Category: ତାଜା ଖବର

ହାତୀ ସଂରକ୍ଷଣ ପାଇଁ ଆସିବ ପଲିସି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି । ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ମଧ୍ୟ ଉଦ୍‌ଘାଟିତ । ଏହି ସମୟରେ ହାତୀ ସଂରକ୍ଷଣ…

ଉପରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ଭରିଲେ ଇଣ୍ଡି ମେଣ୍ଟ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଇଣ୍ଡି ମେଣ୍ଟ ପ୍ରାର୍ଥୀ ସୁଦର୍ଶନ ରେଡ୍ଡୀ । ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି, ଶରଦ ପାୱାର ଉପସ୍ଥିତରେ ସଂସଦ ଭବନରେ ନାମାଙ୍କନ ଭରିଲେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି. ସୁଦର୍ଶନ ରେଡ୍ଡୀ…

ରାଜ୍ୟରେ ନିର୍ମାଣ ହେବ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ: ରାଜସ୍ବ ମନ୍ତ୍ରୀ

ନିର୍ମାଣ ହେବ ପ୍ରାୟ ୮ ଶହ ବାତ୍ୟା ଆଶ୍ରୟସ୍ଥଳୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଚଳିତ ବର୍ଷ ଅଧିକ ବର୍ଷା ହେବାର ଆକଳନ ହୋଇଛି। ତେଣୁ ବାତ୍ୟା ଆଶ୍ରୟସ୍ଥଳୀ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଦିଆଗଲା Z ସୁରକ୍ଷା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ବଢ଼ିଲା ସୁରକ୍ଷା ବ୍ୟବସ୍ଥା ।ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର । ଆକ୍ରମଣ ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଲା ଗୃହ ମନ୍ତ୍ରାଳୟ । ରେଖା ଗୁପ୍ତାଙ୍କ ସୁରକ୍ଷା ଦାୟିତ୍ବରେ…

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫

ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍‌-୨୦୨୫ । କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ଅନଲାଇନ୍ ଗେମିଂ ପ୍ରମୋସନ୍ ଏବଂ ନିୟନ୍ତ୍ରଣ ବିଲ୍୨୦୨୫ ଆଗତ କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବାଚନିକ ଭୋଟ୍‌ରେ…

ଏଣିକି ୩୦ ଦିନ ଜେଲ୍‌ରେ ରହିଲେ ଯିବ ମନ୍ତ୍ରୀ ପଦ

ଏଣିକି ଆଇନ୍ ଅଧୀନରେ ରହିବେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀ । ସଙ୍ଗୀନ ଅପରାଧ ମାମଲାରେ ଗିରଫ ହେଲେ ଯିବ ପଦ । ଲଗାତାର ୩୦ ଦିନ ଜେଲରେ ରହିଲେ ଇସ୍ତଫା ନ ଦେଲେ ବି ପଦ…

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ମହିଳା ଏବଂ ଶିଶୁ ସୁରକ୍ଷାକୁ ନେଇ ରାଜ୍ୟରେ ବାରମ୍ବାର ବିଭିନ୍ନ ଘଟଣାମାନ ସାମ୍ନାକୁ ଆସୁଥିବା ବେଳେ ସରକାରଙ୍କ ବଡ ପଦକ୍ଷେପ ନେଇଛନ୍ତି। ଏ ନେଇ ମହିଳା ଓ ଶିଶୁ ବିକାଶ…

ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ପ୍ରଧାନମନ୍ତ୍ରୀ ମୋଦି

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି । ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ…

ଅନାସ୍ଥା ପୂର୍ବରୁ ଇସ୍ତାଫା ଦେଲେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ

ଇସ୍ତାଫା ଦେଲେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଅନାସ୍ଥା ପୂର୍ବରୁ ଇସ୍ତାଫା ଦେଲେ ପ୍ରଭାତ ବଳବନ୍ତରାୟ । ଧର୍ମଶାଳା ବିଡିଓଙ୍କୁ ଦେଲେ ନିଜ ଇସ୍ତାଫା ପତ୍ର । କିଛିଦିନ ପୂର୍ବରୁ ପ୍ରଭାତଙ୍କ ବିରୋଧରେ ୩୮ରୁ…

ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚିଠି

ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି ନେଇ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।…