Category: ତାଜା ଖବର

ମନ୍ତ୍ରୀମାନଙ୍କୁ ବିଭାଗ ବାଣ୍ଟିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରନ୍; ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରନ୍ ଆଜି ତାଙ୍କ ମନ୍ତ୍ରୀମଣ୍ଡଳର ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରିଛନ୍ତି । ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ନିଜ ପାଖରେ ଗୃହ ବିଭାଗ, ଶ୍ରମ, ରାସ୍ତା ନିର୍ମାଣ ଏବଂ ଗୃହ ନିର୍ମାଣ ମନ୍ତ୍ରଣାଳୟ ରଖିଥିବା ବେଳେ ରାଧା କୃଷ୍ଣ…

ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଓ ପୋଲିସ ଉପରକୁ ଅଣ୍ଡା ମାଡ

ଏସସି ଏବଂ ଏସଟି ବିଦ୍ୟାଳୟ ନିର୍ମାଣରେ ଅନିୟମିତତା ଅଭିଯୋଗରେ କଂଗ୍ରେସର ବିକ୍ଷୋଭ । କଳା ତାଲିକାଭୁକ୍ତ କମ୍ପାନୀଙ୍କୁ ସ୍କୁଲ ନିର୍ମାଣ ଦେବା ପ୍ରସଙ୍ଗକୁ ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବାସଭବନକୁ ଘେରିବାକୁ ଚେଷ୍ଟା କରୁଥିବା ବେଳେ ମୁହାଁମୁହିଁ ହେଇଛନ୍ତି…

ଗ୍ୟାସ୍‌ ପାଇପ୍ ଲାଇନ୍ ମରାମତି ବେଳେ ଅଘଟଣ; ମାଟି ତଳୁ ଶ୍ରମିକଙ୍କ ମୃତ ଦେହ ଉଦ୍ଧାର

ବିପିସିଏଲ ଗ୍ୟାସ୍‌ ପାଇପ୍ ଲାଇନ୍ ମରାମତି ବେଳେ ଫସିଲେ ଶ୍ରମିକ । ମାଟି ତଳ ସମ୍ପରେ ଜଣେ ଶ୍ରମିକ ଫସି ରହିଥିବାର ଜଣାଯାଇଛି ।ମରାମତି ବେଳେ ଗ୍ୟାସ ଲିକ ମଧ୍ୟ ହେଉଥିବା ସୂଚନା ମିଳିଛି। ଗ୍ୟାସ୍ ଲିକ୍‌ ଓ ଶ୍ରମିକ ଫସିଯାଇଥିବା…

ରାଜ୍ୟରେ ଚାକିରି ଅପେକ୍ଷାରେ ଅଛନ୍ତି ୧୨ଲକ୍ଷ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ବେକାରୀ ସମସ୍ୟା । ଆଜି ନିଯୁକ୍ତି ନେଇ ଗୃହରେ ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ ବିଗତ ୫ ବର୍ଷର ତଥ୍ୟ ରଖି କହିଛନ୍ତି ୧୦ ବର୍ଷରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ସୁଯୋଗ…

ରାଜ୍ୟସଭା ଗୃହରୁ ମିଳିଲା ପୁଳା ପୁଳା ଟଙ୍କା 

ରାଜ୍ୟସଭା ସଂସଦ ଗୃହରେ ଥିବା ସିଟ୍‌ ତଳୁ ବାହାରିଲା ପୁଳା ପୁଳା ଟଙ୍କା। ସେ ପୁଣି ଜଣେ କଂଗ୍ରେସ ସାଂସଦଙ୍କ ଆସନରୁ । କଂଗ୍ରେସ ସାଂସଦ ଅଭିଷେକ ମନୁଙ୍କ ସିଟ୍‌ ତଳୁ ମିଳିଲା ବିଡ଼ା ବିଡ଼ା ଟଙ୍କା । ଏହାକୁ ନେଇ…

ନିଜ ଜନ୍ମମାଟି ରାଇରଙ୍ଗପୁରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜନ୍ମମାଟିରେ ଆସି ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି । ପହଞ୍ଚିବା ପରେ ପାରମ୍ପରିକ ନୃତ୍ୟରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଉଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ରାଷ୍ଟ୍ରପତି…

ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗ; ଲୋକଙ୍କ ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରଖିବ ବିଜେଡି: ନବୀନ

ବିଧାନସଭାରେ ପୋଲାଭରମ ତାତି । ପୋଲାଭରମ ପ୍ରକଳ୍ପକୁ ନେଇ କମ୍ପିଛି ଗୃହ । ଏହାପରେ ପୋଲାଭରମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ବିଜେଡ଼ି ଆଗରୁ ବି ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ବାର୍ଥ…

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ସମ୍ବଲପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ…

ଇସ୍ରୋ ଲଞ୍ଚ୍ କଲା ‘ପ୍ରୋବା-୩’ ମିଶନ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁରୁବାର ୟୁରୋପୀୟ ମହାକାଶ ଏଜେନ୍ସି (ESA)ର ‘ପ୍ରୋବା-୩’ ମିଶନକୁ ସଫଳତାପୂର୍ବକ ଲଞ୍ଚ୍ କରିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ପିଏସଏଲଭି-ସି୫୯/ ପ୍ରୋବା-୩ ସଫଳ ଉତକ୍ଷେପଣ କରାଯାଇଛି । ବୁଧବାର ଅପରାହ୍ନ…

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ । ମହାବିଜୟର ୧୨ ଦିନ ପରେ ଫଡନାବିସ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମୁମ୍ବାଇରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ…