Category: ତାଜା ଖବର

ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ। ଅଜଣା ନମ୍ବରରୁ ଫୋନ୍ କରି ଜୀବନରୁ ମାରି ଦେବାକୁ ଧମକ ଦେବା ସହ ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ। ଏ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ସହ…

ଆମେରିକା ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଫେରିଲେ ଅବୈଧ ଭାରତୀୟ ପ୍ରବାସୀ

ଅବୈଧ ଭାରତୀୟ ପ୍ରବାସୀଙ୍କୁ ଧରି ଭାରତରେ ପହଞ୍ଚିଲା ଆମେରିକାର ସାମରିକ ବିମାନ ସି-୧୭ । ଏହି ବିମାନ ଯୋଗେ ପ୍ରଥମ ପର୍ଯ୍ୟାୟ ଅବୈଧ ଭାରତୀୟ ପ୍ରବାସୀ ଭାରତରେ ପହଞ୍ଚିଛନ୍ତି । ପ୍ରଥମ ବ୍ୟାଚ୍‌ରେ ୨୦୫ ଭାରତୀୟ ଅମୃତସର ଫେରିଛନ୍ତି। ବିମାନଟି ଅମୃତସର…

ଇଣ୍ତିଆ-ଇଂଲଣ୍ଡ ମ୍ୟାଚର ଟିକେଟ୍ ଲାଗି ଅସମ୍ଭାଳ ଭିଡ଼; ଦଳାଚକଟା ପରସ୍ଥିତି

ଇଣ୍ତିଆ-ଇଂଲଣ୍ଡ ମ୍ୟାଚର ଟିକେଟ୍ ଲାଗି ଠେଲା ପେଲା ଧସ୍ତାଧସ୍ତି ପରସ୍ଥିତି। ବାରବାଟୀ ମ୍ୟାଚ ପାଇଁ ଟିକେଟ୍ କାଉଣ୍ଟରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପରିସ୍ଥିତି ଏଭଳି ହୋଇଛି ଯେ ସେଠାରେ ଅନେକ ଯୁବକ ଅଚେତ୍ ହୋଇଯାଇଛନ୍ତି । ଭିଡ଼ ସାଙ୍ଗକୁ ଗୁଳୁଗୁଳି…

‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟ ସରକାରଙ୍କ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଆଜି ଶୁଭାରମ୍ଭ ହୋଇଛି । ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା…

ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି । ପୂଜାର୍ଚ୍ଚନା ପରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ। ସଙ୍ଗମରେ ସ୍ନାନ କରିବା ପରେ, ପ୍ରଧାନମନ୍ତ୍ରୀ ମୋଦି ମାତା ଗଙ୍ଗା ଏବଂ ଭଗବାନ ଭାସ୍କରଙ୍କୁ ମଧ୍ୟ ନମସ୍କାର କରିଥିଲେ। ତାଙ୍କୁ ନିରନ୍ତର…

ବାରବାଟୀରେ ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ୍: କାଉଣ୍ଟରରେ ସାମ୍ନାରେ ରାତି ଅଧରୁ ଅସମ୍ଭାଳ ଭିଡ଼

ଓଡ଼ିଶାରେ ଆସନ୍ତା ୯ ତାରିଖରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ଦିନିକିଆ ମ୍ୟାଚ୍ ଖେଳାଯିବା । କଟକ ବାରବାଟୀ ଷ୍ଟାଡିୟମ ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଆଜିଠାରୁ କାଉଣ୍ଟରରେ ମିଳିବ ଟିକେଟ୍ । ଆଜି ଏବଂ ଆସନ୍ତାକାଲି ଦୁଇ…

ବେଙ୍ଗାଲୁରୁ ଅଗ୍ନିକାଣ୍ଡରେ ୫ ଓଡ଼ିଆ ଶ୍ରମିକ ଗୁରୁତର

ବେଙ୍ଗାଲୁରୁ ଅଗ୍ନିକାଣ୍ଡରେ ୫ ଓଡ଼ିଆ ଶ୍ରମିକ ଗୁରୁତର । ରୋଷେଇ ବେଳେ ଗ୍ୟାସ ଷ୍ଟୋଭ ଫାଟି ଅଗ୍ନିକାଣ୍ଡ । ନିଆଁ ଲାଗି ଗୁରୁତର ହେଲେ ୫ ଜଣ ଦାଦନ ଶ୍ରମିକ । ଗୁରୁତର ଗଞ୍ଜାମ କେ. ନୂଆଗାଁ ଥାନା ଜେନାପୁର ଗାଁର…

ମାଲକାନଗିରି ଜଳ ସମ୍ପଦ ପ୍ରକଳ୍ପ ନିର୍ଦେଶକଙ୍କ ଘରୁ ଦେଢ଼ କୋଟି ଟଙ୍କା ଜବତ

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସର ଚଢ଼ାଉ । ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ…

ଦିଲ୍ଲୀ ବିଧାନସଭା ପାଇଁ ଚାଲିଛି ଭୋଟଗ୍ରହଣ

ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ଆଜି ସକାଳ ୭ଟାରୁ ସମସ୍ତ ମତଦାନ କେନ୍ଦ୍ରରେ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଆଜି ୧.୫୬ କୋଟିରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ…

ଭିଜିଲାନ୍ସ ଜାଲରେ ଏଏସ୍ଆଇ

ଭିଜିଲାନ୍ସ ଜାଲରେ ପୋଲିସ ଅଧିକାରୀ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଏଏସ୍ଆଇଙ୍କୁ ଲାଞ୍ଚ ନେବାବେଳେ ଏଏସ୍ଆଇ ବୁଡୁ ଭୋଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ଉକ୍ତ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି । ଏହା ପରେ…