Category: ତାଜା ଖବର

Bihar assembly elections: ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ଜେଡିୟୁ

ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ଜେଡିୟୁ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୭ ଜଣଙ୍କ ନାଁ ଘୋଷଣା କଲା ଜେଡିୟୁ । ଚିରାଗ ପାଶୱାନ ଦାବି କରୁଥିବା ୪ଟି ସିଟ୍‌ରେ ପ୍ରାର୍ଥୀ ଦେଲା ଜେଡିୟୁ।…

Former Bonai MLA Passes Away: ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ ଘଟିଛି । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧,…

Nuapada Byelection: ନୂଆପଡା ଉପନିର୍ବାଚନ; ୩ ଆଶାୟୀଙ୍କୁ ନବୀନ ନିବାସକୁ ଡାକରା

ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ ଚାଲିଛି। ବିଜେଡି ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ୩ ଆଶାୟୀଙ୍କୁ ନବୀନ ନିବାସ ଡକରା ହୋଇଛି । ସିଧାସଳଖ ନବୀନଙ୍କୁ ଭେଟି ଆଲୋଚନା କରିବେ ୩ ଆଶାୟୀ…

BJP Candidate Jay Dholakia: ନୂଆପଡ଼ା ଉପନିର୍ବାଚନ; ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଜୟ ଢୋଲକିଆଙ୍କ ନାମରେ ମୋହର ମାରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଦିବଙ୍ଗତ…

Diwali 2025 date: ୨୦ ତାରିଖରେ ପାଳନ କରାଯିବ  ପୟାଶ୍ରାଦ୍ଧ ଓ ଦୀପାବଳି

ସାଧାରଣତଃ ପାଞ୍ଜି ଦେଖି ପର୍ବପର୍ବାଣୀ ପାଳନ କରାଯାଇଥାଏ। ହେଲେ ଚଳିତ ବର୍ଷ ଦୀପାବଳିକୁ ନେଇ ଦେଖା ଦେଇଛି ବଡ଼ ଦ୍ବନ୍ଦ୍ବ। ଏବର୍ଷ କେଉଁ ଦିନ ପାଳିବେ ଦୀପାବଳି, ତାକୁ ନେଇ ଦ୍ବନ୍ଦ୍ବ ଥିବା ବେଳେ ପୟାଶ୍ରାଦ୍ଧ ଓ ଦୀପାବଳି ତାରିଖ ଦ୍ବନ୍ଦ୍ବ…

Jaisalmer Bus Fire: ରାଜସ୍ଥାନରେ ଚଳନ୍ତା ବସରେ ଲାଗିଲା ନିଆଁ; ୨୦ ଜୀବନ୍ତ ଦଗ୍ଧ

ରାଜସ୍ଥାନ ଜୈସଲମେରରେ ଭୟଙ୍କର ଦୁର୍ଘଟଣା । ଗତକାଲି ଜୈସଲମେର-ଯୋଧପୁର ରାଜପଥରେ ଥାୟତ ଗାଁ ନିକଟରେ ଜାତୀୟ ରାଜପଥରେ ଏସି ବସରେ ଅଚାନକ ନିଆଁ ଲାଗି ୨୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଗୁରୁତର ହୋଇଛନ୍ତି । ବସରେ ଥିଲେ…

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ ମାଡ଼ ଅଭିଯୋଗ

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ହୋଇଥିବା ଇଣ୍ଟର ମେଡିକାଲ କଲେଜ ମିଟରେ ଗଣ୍ଡଗୋଳ। ଗତକାଲି ସନ୍ଧ୍ୟାରେ ବୁର୍ଲା, କଟକ ଏସସିବି ମେଡିକାଲର ଛାତ୍ରଛାତ୍ରମାନେ ଏମକେସିଜି ମେଡିକାଲକୁ ଆସିଥିଲେ। କଟକ ଓ ବୁର୍ଲା ଛାତ୍ର ମାନଙ୍କ ସହ ବ୍ରହ୍ମପୁର ଏମକେସିଜି ମେଡିକାଲ…

ବିହାର ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ବିହାର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପ୍ରଥମ ପର୍ଯ୍ୟାୟରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ତେବେ ଏହି ତାଲିକାରେ ବରିଷ୍ଠ ବିଜେପି ନେତା ତଥା ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ତାରାପୁର ସିଟରୁ ଟିକେଟ୍…

ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ; ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ । ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ମିଳିଲା ଅନୁମତି । ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ବାଣ ଫୁଟାଇବା ସମୟରେ ସୁରକ୍ଷା ପାଇଁ…

e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଇକେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ ଇକେୱାଇସି କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏ ନେଇ ଆଜି ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,…