ତାଜା ଖବର ରାଜ୍ୟ ଶ୍ରୀ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ; ରାତି ୧୨.୫୦ରୁ ୩ଟା ମଧ୍ୟରେ ପଡ଼ିବ ହସ୍ତଗଣ୍ଠି May 23, 2025 Papirani ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଜୁନ ୪ ତାରିଖ ସକାଳୁ ୫ ତାରିଖ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଶୀତଳ ଷଷ୍ଠୀ ପାଇଁ ନୀତି ନିର୍ଘଣ୍ଟ ସ୍ଥିର କରିଛି ମନ୍ଦିର ପ୍ରଶାସନ । ଯାତ୍ରାକୁ…
ତାଜା ଖବର ରାଜ୍ୟ ଅନୁଜ କୁମାର ଦାସ ପଟ୍ଟନାୟକ ହେଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ May 23, 2025 Papirani ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ।ବରିଷ୍ଠ ଓଏଏସ ଅନୁଜ କୁମାର ଦାସ ପଟ୍ଟନାୟକ ହେଲେ ନୂଆ ନିର୍ଦ୍ଦେଶକ । ପିଏମ୍ ପୋଷଣ ଓ ଏମ୍ଏମ୍ ପୋଷଣର ରାଜ୍ୟ ନୋଡାଲ୍ ଅଫିସର ଥିଲେ ତାଙ୍କୁ ସୂଚନା ଏବଂ ଲୋକସମ୍ପର୍କ ନିର୍ଦ୍ଦେଶକ…
ତାଜା ଖବର ରାଜ୍ୟ ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ May 23, 2025 Papirani ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ। ରୋମନିଆର ଯୁବକ ମନ୍ଦିର ଭିତରେ ପଶିଆସିଥିଲେ । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ଥାନାରେ ଜିମା ଦେଇଥିଲେ । ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଛି। ଅପରପକ୍ଷେ…
ତାଜା ଖବର ରାଜ୍ୟ ରାସ୍ତାରେ ଘୁଷୁଡି ଘୁଷୁଡ଼ି ୮୦ ବର୍ଷୀୟ ବୃଦ୍ଧ ଭତ୍ତା ଆଣିବାକୁ ଯିବା ଘଟଣା: ହସ୍ତକ୍ଷେପ କଲେ ହାଇକୋର୍ଟ May 23, 2025 Papirani ରାସ୍ତାରେ ଘୁଷୁଡି ଘୁଷୁଡ଼ି ଭତ୍ତା ଆଣିବାକୁ ପଞ୍ଚାୟତ କାର୍ଯ୍ୟାଳୟକୁ ୮୦ ବର୍ଷୀୟ ବୃଦ୍ଧ ଯିବା ଖବର ପ୍ରସାରଣ ପରେ ହସ୍ତକ୍ଷେପ କରିଛନ୍ତି ମାନ୍ୟବର ଉଚ୍ଚ ଅଦାଲତ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ରାପଡ଼ା କୋର ଗାଁରେ ପହଁଚିଛି ପ୍ରଶାସନ । ଜିଲ୍ଲା…
ତାଜା ଖବର ରାଜ୍ୟ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା May 23, 2025 Papirani ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରଥ ନିର୍ମାଣ ଓ…
ତାଜା ଖବର ରାଜ୍ୟ ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି: ପୃଥ୍ୱୀରାଜ ହରିଚନ୍ଦନ May 23, 2025 Papirani ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜୁନ୍ ୧୫ରୁ ଜୁନ୍ ୨୦ ଭିତରେ ନୂତନ ନୀତି ଆସିବ ବୋଲି ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ସେ…
ତାଜା ଖବର ରାଜ୍ୟ ସାବିତ୍ରୀ ଅମାବାସ୍ୟା ଛୁଟି ତାରିଖ ପରିବର୍ତ୍ତନ; ମେ ୨୭ ପରିବର୍ତ୍ତେ ହେବ ୨୬ ତାରିଖରେ ଛୁଟି May 23, 2025 Papirani ମେ’୨୬ରେ ସାବିତ୍ରୀ ଅମାବାସ୍ୟା ଛୁଟି ନେଇ ଘୋଷଣା ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ…
ତାଜା ଖବର ଦେଶ ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ୍ May 23, 2025 Papirani ଇସ୍ତଫା ଦେଇପାରନ୍ତି ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ । ମହମ୍ମଦ ୟୁନୁସ୍ ଖୁବ୍ଶୀଘ୍ର ଇସ୍ତଫା ଦେବା ନେଇ ବଢ଼ିଲା ଚର୍ଚ୍ଚା । ରାଜନୈତିକ ଦଳ ସହ ମତଭେଦ ଯୋଗୁଁ ନେଇପାରନ୍ତି ବଡ଼ ନିଷ୍ପତ୍ତି । ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି ପ୍ରତିବାଦ କରିବା…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ May 23, 2025 Papirani ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ଆଜି ସକାଳୁ ସକାଳୁ ନୂଆପଡା ଜିଲ୍ଲାର R&B ଡିଭିଜନ୍ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।…
ତାଜା ଖବର ରାଜ୍ୟ କଳିଙ୍ଗନଗରଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ May 22, 2025 Papirani ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ…