Category: ତାଜା ଖବର

Yuzvendra Chahal Joins BJP: ବିଜେପିରେ ସାମିଲ ହେଲେ କ୍ରିକେଟର ୟୁଜବେନ୍ଦ୍ର ଚହଲ

ଭାରତୀୟ କ୍ରିକେଟର୍ ୟୁଜବେନ୍ଦ୍ର ଚହଲ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଦଳ ପକ୍ଷରୁ ତାଙ୍କୁ ବିଜେପି ଓବିସି ମୋର୍ଚ୍ଚାର ଜାତୀୟ କାର୍ଯ୍ୟକାରିଣୀ କମିଟିରେ ‘ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ’ ଭାବେ ମନୋନୀତ କରାଯାଇଛି। ଶନିବାର ଘୋଷଣା କରାଯାଇଥିବା ଏହି ତାଲିକାରେ ତାଙ୍କୁ…

Odisha Paddy Procurement 2026-27: ୨୦୨୬-୨୭ ବର୍ଷ ପାଇଁ ଓଡ଼ିଶାରେ ୯୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ

ରାଜ୍ୟର ଚାଷୀକୂଳଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ୨୦୨୬-୨୭ ଖରିଫ ବିପଣନ ଋତୁ ପାଇଁ ଅଣ୍ଟା ଭିଡ଼ିଛନ୍ତି ଓଡ଼ିଶା ସରକାର। ଚଳିତ ବର୍ଷ ସମଗ୍ର ରାଜ୍ୟରୁ ମୋଟ ୯୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ କରିବାକୁ ସରକାର ବଡ଼ ଲକ୍ଷ୍ୟ ଧାର୍ଯ୍ୟ…

पीएम मोदी ने बिहार में छह लेन वाले नीतीश सेतु का उद्घाटन किया

प्रधानमंत्री नरेंद्र मोदी ने शनिवार को बिहार के वैशाली जिले में गंगा नदी पर बने एक ‘एक्स्ट्राडोज्ड केबल-स्टेयड’ पुल, ‘नीतीश सेतु’ का उद्घाटन किया। इस मौके पर केंद्रीय मंत्री चिराग…

Probe into Foreign Trips of Naveen, Pandian and Ravi Kant: ନବୀନ, ପାଣ୍ଡିଆନ ଓ ରବିକାନ୍ତଙ୍କ ବିଦେଶ ଗସ୍ତର ତଦନ୍ତ ହେବ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନ ଏବଂ ଆଇପିଏସ୍ ଅଧିକାରୀ ରବି କାନ୍ତଙ୍କ ବିଦେଶ ଗସ୍ତର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ…

Odisha to Set Up Cyber Command Centre: ୨୫୦ କୋଟି ଟଙ୍କାରେ ଗଠିତ ହେବ ଓଡ଼ିଶା ସାଇବର କମାଣ୍ଡ ସେଣ୍ଟର

ରାଜ୍ୟରେ ସାଇବର ଅପରାଧ, ଆର୍ଥିକ ଠକେଇ ଏବଂ ଏହା ସହିତ ମହିଳା ଓ ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ସାଇବର ଅତ୍ୟାଚାରକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ପଦକ୍ଷେପ ନେଇ ‘ଓଡ଼ିଶା ସାଇବର କମାଣ୍ଡ ସେଣ୍ଟର’ ଗଠନ…

Traffic Guidelines for Mancheswar Bali Jatra: ମଞ୍ଚେଶ୍ୱର ବାଲିଯାତ୍ରା ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ କଟକଣା

ମଞ୍ଚେଶ୍ୱରଠାରେ ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୩ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଅନୁଷ୍ଠିତ ହେବ । ଏହି ଅବସରରେ ଜନସାଧାରଣଙ୍କ ସୁବିଧା, ସୁରକ୍ଷା ଓ ସୁଗମ ଯାତାୟାତକୁ ଦୃଷ୍ଟିରେ ରଖି କମିସନରେଟ୍ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ପାର୍କିଂ ଓ ଟ୍ରାଫିକ୍ ବ୍ୟବସ୍ଥା…

Historic Achievement: ଓଡ଼ିଶା ପୋଲିସରେ ଇତିହାସ; ପ୍ରଥମ ଥର NSG କମାଣ୍ଡୋ ହେଲେ ୩ ମହିଳା କନଷ୍ଟେବଲ୍

ଓଡ଼ିଶା ପୋଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି । ରାଜ୍ୟ ପୋଲିସ୍ ବାହିନୀର ତିନିଜଣ ମହିଳା କନଷ୍ଟେବଲ୍, ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ (NSG) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର କମାଣ୍ଡୋ ପ୍ରଶିକ୍ଷଣକୁ ସଫଳତାର ସହ ସମ୍ପୂର୍ଣ୍ଣ କରିବାରେ ପ୍ରଥମ ହୋଇଛନ୍ତି ।…

Woman SI Found Dead: ଗଞ୍ଜାମ ପୁରୁଷୋତ୍ତମପୁରରେ ସରକାରୀ କ୍ୱାର୍ଟର୍ସରୁ ମହିଳା SIଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ସରକାରୀ ବାସଭବନରୁ ଜଣେ ସବ୍‌-ଇନ୍ସପେକ୍ଟର (SI)ଙ୍କ ମୃତଦେହ ଉଦ୍ଧାର ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ଘଟଣାକୁ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି । ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ପରି…

PM SVANidhi Samman Award 2026: ଦ୍ରୁତ ପ୍ରଗତି ହାସଲ କରୁଥିବା ରାଜ୍ୟ ମଧ୍ୟରେ ତୃତୀୟ ସ୍ଥାନରେ ଓଡ଼ିଶା

ପିଏମ୍ ସ୍ୱନିଧି ଯୋଜନାର ସଫଳ ରୂପାୟଣ ଏବଂ ଦ୍ରୁତ ଅଗ୍ରଗତି ପାଇଁ ଜାତୀୟ ସ୍ତରରେ ସମ୍ମାନିତ ହୋଇଛି ଓଡ଼ିଶା । ‘ବେଷ୍ଟ ପରଫର୍ମିଂ – ଫାଷ୍ଟେଷ୍ଟ ମୁଭର’ ବର୍ଗରେ ରାଜ୍ୟ ତୃତୀୟ ସ୍ଥାନ ହାସଲ କରି ପିଏମ୍ ସ୍ୱନିଧି ସମ୍ମାନ ପୁରସ୍କାର-୨୦୨୬…

Boudh Businessman Murder Case: ବୌଦ୍ଧ ବ୍ୟବସାୟୀ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା, ମୁଖ୍ୟ ଅଭିଯୁକ୍ତ ଶିକ୍ଷକ ଗିରଫ

ବୌଦ୍ଧର ବ୍ୟବସାୟୀ ବୀରୁପାକ୍ଷ ଅଗ୍ରୱାଲ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଶିକ୍ଷକ ସ୍ୱାଧୀନ ପ୍ରଧାନଙ୍କୁ ଗିରଫ କରିବା ପରେ ଘଟଣା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ବୌଦ୍ଧ ଏସ୍‌ପି । ପୋଲିସର…