ତାଜା ଖବର ରାଜ୍ୟ ଆଜିଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା December 24, 2024 Papirani ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷା ସମ୍ଭାବନା ଥିବା ଆକଳନ କରିଛନ୍ତି ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ବେଳେ…
ତାଜା ଖବର ରାଜ୍ୟ ଚିଟଫଣ୍ଡର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 24, 2024 Papirani ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଚିଟଫଣ୍ଡ କେଳେଙ୍କାରୀ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ମୁଁ ବି ଚିଟଫଣ୍ଡ୍ ଠକେଇର ଶିକାର ହୋଇଥିଲି । ଥରେ ନୁହେଁ ବରଂ ଦୁଇ ଦୁଇ ଥର…
ତାଜା ଖବର ରାଜ୍ୟ ଉନ୍ମୋଚିତ ହେଲା ଅଟଳ ବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି December 24, 2024 Papirani ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି। କଟକର ବେଲଭ୍ୟୁ ଛକରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିଳ୍ପୀ ସଞ୍ଜୀବ ବିଶ୍ବାଳଙ୍କ ତତ୍ତ୍ବବଧାନରେ ନିର୍ମିତ ହୋଇଛି ଭାରତରତ୍ନ…
ତାଜା ଖବର ରାଜ୍ୟ ରାଜଧାନୀ ରାସ୍ତାରୁ ହଟିବେ ସମସ୍ତ ଉଠା ଦୋକାନୀ December 24, 2024 Papirani ଆସନ୍ତା ଜାନୁୟାରୀ ମାସରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ । ସେଥିପାଇଁ ଚାଲିଛି ପ୍ରସ୍ତୁତି। ସହରକୁ ସୁନ୍ଦର କରିବା ପାଇଁ ଓ ସ୍ୱଚ୍ଛତା ଉପରେ ବିଶେଷ ଧ୍ୟାନ ଦିଆଯାଉଛି । ଏହି ସମୟରେ…
ତାଜା ଖବର ରାଜ୍ୟ ରାଜଧାନୀରେ ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ December 24, 2024 Papirani ଖୁବ୍ଶୀଘ୍ର ଭୁବନେଶ୍ୱରରେ ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ । ଦିନକୁ ଦିନ କୁକୁରମାନଙ୍କ ଆତଙ୍କ ବଢୁଥିବାରୁ ବିଏମ୍ସି ପକ୍ଷରୁ କୁକୁର ବନ୍ଧ୍ୟାକରଣ ପୁଣି ଆରମ୍ଭ ହେବାକୁ ଯାଉଛି। ଆଜି କୁକୁର ଆତଙ୍କ ବଢ଼ିଥିବା ସ୍ୱୀକାର କରିବା ସହିତ ଏନେଇ ଘୋଷଣା କରିଛନ୍ତି…
ତାଜା ଖବର ରାଜ୍ୟ ବଢ଼ିବ ନାହିଁ ବିଜୁଳି ଦାମ୍, ସ୍ପଷ୍ଟ କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ December 23, 2024 Nirvay ରାଜ୍ୟରେ ବିଜୁଳି ଦାମ୍ ବଢ଼ିବ ନାହିଁ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସ୍ପଷ୍ଟ କରିଛନ୍ତି । ବିଜୁଳି ଦାମ୍ ବୃଦ୍ଧି ନେଇ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗଙ୍କ ପାଖରେ ଦାବି କରିଥିଲା ଗ୍ରୀଡ୍କୋ । ହେଲେ ଗ୍ରିଡକୋ ଦେଇଥିବା ପ୍ରସ୍ତାବକୁ…
ତାଜା ଖବର ରାଜ୍ୟ ଜଗା ଦର୍ଶନ ହେବ ସହଜ, ନୂଆବର୍ଷରୁ ଧାଡ଼ି ଦର୍ଶନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା December 23, 2024 Nirvay ଜାନୁଆରୀ ୧ ରୁ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୨୮ ଏବଂ ୨୯ ତାରିଖରେ ଟ୍ରାଏଲ ରନ୍ କରାଯିବ । ଏ ନେଇ ସୂଚନା ଦେଇଛନ୍ତି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 23, 2024 Papirani ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଆଗାମୀ ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ…
ତାଜା ଖବର ରାଜ୍ୟ କାଠଯୋଡ଼ି ନଦୀ ଉପରେ ନିର୍ମାଣ ହେବ ଆଉ ଦୁଇଟି ବ୍ରିଜ December 23, 2024 Papirani କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ କରିବେ ରାଜ୍ୟ ସରକାର । ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ ନିର୍ମାଣ ହେବ। ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି…
ତାଜା ଖବର ରାଜ୍ୟ ବିଜେଡି ନିଜ ହାରିବାର ଆତ୍ମସମୀକ୍ଷା କରିବା ଆବଶ୍ୟକ: ସାଂସଦ ବଳଭଦ୍ର ମାଝୀ December 23, 2024 Nirvay ଲୋକଲୋଚନରେ ରହିବା ପାଇଁ ବିଜେଡି ବ୍ୟର୍ଥ ପ୍ରୟାସ ଜାରୀ ରଖିଛି ବୋଲି କହିଛନ୍ତି ସାଂସଦ ବଳଭଦ୍ର ମାଝୀ । ବିନା ତଥ୍ୟ ଆଧାରରେ ଅଭିଯୋଗ କରିବା ବିଜେଡିର ଚିରାଚରିତ ଅଭ୍ୟାସ ଏବଂ ନିର୍ବାଚନ ସରିବାର ୬ ମାସ ପରେ ବିଜେଡି ଆଜି…