ତାଜା ଖବର ରାଜ୍ୟ ରାମ ମନ୍ଦିରରେ ପଡ଼ିଲା ତାଲା; ଅସନ୍ତୋଷ ବ୍ୟକ୍ତ କଲେ ଭକ୍ତ February 6, 2025 Papirani ଭୁବନେଶ୍ଵର ରାମ ମନ୍ଦିରରେ ନୂଆ ପୂଜକ ନିଯୁକ୍ତି ନେଇ ବିବାଦ। ମନ୍ଦିରର ଏକ୍ଜିକ୍ୟୁଟିଭ ଅଫିସର ପ୍ରଶାନ୍ତ ପାଣି ଏବଂ ପୂଜକଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଟ୍ରଷ୍ଟ ବୋର୍ଡ ପୁରୁଣା ପୂଜକଙ୍କୁ ନଜଣାଇ ନୂତନ ପୂଜକ ନିଯୁକ୍ତ କରିବା ଓ ମନ୍ଦିର…
ତାଜା ଖବର ରାଜ୍ୟ ରାଜ୍ୟ ସରକାରଙ୍କ ସହ ଅର୍ଥ କମିଶନଙ୍କ ବୈଠକ ଆରମ୍ଭ February 6, 2025 Papirani କେନ୍ଦ୍ରୀୟ ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଅରବିନ୍ଦ ପନଗରିୟାଙ୍କ ସମେତ ମୋଟ ୧୫ ଜଣ ସଦସ୍ୟ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ରାଜ୍ୟ ସରକାରଙ୍କ ସହ ଅର୍ଥ କମିଶନଙ୍କ ବୈଠକ ଆରମ୍ଭ । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…
ତାଜା ଖବର ରାଜ୍ୟ ଫେବ୍ରୁଆରି ୧୦ରୁ ହେବ ଜୋର୍ଦାର୍ ହେବ ଗାଡି ଚେକିଂ February 6, 2025 Papirani ଫେବ୍ରୁଆରି ୧୦ରୁ ହେବ ରାଜ୍ୟରେ ଜୋର୍ଦାର୍ ହେବ ଗାଡି ଚେକିଂ। ଏନେଇ ସୂଚନା ଦେଇଛନ୍ତି କମିଶନରେଟ ପୋଲିସ। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ। ଗାଡ଼ିର ଆଗ ଓ ପଛକାଚ ଦେଇ…
ତାଜା ଖବର ରାଜ୍ୟ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: କମିଶନଙ୍କ ତଦନ୍ତ ଶେଷ February 5, 2025 Papirani ବହୁଚର୍ଚ୍ଚିତ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନା ମାମଲାରେ କମିଶନଙ୍କ ତଦନ୍ତ ଶେଷ ହୋଇଛି। ଏ ନେଇ ଆଜି ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି । ସେ କହିଛନ୍ତି ସମସ୍ତ ସାକ୍ଷ୍ୟ…
ତାଜା ଖବର ରାଜ୍ୟ ବାରବାଟୀ ଷ୍ଟାଡିୟମ ଜଗିବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ February 5, 2025 Papirani ବାରବାଟୀ ଷ୍ଟାଡିୟମ ଜଗିବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ ।ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ। ଏଥିପାଇଁ ଆଜି କମିଶନରେଟ ପୋଲିସ କାର୍ଯ୍ୟାଳୟରେ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବାରବାଟୀରେ ଦିନିକିଆ ପାଇଁ ଭିଡ଼କୁ…
ତାଜା ଖବର ରାଜ୍ୟ ଇଓଡବ୍ଲ୍ୟୁ ଦ୍ୱାରା ଠକ ଦମ୍ପତ୍ତି ଗିରଫ February 5, 2025 Papirani ଭୁବନେଶ୍ୱରରୁ ଠକ ଦମ୍ପତ୍ତି ଗିରଫ । ଠକେଇ ଅଭିଯୋଗରେ ଇଓଡବ୍ଲ୍ୟୁ ଦ୍ୱାରା ଦମ୍ପତ୍ତି ଗିରଫ ହୋଇଛନ୍ତି । ଜାଲ ଡକ୍ୟୁମେଣ୍ଟ ଦେଇ ଲୋନ ନେବା ଅଭିଯୋଗରେ ଦମ୍ପତ୍ତି ଗିରଫ କରାଯାଇଥିବା ସୂଚନା ମିଳିଛି । ପଟିଆ ସୀତାନାଥ ରେସିଡେନ୍ସିରେ ରହୁଥିବା ଦମ୍ପତ୍ତି…
ତାଜା ଖବର ରାଜନୀତି ରାଜ୍ୟ ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ February 5, 2025 Papirani ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ। ଅଜଣା ନମ୍ବରରୁ ଫୋନ୍ କରି ଜୀବନରୁ ମାରି ଦେବାକୁ ଧମକ ଦେବା ସହ ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ। ଏ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ସହ…
ତାଜା ଖବର ଦେଶ ଆମେରିକା ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଫେରିଲେ ଅବୈଧ ଭାରତୀୟ ପ୍ରବାସୀ February 5, 2025 Papirani ଅବୈଧ ଭାରତୀୟ ପ୍ରବାସୀଙ୍କୁ ଧରି ଭାରତରେ ପହଞ୍ଚିଲା ଆମେରିକାର ସାମରିକ ବିମାନ ସି-୧୭ । ଏହି ବିମାନ ଯୋଗେ ପ୍ରଥମ ପର୍ଯ୍ୟାୟ ଅବୈଧ ଭାରତୀୟ ପ୍ରବାସୀ ଭାରତରେ ପହଞ୍ଚିଛନ୍ତି । ପ୍ରଥମ ବ୍ୟାଚ୍ରେ ୨୦୫ ଭାରତୀୟ ଅମୃତସର ଫେରିଛନ୍ତି। ବିମାନଟି ଅମୃତସର…
ଖେଳ ତାଜା ଖବର ରାଜ୍ୟ ଇଣ୍ତିଆ-ଇଂଲଣ୍ଡ ମ୍ୟାଚର ଟିକେଟ୍ ଲାଗି ଅସମ୍ଭାଳ ଭିଡ଼; ଦଳାଚକଟା ପରସ୍ଥିତି February 5, 2025 Papirani ଇଣ୍ତିଆ-ଇଂଲଣ୍ଡ ମ୍ୟାଚର ଟିକେଟ୍ ଲାଗି ଠେଲା ପେଲା ଧସ୍ତାଧସ୍ତି ପରସ୍ଥିତି। ବାରବାଟୀ ମ୍ୟାଚ ପାଇଁ ଟିକେଟ୍ କାଉଣ୍ଟରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପରିସ୍ଥିତି ଏଭଳି ହୋଇଛି ଯେ ସେଠାରେ ଅନେକ ଯୁବକ ଅଚେତ୍ ହୋଇଯାଇଛନ୍ତି । ଭିଡ଼ ସାଙ୍ଗକୁ ଗୁଳୁଗୁଳି…
ତାଜା ଖବର ରାଜ୍ୟ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 5, 2025 Papirani ରାଜ୍ୟ ସରକାରଙ୍କ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଆଜି ଶୁଭାରମ୍ଭ ହୋଇଛି । ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା…