାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଆସନ୍ତାକାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । କାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ ସୁଭଦ୍ରା ଶକ୍ତି ମେଳା ବୋଲି ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି,…

ବାଲିଯାତ୍ରାରେ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ସୂର୍ଯ୍ୟବଂଶୀ ସୂରଜ

ଆଜି ବିଧାନସଭା ପ୍ରଶ୍ନକାଳରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ। ଗୃହରେ କଟକ ବାଲିଯାତ୍ରାରେ ଆଦାୟ ହୋଇଥିବା ଟଙ୍କାକୁ ନେଇ ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଚଳିତଥର କଟକ ବାଲିଯାତ୍ରାରେ ମୋଟ ୨୪୩୮ଟି ଷ୍ଟଲ ଖୋଲାଯାଇଥିଲା…

ଓଲଟିଲା ମାଟ୍ରିକ ପିଲାଙ୍କୁ ନେଇଯାଉଥିବା ବୋଲେରୋ; ଜଣେ ମୃତ, ୧୧ ଆହତ

ମାଟ୍ରିକ ପରୀକ୍ଷା ଦେବାକୁ ଯିବାବେଳେ ଦୁର୍ଘଟଣା । ଓଲଟିଲା ମାଟ୍ରିକ ପିଲାଙ୍କୁ ନେଇଯାଉଥିବା ବୋଲେରୋ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ୧୧ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ପରୀକ୍ଷା…

ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ

ପୂର୍ବତନ ଭାରତୀୟ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି । କୋଲକାତା ଦୁର୍ଗାପୁର ଏକ୍ସପ୍ରେସୱେ ଦେଇ ବର୍ଦ୍ଧମାନ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ସୌରଭ ଗାଙ୍ଗୁଲି। ତେବେ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି କୌଣସି ଆଘାତ ଲାଗି ନ ଥିବା…

ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା

ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଆଜିଠୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ। ରାଜ୍ୟର ୩୧୩୩ ଟି ସେଣ୍ଟରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ । ସକାଳ ୯ ଟାରୁ…

କିଟ କାଣ୍ଡରେ ଆଉ ୫ ଗିରଫ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଆଉ ୫ ଗିରଫ ହୋଇଥିବା ସୂଚନା ମିଳିଛି । ୪ ବାଉନସର୍‌ଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସରଙ୍କୁ ଗିରଫ କରାଯାଇଛି । ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ଚନ୍ଦନ ସ୍ବାଇଁ…