ତାଜା ଖବର ରାଜ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି January 26, 2025 Papirani ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ କଳାକନା ବୁଲାଇଚନ୍ତି ଚୋର । ଗତକାଲି ରାତିରେ ଘରେ ପଶି ବଡ଼ ଧରଣର ଲୁଟ୍ କରିଛନ୍ତି ଅଭିଯୁକ୍ତ । ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ବାସଭବନରୁ ଲୁଟ୍ ହୋଇଥିବା ସୂଚନା…
ତାଜା ଖବର ରାଜ୍ୟ ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ January 26, 2025 Papirani ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ କହିଛନ୍ତି ପ୍ରତ୍ଯେକ ଓଡିଶାବାସୀ,…
ତାଜା ଖବର ରାଜନୀତି ରାଜ୍ୟ ୨୩ଟି ଜିଲ୍ଲା ପାଇଁ ଜିଲ୍ଲା ସଭାପତି ଘୋଷଣା କଲା ବିଜେପି January 25, 2025 Papirani ରାଜ୍ୟ ବିଜେପି ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଦଳୀୟ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଘୋଷଣା କରିଛି ଦଳ । ଏଥିପାଇଁ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛି ଦଳ । ସର୍ବ ସହମତିରେ ସଭାପତିଙ୍କ ନାଁ ଘୋଷଣା କରାଯାଇଥିବା ସୂଚନା ମିଳିଛି…
ଖେଳ ତାଜା ଖବର ରାଜ୍ୟ ଖୋ ଖୋ ବିଶ୍ୱକପ୍ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ January 25, 2025 Papirani ଭୁବନେଶ୍ୱରରେ ପହଞ୍ଚିଲେ ଖୋ ଖୋ ବିଶ୍ୱକପ ଚାମ୍ପିଅନ୍ ବିଜେତା ଓଡ଼ିଆ ଖେଳାଳି । ଓଡ଼ିଶାରେ ପହଞ୍ଚିବା ବେଳେ ବିଶ୍ବ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ କରାଯାଇଛି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍ଡୋର ଷ୍ଟାଡିୟମ୍ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପ୍ରେ…
ତାଜା ଖବର ରାଜନୀତି ରାଜ୍ୟ ଏବେବି ନବୀନଙ୍କ ସମସ୍ତ ସ୍ୱାସ୍ଥ୍ୟବସ୍ଥା ବୁଝୁଛନ୍ତି ପାଣ୍ଡିଆନ୍: ମନ୍ମଥ January 25, 2025 Papirani ନବୀନଙ୍କ ସେବା କରିଛନ୍ତି ଭୈରବ କାର୍ତ୍ତିକେୟନ୍ ପାଣ୍ଡିଆନ । ଆଜି ଗଣମାଧ୍ୟମରେ ଏହି ଭଳି ପ୍ରତିକ୍ରିୟା ରଖି ବରିଷ୍ଠ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ କହିଛନ୍ତି ପାଣ୍ଡିଆନ ଆଗରୁ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା କଥା ବୁଝୁଥିଲେ ଏବେ ବି ବଝୁଛନ୍ତି…
ତାଜା ଖବର ରାଜ୍ୟ ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ବଢ଼ିପାରେ ପ୍ରତାପ ଜେନାଙ୍କ ଅଡୁଆ; ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ମୃତକ ପୁଅ January 25, 2025 Papirani ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ପୁଣି ବଢିପାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ । ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବିଶ୍ୱାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ପିଟିସନ ଦାଖଲ କରିଥିବାବେଳେ ୪ ସପ୍ତାହ ଭିତରେ ସତ୍ୟପାଠ…
ତାଜା ଖବର ରାଜ୍ୟ ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ସେବା ପଦକ January 25, 2025 Papirani ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପୋଲିସ ସେବା ପଦକ ଘୋଷଣା କରାଯାଇଛି । ଓଡ଼ିଶାର ୧୯ ଜଣଙ୍କୁ ପୋଲିସ ସେବା ପଦକ ପ୍ରଦାନ କରାଯିବ । କାର୍ଯ୍ୟରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ ସୁପରିଟେଣ୍ଡଣ୍ଟ ସରୋଜ ସାମଲ ଏବଂ କନଷ୍ଟେବଳ…
ତାଜା ଖବର ଦେଶ ଚେନ୍ନାବ ବ୍ରିଜରେ ଗଡ଼ିଲା ବନ୍ଦେ ଭାରତ January 25, 2025 Papirani କଟରା ଶ୍ରୀନଗର ଭିତରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ୍ ରନ୍ । ବିଶ୍ବର ସୁଉଚ୍ଚ ବ୍ରିଜରେ ବନ୍ଦେ ଭାରତ ଟ୍ରେନ୍ର ଟ୍ରାଏଲ୍ ରନ୍ । ଅତ୍ୟାଧୁନିକ ସୁବିଧା ସମ୍ପନ୍ନ ସ୍ୱପ୍ନର ୮ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ ଆଜି…
ତାଜା ଖବର ରାଜ୍ୟ ଚଳିତ ବର୍ଷ ସରକାର ଦେବେ ୪୦ ହଜାର ନିଯୁକ୍ତି January 24, 2025 Papirani ଆସନ୍ତା ବଜେଟ୍ ଅଧିବେଶନ ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ପ୍ରି ବଜେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରି ବଜେଟ୍ ନେଇ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଫେବ୍ରୁଆରୀ ୧୭ ତାରିଖ…
ଖେଳ ତାଜା ଖବର ରାଜ୍ୟ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍: ୫ ଓ ୬ରେ କାଉଁଣ୍ଟର, ୨ରେ ଅନ୍ଲାଇନ ଟିକେଟ୍ January 24, 2025 Papirani ବାରବାଟୀ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ । ଫେବ୍ରୁଆରୀ ୯ରେ ଭାରତ-ଇଂଲଣ୍ଡ ଦିବାରାତ୍ର ମ୍ୟାଚ ଖେଳାଯିବ । ଏହି କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ଆଜି ହୋଇଛି ତାରିଖ ଘୋଷଣା । କ୍ରିକେଟ୍ପ୍ରେମୀମାନେ ଆସନ୍ତା…