Category: ତାଜା ଖବର

ଶରଧାବାଲିରେ ଦଳାଚକଟା ଘଟଣା; ନବୀନଙ୍କ ଉଦ୍‌ବେଗ

ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆ ଏକ୍ସରେ କହିଛନ୍ତି ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ସକାଳ ଦର୍ଶନ ସମୟରେ ଭୀଷଣ ଦଳାଚକଟା ଘଟଣାରେ…

ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି; ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…

ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ହୋଇପାରେ ପ୍ରବଳ ବର୍ଷା

ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ। ପରବର୍ତ୍ତୀ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ…

ଶରଧାବାଲିରେ ଦଳାଚକଟା; ୩ ଶ୍ରଦ୍ଧାଳୁ ମୃତ, ୫୦ ଆହତ

ମାଉସୀ ମା’ଙ୍କ ପାଖରେ ପହଂଚି ସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କୁ ଦେଖିବା ପାଇଁ କାଇଁ କେତେ ଦୂରରୁ ଭକ୍ତମାନେ ଆସିଛନ୍ତି। ଏହି ସମୟରେ ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣା ସାମ୍ନାକୁ ଆସିଛି। ଶରଧାବାଲିରେ ଠେଲାପେଲାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ରଥଯାତ୍ରାରେ ଅଘଟଣ; ପୁଲିସ ଆକ୍ରମଣରେ ସାମ୍ବାଦିକ ଗୁରୁତର ଆହତ

ରଥଯାତ୍ରାରେ ଅଘଟଣ। ରାଜ୍ୟ ସରକାର ସ୍ୱୀକୃତିପ୍ରାପ୍ତ ଓ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରଥଯାତ୍ରା ଖବର ସଂଗ୍ରହ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିବା ବେଳେ ପୁଲିସ ଆକ୍ରମଣରେ ୭ରୁ ଉର୍ଦ୍ଧ୍ବ ଗୁରୁତର ଆହାତ ହୋଇଛନ୍ତି । ଜଣେ ମହିଳା ସାମ୍ବାଦିକ ହାତରେ ୨୦ ଷ୍ଟିଜ…

ବିଳମ୍ବରେ ଗଡିଲା ନନ୍ଦିଘୋଷ

ରାତିରେ ଗଡ଼ିଲା ନନ୍ଦିଘୋଷ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ।ଅହେତୁକ ବିଳମ୍ବରେ ଗଡ଼ିଲା ନନ୍ଦିଘୋଷ ରଥ । ରାତି ୭ଟା ୪୫ ମିନିଟରେ ଟଣାଗଲା ଶ୍ରୀଜଗନ୍ନାଥଙ୍କ ରଥ । ତେବେ ଅଳ୍ପ ଟଣା ଯିବା ପରେ ରଥ ଟଣା ବନ୍ଦ ରହିଛି ।…

ବଡ଼ଦାଣ୍ଡରେ ଜାରି ରହିଛି ରଥଟଣା

ପୁରୀ ବଡ଼ଦାଣ୍ଡରେ ଜାରି କରିଛି ରଥଟଣା । ମାଉସୀ ଘର ଅଭିମୁଖେ ବାହାରିଛି ତିନି ରଥ । ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳିରେ ପ୍ରଥମେ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କର ରଥ ଟଣା ଆରମ୍ଭ ହୋଇ ଶରଧାବାଲି ଅଭିମୁଖେ ଗଡିଥିଲା । ମରୀଚକୋଟ…

କୋଲକାତାରେ ଆଇନ ଛାତ୍ରୀଙ୍କୁ କ୍ୟାମ୍ପସ ଭିତରେ ଗଣଦୁଷ୍କର୍ମ ଘଟଣା; ହସ୍ତକ୍ଷେପ କଲେ ଜାତୀୟ ମହିଳା କମିଶନ

କୋଲକାତାର ଆରଜି କର ମେଡିକାଲ ଓ ହସ୍ପିଟାଲରେ ମହିଳା ଡାକ୍ତରଙ୍କ ସହ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବର୍ଷେ ନ ପୁରୁଣୁ ଏବେ ଆଉ ଏକ ଲୋମହର୍ଷଣକାରୀ ମାମଲା ଆସିଛି । କସବା ଆଇନ ମହାବିଦ୍ୟାଳୟ ପରିସର ଭିତରେ ଗଣଦୁଷ୍କର୍ମର ଶିକାର…

ସାମୟିକ କର୍ମଚାରୀଙ୍କୁ ଚାକିରି ଛାଡ଼ିବାବେଳେ ମିଳିବ ୨.୫ ଲକ୍ଷ

ରଥଯାତ୍ରା ପୂର୍ବରୁ ରାଜ୍ୟର ସାମୟିକ କର୍ମଚାରୀମାନଙ୍କ ପାଇଁ ଖୁସି ଖବର ଦେଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ସାମୟିକ କର୍ମଚାରୀ ମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ବେଳେ (Cessation of Service ) କରାଯିବା ସମୟରେ ସେମାନଙ୍କୁ ଏକକାଳୀନ ୧.୫ ଲକ୍ଷ ଟଙ୍କା…

ମହାକୁମ୍ଭ ପରେ ପୁରୀ ରଥଯାତ୍ରାରେ ସେବା ଆରମ୍ଭ କଲେ ଆଦାନୀ, ଆଜିଠୁ ଲକ୍ଷ ଲକ୍ଷ ଭକ୍ତଙ୍କୁ ମାଗଣାରେ ଦିଆଯିବ ଖାଦ୍ୟ

ଚଳିତ ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ବଡ଼ ମହାକୁମ୍ଭ ମେଳାରେ ସେବା କରିବା ପରେ, ଏବେ ଆଦାନୀ ଗ୍ରୁପ୍ ଓଡ଼ିଶାର ପୁରୀର ପ୍ରସିଦ୍ଧ ରଥଯାତ୍ରାରେ ମଧ୍ୟ ସେବା ଆରମ୍ଭ କରିଛି। ୨୬ ଜୁନ୍ ରୁ ୮ ଜୁଲାଇ ପର୍ଯ୍ୟନ୍ତ ରଥଯାତ୍ରାରେ ଭକ୍ତ ଏବଂ…