Category: ତାଜା ଖବର

ବଦଳିଲା କଟକ ବାଲିଯାତ୍ରା ନାଁ

ଏଥର କଟକ ବାଲିଯାତ୍ରାର ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ । ବାଲିଯାତ୍ରା ନାଁ ପରିବର୍ତ୍ତନକୁ ନେଇ ଜିଲ୍ଲାପାଳଙ୍କ ସୂଚନା । ଆସନ୍ତା ନଭେମ୍ବର ୫ରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଦିନଠାରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଐତିହାସିକ…

ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା

ଆଜି ଦଳର ବରିଷ୍ଠ ନେତା ଇସ୍ତଫା ଦେବା ପରେ ପ୍ରଫୁଲ୍ଲ ସାମଲଙ୍କୁ ନିଲମ୍ୱନ କରାଯାଇଛି । ଏହା ପରେ ବିଜେଡି ପାଇଁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଚି । ରାୟଗଡ଼ା ଜିଲ୍ଲାରେ ବିଜେଡ଼ିରେ ବଡ଼ ବିପର୍ଯ୍ୟୟ ହେବାକୁ ଯାଉଛି…

ଲୋକାର୍ପିତ ହେଲା ଲୋପାମୁଦ୍ରାଙ୍କ ରଚିତ ସୁରେନ୍ଦ୍ର ମହାନ୍ତିଙ୍କ ସ୍ମୃତିଚାରଣ ‘ଲୋକାପୁଅ ସୁରିଆ’

ଉନ୍ମୋଚିତ ହେଲା ସୁରେନ୍ଦ୍ର ମହାନ୍ତିଙ୍କ ଜୀବନୀ ଉପରେ ଆଧାରିତ ପୁସ୍ତକ ‘ଲୋକାପୁଅ ସୁରିଆ’। ଓଡ଼ିଆ କଥା ସାହିତ୍ୟକୁ ସ୍ବର୍ଗତ ସୁରେନ୍ଦ୍ର ମହାନ୍ତିଙ୍କ ଅବଦାନ ଅତୁଳନୀୟ। ଦୈନିକ ଖବର କାଗଜ ସମ୍ବାଦର ପ୍ରଥମ ସମ୍ପାଦକ ସୁରେନ୍ଦ୍ର ମହାନ୍ତିଙ୍କ ଜୀବନୀକୁ ନେଇ ଲିଖିତ ପୁସ୍ତକ…

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ମିଳିବ ଜମି: ସୁରେଶ ପୂଜାରୀ

ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମିଳିବ ଜମି। ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଯୋଗାଇବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର । ଏ ନେଇ ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି…

ରାଜ୍ୟରେ ଅଭାବ ନାହିଁ ସାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାରେ ଥିବା PACS ଏବଂ LAMPCS ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ (ମନିଟରିଂ) କରିବା ପାଇଁ…

ଭାରତୀୟ ଜନତା ପାର୍ଟି ମହିଳାଙ୍କୁ ଅପମାନିତ ଓ ନିର୍ଯ୍ୟାତିତ କରିଛି: ଲେଖାଶ୍ରୀ ସାମନ୍ତସିଂହାର

ଆଜି ଅୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଡ଼ ଲେଖାଶ୍ରୀ ସାମନ୍ତସିଂହାର ଓ ତାଙ୍କର ଓକିଲ ସମନ କୁମାର ରାଉତରାୟ ଭାରତୀୟ ଜନତା ପାର୍ଟିର ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ମହିଳାଙ୍କ ପ୍ରତି ସର୍ବସାଧାରଣରେ ଦେଇଥିବା…

ନୂଆ ଭୁବନେଶ୍ବର ପାଇଁ ପ୍ରସ୍ତୁତ ହେବ ଡିପିଆର

ନୂଆ ଭୁବନେଶ୍ବର ପାଇଁ ପ୍ରସ୍ତୁତ ହେବ ଡିପିଆର । ୮ ଶହ ଏକରରେ ନୂଆ ଭୁବନେଶ୍ବର ପାଇଁ ଡିପିଆର ପ୍ରସ୍ତୁତ ହେବ । ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ସିଙ୍ଗାପୁର…

୧୬ରେ ବସିବ ସର୍ବଦଳୀୟ ବୈଠକ

ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ୧୮ରେ ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଛି। ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ସୁରୁଖୁରରେ ବିଧାନସଭା ସାରିବା…

ବିଜେଡି ଛାଡ଼ିଲେ ଛାତ୍ରନେତା ହରିଶଙ୍କର ରାଉତ

ବିଜେଡି ଛାଡ଼ିଲେ ଛାତ୍ରନେତା ହରିଶଙ୍କର ରାଉତ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୋସିଆଲ୍ ମିଡ଼ିଆରେ ସୂଚନା ଦେଇଛନ୍ତି । ସେ ତାଙ୍କର ତିନି ପୃଷ୍ଠାର ଇସ୍ତଫା ପତ୍ର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି…

ଲୋକାୟୁକ୍ତ ଅଚଳ ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଲୋକାୟୁକ୍ତ ଅଚଳ ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ୍ । ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ । ଆଇନଜୀବୀ ପ୍ରବୀର ଦାସଙ୍କ ପକ୍ଷରୁ ହୋଇଥିବା ମାମଲାରେ ନୋଟିସ୍ । ପ୍ରାୟ ବର୍ଷେ ହେଲାଣି ଅଚଳ ହୋଇପଡ଼ିଛି ଲୋକାୟୁକ୍ତ ।…